ଆଉ ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟରେ କରୋନାରେ ଆଉ ୬ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୨୮ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, କୋରାପୁଟ ଓ ମୟୂରଭଞ୍ଜରୁ ଜଣେ ଲେଖାଏ ଅଛନ୍ତି। ଏହା ସହିତ ଖୋର୍ଦ୍ଧା ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୪୮୫କୁ ବୃଦ୍ଧି ପାଇଥିବା ବେଳେ କଟକରେ ୮୨୪, ଯାଜପୁରରେ ୧୬୩, ଜଗତସିଂହପୁରରେ ୨୯୭, କୋରାପୁଟରେ ୭୭ ଓ ମୟୂରଭଞ୍ଜରେ ୨୭୬ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ପାଇଁ ତୁରନ୍ତ ଆର୍ଥିକ ସହାୟତା ମାଗିଲେ ନାହିଁ ରାଜ୍ୟ ସରକାର; ଏବେ ଟୁଇଟ୍‌ କରି କାରଣ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା ‘ୟାସ୍‌’ଜନିତ କ୍ଷୟକ୍ଷତିର ସମୀକ୍ଷା କରିଥିଲେ। ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ତୁରନ୍ତ...

ଓଡ଼ିଶା ହାଇକୋର୍ଟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ସାବିତ୍ରୀ ରଥ

କଟକ ଅଫିସ,୧୧।୬- ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ସାବିତ୍ରୀ ରଥ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍‌ ତାଙ୍କୁ...

ପୁରୁଣା ଦିନର ସ୍ମୃତି ମନାପକାଇଲେ ଛାତ୍ରୀଛାତ୍ର

ବିଞ୍ଝାରପୁର,୧୯ା୬(ଡି.ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସୟଦପୁରସ୍ଥିତ ବ୍ରଜସୁନ୍ଦର ଉଚ୍ଚ ବିଦ୍ୟାଳୟ ପରିସରରେ ବୁଧବାର ୧୯୮୬ ମାଟ୍ରିକ୍‌ ବ୍ୟାଚ୍‌ ଛାତ୍ରୀଛାତ୍ରଙ୍କ ବାର୍ଷିକ ବନ୍ଧୁମିଳନ ଓ ସମ୍ବର୍ଦ୍ଧନା ସଭା...

ସରକାରୀ ବସ୍‌ ଚଳାଇଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ନୟାଗଡ଼ ଅଫିସ,୨୩।୧୨: ନୟାଗଡ଼ ଜିଲା ସଦର ମହକୁମାର ନୂଆ ବସ୍‌ଷ୍ଟାଣ୍ଡର ନବୀକରଣ ଓ ମାର୍କେଟ କମ୍ପ୍ଲେକ୍ସର ଉଦ୍‌ଘାଟନୀ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିଲା। ଏଥିରେ ବାଣିଜ୍ୟ...

ସାଇବର ମାମଲା:ସଫଳତା ଶୂନ

ଭୁବନେଶ୍ୱର,୪ା୭ (ବ୍ୟୁରୋ)(ତ୍ରିନାଥ ମହାନ୍ତି): କରୋନା କଟକଣା ପାଇଁ ଲୋକେ ଘରେ ରହିଲେ। ଇ-କାରବାର ଉପରେ ଅଧିକ ନିର୍ଭରଶୀଳ ହୋଇପଡିଲେ। ଏହାର ସୁଯୋଗ ନେଇ ସାଇବର ଅପରାଧୀମାନେ...

ଛୁରି ଭୁସିି ଯୁବକଙ୍କୁ ହତ୍ୟା

କଟକ ଅଫିସ,୧୯ା୯: ଲାଲବାଗ ଥାନା ଅନ୍ତର୍ଗତ ଚୁନଭାଟି ଗଳି ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସେ ହେଲେ କାର୍ତ୍ତିକ...

ଅଗ୍ନି ନିରାପତ୍ତା ନିର୍ଦ୍ଦେଶାଳୟରେ ଅଦଳବଦଳ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଓଡ଼ିଶା ଅଗ୍ନି ଓ ବିପର୍ଯ୍ୟୟ ପ୍ରଶମନ ଏକାଡେମୀ(ଓଏଫ୍‌ଏଡିଆରଏ)ର ନିର୍ଦ୍ଦେଶକ(ସିଏଫ୍‌ଓ) ମହେଶ୍ୱର ସ୍ବାଇଁଙ୍କୁ ଫାୟାର ପ୍ରିଭେନ୍‌ସନ ୱିଙ୍ଗ୍‌ ଅଫ୍‌ ଦ ଡାଇରେକ୍ଟୋରେଟ୍‌...

ଓଡ଼ିଶା ୱାକଫ୍‌ ବୋର୍ଡର ପୂର୍ଣ୍ଣକାଳୀନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ନିଯୁକ୍ତିକୁ ନେଇ ଜନସ୍ବାର୍ଥ ମାମଲା: ସରକାରଙ୍କୁ ଜବାବ ତଲବ

କଟକ ଅଫିସ,୨୭ା୬: ଓଡ଼ିଶା ୱାକଫ୍‌ ବୋର୍ଡର ପୂର୍ଣ୍ଣକାଳୀନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ନିଯୁକ୍ତି କରିବାରେ ସରକାରଙ୍କ ଅବହେଳାକୁ ଚ୍ୟାଲେଞ୍ଜ କରି କଟକ ମହାନଗର ସଂଖ୍ୟାଲଘୁ ନାଗରିକ...

Advertisement
Archives

Model This Week