ରାଜ୍ୟରେ ୧୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୬୪୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।
କରୋନା ଯୋଗୁ ପ୍ରାଣ ହରାଇଥିବା ନୂଆ ୬ଜଣଙ୍କ ମଧ୍ୟରେ ୫ ବୃଦ୍ଧ ଥିବା ବେଳେ ଜଣେ ଯୁବତର ରହିଛନ୍ତି। ମୃତକମାନେ କେନ୍ଦ୍ରାପଡ଼ା, ଗଜପତି, ଖୋର୍ଦ୍ଧା, ରାୟଗଡ଼ା, ଜଗତ୍‌ସିଂହପୁର ଜିଲାର ହୋଇଥିବା ବେଳେ କଟକର ଜଣେ ଯୁବତୀ ଅଛନ୍ତି।
କନ୍ଦ୍ରୋପଡ଼ାର ମୃତକ ଜଣଙ୍କ ୬୩ ବର୍ଷୀୟ ବୃଦ୍ଧ ହୋଇଥିବା ବେଳେ ସେ ପୂର୍ବରୁ ଡାଇବେଟିସ ସମେତ ଅନ୍ୟାନ୍ୟ ରୋଗରେ ପୀଡିତ ଥିଲେ। ଗଜପତିର ମୃତକଜଣଙ୍କ ୬୮ ବର୍ଷୀୟ ବୃଦ୍ଧ। ସେ ଡାଇବେଟିସ ସମେତ ଅନ୍ୟ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ। ସେହିପରି ଜଗତ୍‌ସିଂହପୁରର ମୃତକ ୫୮ ବର୍ଷୀୟ ବୃଦ୍ଧ। ସେ ପୂର୍ବରୁ କ୍ୟାନ୍ସରେ ଆକ୍ରାନ୍ତ ଥିଲେ। ଖୋର୍ଦ୍ଧାର ମୃତକ ଜଣଙ୍କ ୭୫ ବର୍ଷୀୟ ବୃଦ୍ଧ ହୋଇଥିବା ବେଳେ ସେ ମଧ୍ୟ ଅନ୍ୟାନ୍ୟ ରୋଗରେ ପୀଡିତ ଥିଲେ। ରାୟଗଡ଼ାର ମୃତକ ୭୪ ବର୍ଷୀୟ ହୋଇଥିବା ବେଳେ ସେ ଅନ୍ୟ ରୋଗରେ ଆକ୍ରାନ୍ତ ଥିଲେ। ସେହିପରି କଟକର ମୃତକ ଜଣଙ୍କ ୨୬ ବର୍ଷୀୟା ମହିଳା ହୋଇଥିବା ବେଳେ ସେ ପୂର୍ବରୁ ଡାଇବେଟିସ ସମେତ ଅନ୍ୟ ରୋଗରେ ପୀଡିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri