Advertisement
Posted inଜାତୀୟ

ସଂସଦୀୟ କମିଟିକୁ ଓଡ଼ିଶାର ୬ ଏମ୍‌ପି ମନୋନୀତ

ନୂଆଦିଲ୍ଲୀ,୧୦ା୧୧: ଓଡ଼ିଶାରୁ ଲୋକ ସଭାରେ ପ୍ରତିନିଧିତ୍ୱ କରୁଥିବା ୬ ସଦସ୍ୟ ୫ ସଂସଦୀୟ କମିଟିକୁ ମନୋନୀତ ହୋଇଛନ୍ତି। ବାଚସ୍ପତି ଓମ୍‌ ବିର୍ଲା ବୁଧବାର ଭାଜପା ଏମ୍‌ପି ସୁରେଶ ପୂଜାରୀ ଏବଂ ବିଜେଡି ସଦସ୍ୟ ପିନାକୀ ମିଶ୍ରଙ୍କୁ ସବ୍‌ଅର୍ଡିନେଟ୍‌ ଲେଜିସ୍‌ଲେଶନ୍‌ କମିଟି ସଦସ୍ୟ ଭାବେ ଚୟନ କରିଛନ୍ତି। ସେହିପରି ଭାଜପା ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓଙ୍କୁ ଗୃହ କମିଟିରେ ସଦସ୍ୟତା ପ୍ରଦାନ କରାଯାଇଛି।

କଂଗ୍ରେସର ସପ୍ତଗିରି ଉଲ୍ଲାକାଙ୍କୁ ପେପର୍ସ ଲେଡ୍‌ ଅନ୍‌ ଟେବୁଲ କମିଟିରେ ସଦସ୍ୟ ଭାବେ ନିଯୁକ୍ତ କରାଯାଇଥିବାବେଳେ ବିଜେଡି ଏମ୍‌ପି ଚନ୍ଦ୍ରଶେଖର ସାହୁଙ୍କୁ ଗଭର୍ନମେଣ୍ଟ ଆସୁରାନ୍ସ କମିଟିରେ ସ୍ଥାନ ମିଳିଛି। ଭାଜପା ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କୁ ଏଥିକ୍ସ କମିଟି ସଦସ୍ୟ ଭାବେ ମନୋନୀତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଆର-ନୀତୀଶ ଭେଟ,ଦୁଇ ଦିବାସ୍ବପ୍ନ ଦେଖୁଥିବା ନେତାଙ୍କ ସାକ୍ଷାତ ବୋଲି ସୁଶୀଲ ମୋଦିଙ୍କ କଟାକ୍ଷ…

ପାଟନା, ୩୧।୮ : ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ଗୁରୁବାର ବିହାରର ରାଜଧାନୀ ପାଟନା ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କୁ ସ୍ବାଗତ କରିଛନ୍ତି।...

ଅଷ୍ଟ୍ରିଚ୍‌ ଭଳି ତୁମେ ମୁହଁ ପୋତିପାରିବ

ନୂଆଦିଲ୍ଲୀ,୫ା୫: ତୁମେ ଅଷ୍ଟ୍ରିଚ୍‌ (ଓଟପକ୍ଷୀ) ଭଳି ବାଲିରେ ମୁଣ୍ଡ ପୋତିପାରିବ। କିନ୍ତୁ ଆମେ ପାରିବୁ ନାହିଁ ବୋଲି ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି ଦିଲ୍ଲୀ...

ପେପର ଲିକ କରୁଥିବା ସରକାରଙ୍କର ଆଉ ଦରକାର ନାହିଁ, ଯୁବବର୍ଗଙ୍କୁ ରୋଜଗାର,ବର୍ଷକୁ ୧୫ ଲକ୍ଷ ନିଯୁକ୍ତି ଦେବାକୁ କହିଲା ଏଏପି…

ଅହମଦାବାଦ, ୨୪।୮ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘୋଷଣା କରିଛନ୍ତି ଯେ ଯଦି ଏଏପି ସରକାର ଗୁଜରାଟକୁ ଆସନ୍ତି ତେବେ ପ୍ରତିବର୍ଷ ୧୫ ଲକ୍ଷ...

ଜେଏନ୍‌ୟୁ ହିଂସା: ‘ଫ୍ରି କଶ୍ମୀର’ ପୋଷ୍ଟରକୁ ନେଇ ସଫେଇ ଦେଲେ ଯୁବତୀ

ମୁମ୍ବାଇ,୭।୧: ଜେଏନ୍‌ୟୁ ହିଂସାକୁ ନେଇ ମୁମ୍ବାଇର ଗେଟ୍‌ ଓ୍ବେ ଅଫ୍‌ ଇଣ୍ଡିଆରେ ବିରୋଧ ପ୍ରଦର୍ଶନ ସମୟରେ ସାମ୍ନାକୁ ଆସିଥିବା ‘ଫ୍ରି କଶ୍ମୀର’ ପୋଷ୍ଟରକୁ ନେଇ ଏବେ...

ଯଦି ଅଭିଯୋଗ ସତ ପ୍ରମାଣିତ ହୁଏ ତେବେ ୧୦୦ ଥର ଉଠ୍‌ବସ୍‌ ହେବି: ଜାଣନ୍ତୁ ଏପରି କାହିଁକି କହିଲେ ମମତା

କୋଲକାତା,୯।୯: ପଶ୍ଚିମବଙ୍ଗରେ ବେଶ୍‌ ଧୁମ୍‌ଧାମରେ ଦୂର୍ଗାପୂଜା ପାଳିତ ହୋଇଥାଏ। ହେଲେ ଚଳିତ ବର୍ଷ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁର୍ଗାପୂଜା ପାଇଁ ଅନୁମତି...

ଶବାନାଙ୍କ ଡ୍ରାଇଭରଙ୍କ ନାଁରେ ଆସିଲା ଅଭିଯୋଗ

ମୁମ୍ବାଇ,୧୯।୧: ବଲିଉଡ୍‌ ଅଭିନେତ୍ରୀ ଶବାନା ଆଜମୀ ଶନିବାର ଏକ କାର୍‌ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଖବର ମିଳିଥିଲା। ଏଥିରେ ତାଙ୍କ ଡ୍ରାଇଭର ମଧ୍ୟ ଆହତ...

ଭାଜପା ସହ ମେଣ୍ଟ କରିବାର ପ୍ରଶ୍ନ ଉଠୁନି: ଶରଦ ପାଓ୍ବାର

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରରେ ଭାଜପା ଏବଂ ଏନସିପି ବିଧାୟକ ଅଜିତ ପାୱାରଙ୍କ ସମର୍ଥନରେ ସରକାର ଗଢ଼ିବା ପରେ ଏବେ ସମସ୍ତଙ୍କ ନଜର ବିଧାନସଭାର ଆସ୍ଥା ଭୋଟ ଉପରେ।...

ନଦୀକୁ ଖସିଲା ଯାତ୍ରୀବାହୀ ବସ, ୭ ମୃତ…

ରାଞ୍ଚି, ୧୭।୯ : ଝାଡଖଣ୍ଡର ହଜରିବାଗ ଜିଲାର ଟାଟିଜରିଆ ପୋଲିସ ଷ୍ଟେଶନ ଅନ୍ତର୍ଗତ ଥିବା ସଓ୍ବୋନେ ନଦୀ ବ୍ରିଜରୁ ଏକ ଯାତ୍ରୀବାହୀ ବସ ଖସିପଡିଛି। ଏହି...

Advertisement
Archives

Model This Week