Posted inଜାତୀୟ

ସଂସଦୀୟ କମିଟିକୁ ଓଡ଼ିଶାର ୬ ଏମ୍‌ପି ମନୋନୀତ

ନୂଆଦିଲ୍ଲୀ,୧୦ା୧୧: ଓଡ଼ିଶାରୁ ଲୋକ ସଭାରେ ପ୍ରତିନିଧିତ୍ୱ କରୁଥିବା ୬ ସଦସ୍ୟ ୫ ସଂସଦୀୟ କମିଟିକୁ ମନୋନୀତ ହୋଇଛନ୍ତି। ବାଚସ୍ପତି ଓମ୍‌ ବିର୍ଲା ବୁଧବାର ଭାଜପା ଏମ୍‌ପି ସୁରେଶ ପୂଜାରୀ ଏବଂ ବିଜେଡି ସଦସ୍ୟ ପିନାକୀ ମିଶ୍ରଙ୍କୁ ସବ୍‌ଅର୍ଡିନେଟ୍‌ ଲେଜିସ୍‌ଲେଶନ୍‌ କମିଟି ସଦସ୍ୟ ଭାବେ ଚୟନ କରିଛନ୍ତି। ସେହିପରି ଭାଜପା ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓଙ୍କୁ ଗୃହ କମିଟିରେ ସଦସ୍ୟତା ପ୍ରଦାନ କରାଯାଇଛି।

କଂଗ୍ରେସର ସପ୍ତଗିରି ଉଲ୍ଲାକାଙ୍କୁ ପେପର୍ସ ଲେଡ୍‌ ଅନ୍‌ ଟେବୁଲ କମିଟିରେ ସଦସ୍ୟ ଭାବେ ନିଯୁକ୍ତ କରାଯାଇଥିବାବେଳେ ବିଜେଡି ଏମ୍‌ପି ଚନ୍ଦ୍ରଶେଖର ସାହୁଙ୍କୁ ଗଭର୍ନମେଣ୍ଟ ଆସୁରାନ୍ସ କମିଟିରେ ସ୍ଥାନ ମିଳିଛି। ଭାଜପା ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କୁ ଏଥିକ୍ସ କମିଟି ସଦସ୍ୟ ଭାବେ ମନୋନୀତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ସତ୍ୟାଗ୍ରହ ସତ୍ୟ ପାଇଁ ଲଢ଼େଇ ନୁହେଁ’

ନୂଆଦିଲ୍ଲୀ, ୨୬ା୩: କଂଗ୍ରେସର ସଂକଳ୍ପ ସତ୍ୟାଗ୍ରହକୁ ଭାଜପା କଡ଼ା ସମାଲୋଚନା କରିଛି। ଏହା ଦେଶର ସମ୍ବିଧାନ ଏବଂ କୋର୍ଟଙ୍କ ରାୟ ବିରୋଧରେ ଆନ୍ଦୋଳନ ବୋଲି ଭାଜପା...

ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଭାଜପାର କାର୍ଯ୍ୟକ୍ରମ, ପ୍ରଥମଥର ପାଇଁ ଏନ୍‌ଡିଏକୁ ନିମନ୍ତ୍ରଣ

ନୂଆଦିଲ୍ଲୀ, ୧୬।୮: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପଞ୍ଚମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଭାଜପା ଏକ କାର୍ଯ୍ୟକ୍ରମ ଆୟୋଜନ କରିଛି। ଏଥିନେଇ ଭାଜପାର...

କେନ୍ଦ୍ରମନ୍ତ୍ରୀଙ୍କୁ ଉତ୍ତର ଦେଲେ ୟୁକ୍ରେନରେ ପ୍ରାଣ ହରାଇଥିବା ଛାତ୍ରଙ୍କ ବାପା

ନୂଆଦିଲ୍ଲୀ,୨।୩: ଭାରତୀୟ ଛାତ୍ରୀଛାତ୍ର ପ୍ରତିଦ୍ୱନ୍ଦ୍ୱିତାମୂଳକ ପରୀକ୍ଷାରେ ଫେଲ୍‌ ହେବା ପରେ ପଢ଼ିବାକୁ ବିଦେଶ ଯାଆନ୍ତି। ଏଭଳି ମନ୍ତବ୍ୟ ଦେଇଥିବା କେନ୍ଦ୍ରମନ୍ତ୍ରୀ ପ୍ରହଲାଦ ଯୋଶୀଙ୍କୁ ଉତ୍ତର ଦେଇଛନ୍ତି...

ରାହୁଲ ଗାନ୍ଧୀଙ୍କ ଆବେଦନର ଆଜି ଶୁଣାଣି କରିବେ ଗୁଜରାଟ ହାଇକୋର୍ଟ

ନୂଆଦିଲ୍ଲୀ,୨।୫: ସୁରଟ କୋର୍ଟ ଦ୍ୱାରା ଅପରାଧିକ ମାନହାନି ମାମଲାରେ ଦୁଇ ବର୍ଷ ଦୋଷୀ ସାବ୍ୟସ୍ତ ହୋଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆବେଦନ ଉପରେ ମଙ୍ଗଳବାର...

ବିରୋଧୀ ଏକତା ଲକ୍ଷ୍ୟ

ପାଟନା,୧୧ା୮: ମହାମେଣ୍ଟ ସମର୍ଥନରେ ପୁନର୍ବାର କ୍ଷମତାସୀନ ହୋଇଥିବା ସଂଯୁକ୍ତ ଜନତା ଦଳ (ଜେଡିୟୁ) ନେତା ନୀତୀଶ କୁମାର ବୁଧବାର ଅଷ୍ଟମ ଥର ବିହାର ମୁଖ୍ୟମନ୍ତ୍ରୀ ରୂପେ...

ଜମ୍ମୁ-କଶ୍ମୀରରେ ଆଇଇଡି ବିସ୍ଫୋରଣ: ଜଣେ ଯବାନ ଶହୀଦ୍‌

ଶ୍ରୀନଗର,୨୨।୫: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖା ନିକଟରେ ଆଇଇଡି ବିସ୍ଫୋରଣରେ ବୁଧବାର ଜଣେ ଜବାନ ଶହୀଦ୍‌ ହୋଇଛନ୍ତି। ସ୍ଥାନୀୟ ମେଣ୍ଢର ଅଞ୍ଚଳରେ ଏଭଳି ହୋଇଥିବା ଭାରତୀୟ ପ୍ରତିରକ୍ଷା...

ନାଗରିକତ୍ୱ ପ୍ରମାଣ କରିବା କଷ୍ଟକର; ମହାରାଷ୍ଟ୍ରରେ ହେବନି ଲାଗୁ ଏନ୍‌ଆର୍‌ସି: ଉଦ୍ଧବ

ମୁମ୍ବାଇ,୨।୨: ନାଗରିକତ୍ୱ ପ୍ରମାଣ କରିବା ସାଧାରଣ ଲୋକଙ୍କ ପାଇଁ କଷ୍ଟକର ହେବ। ତେଣୁ ମହାରାଷ୍ଟ୍ରରେ ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା(ଏନ୍‌ଆର୍‌ସି) ଲାଗୁ ହେବ ନାହିଁ ବୋଲି ମୁଖ୍ୟନ୍ତ୍ରୀ...

ଚିନ୍ତା କରିବାର କିଛି ନାହିଁ

ନୂଆଦିଲ୍ଲୀ,୧୩।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କୁ ବୁଧବାର ସନ୍ଧ୍ୟାରେ ଏମ୍ସରେ ଭର୍ତ୍ତି କରାଯାଇଛି। ଏହି ଖବର ପ୍ରସାରିତ ହେବା ପରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ...

Advertisement
Archives

Model This Week