ହୀରାକୁଦ ଡ୍ୟାମ୍‌ର ୧୬ ଗେଟ୍‌ରୁ ବନ୍ଦ ହେଲା ଆଉ ୬ ଗେଟ୍‌

ସମ୍ବଲପୁର,୨୦।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ୧୬ଟି ଗେଟ୍‌ରୁ ଆଉ ୬ଟି ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ୧୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ଏହା ପୂର୍ବରୁ ସକାଳେ ୪ଟି ଗେଟ୍‌କୁ ବନ୍ଦ କରାଯାଇଥିଲା।