ସମ୍ବଲପୁର,୨୦।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍ର ୧୬ଟି ଗେଟ୍ରୁ ଆଉ ୬ଟି ଗେଟ୍କୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ଏହା ପୂର୍ବରୁ ସକାଳେ ୪ଟି ଗେଟ୍କୁ ବନ୍ଦ କରାଯାଇଥିଲା।
ସମ୍ବଲପୁର,୨୦।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍ର ୧୬ଟି ଗେଟ୍ରୁ ଆଉ ୬ଟି ଗେଟ୍କୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ଏହା ପୂର୍ବରୁ ସକାଳେ ୪ଟି ଗେଟ୍କୁ ବନ୍ଦ କରାଯାଇଥିଲା।
ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରର ସୋଲାପୁର ବିମାନବନ୍ଦରରେ ଗୁରୁବାର ଏକ ଅଘଟଣ ଘଟିଛି । ଉଡ଼ାଣ ଭରିବା ସମୟରେ ଏକ ଟ୍ରେନିଂ ବିମାନ ରନ୍ୱେରୁ ଖସିଯାଇଛି । ଜଣେ ମହିଳା…
ସୋସିଆଲ୍ ମିଡିଆରେ ଏବେ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ଦ୍ରୁତ ଗତିରେ ଭାଇରାଲ୍ ହେଉଛି । ଭିଡିଓଟି ଇଣ୍ଡୋନେସିଆର ବୋଲି ଦାବି କରାଯାଉଛି । ଏଥିରେ କିଛି ପିଲା…
ନୂଆଦିଲ୍ଲୀ,୧୨।୧୧: ଅଣ୍ଡର-୧୯ ଏସିଆ କପର ପ୍ରଥମ ଫାଇନାଲିଷ୍ଟ (ଅନ୍ତିମ ପର୍ଯ୍ୟାୟକୁ ଯାଇଥିବା ଦଳ) ସ୍ଥିର ହୋଇଯାଇଛି। ପ୍ରଥମ ସେମିଫାଇନାଲରେ ବାଂଲାଦେଶକୁ ପରାସ୍ତ କରି ଚଳିତ ଚାମ୍ପିୟନ ପାକିସ୍ତାନ…
ଛତ୍ରପୁର,୧୨ା୧୧(ଦିଲ୍ଲୀପ ସାମଲ): ମହିଳାଙ୍କୁ ଖଣ୍ଡାରେ ଆକ୍ରମଣ କରି ଗୁରୁତର କରିବା ମାମଲାରେ ଅଭିଯୁକ୍ତଙ୍କୁ ୩ ବର୍ଷ କାରାଦଣ୍ଡ ହୋଇଛି। ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ନାରାୟଣପୁର…
ନୂଆଦିଲ୍ଲୀ, ୧୨।୧୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ଦିନିକିଆ ସିରିଜ ମଧ୍ୟରେ ଟେଷ୍ଟ ସିରିଜ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଭାରତୀୟ ଦଳ। ଏଥିପାଇଁ ଟିମ ଇଣ୍ଡିଆର କିଛି…
ନୂଆଦିଲ୍ଲୀ,୧୨।୧୧: ପଞ୍ଜାବ କିଙ୍ଗ୍ସର ସହ-ମାଲିକ ନେସ ୱାଡିଆ ପୂର୍ଣ୍ଣ ଆଶାବାଦୀ ଯେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଆଗମନ ଦଳ ପାଇଁ ବଡ଼ ସଫଳତା ଆଣିବ। ସେ ଆହୁରି ମଧ୍ୟ…
କଳିଙ୍ଗନଗର,୧୨ା୧୧(ଶୁଭାଶିଷ ରାଉତ): ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ଚଣ୍ଡିଖୋଲ ନିକଟସ୍ଥ ନୂଆସୁଙ୍ଗୁଡ଼ା ଗୋଲେଇ ଛକ ନିକଟରେ ଥିବା ଷଣ୍ଢ ମନ୍ଦିରରେ ଗୁରୁବାର ପୂର୍ବାହ୍ନରେ ଜଣେ ଡ୍ରାଇଭରଙ୍କ…
ନଭେମ୍ବର ୧୨ ତାରିଖ ରାତିରେ ମଙ୍ଗଳ ଗ୍ରହ ସିଂହ ରାଶିକୁ ଗୋଚର କରିବେ। ଏହା ଫଳରେ କୁମ୍ଭ ରାଶିରେ ଅବସ୍ଥାନ କରିଥିବା ରାହୁଙ୍କ ସହ ମଙ୍ଗଳଙ୍କର ସମସପ୍ତକ…