ଚିନ୍ତା ବଢ଼ାଇଲାଣି ରାଜଧାନୀ: ଆଜି ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ; ଅଛନ୍ତି ୫ ପୁରୁଷ-ଜଣେ ମହିଳା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜଧାନୀରେ ଆଉ ୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୩ଜଣ ହୋମ୍‌୍‌ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୩ ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୯୨କୁ ବୃଦ୍ଧି ପାଇଛି। ସେଥିରୁ ୧୬୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪ଜଣଙ୍କ ମୃତ୍ୟୁ ଘଟିଛି। ଏବେ ୧୨୨ ଆକ୍ଟିଭ୍‌ କେସ୍‌ ରହିଥିବା ବିଏମ୍‌ସି ପକ୍ଷରୁ ରବିବାର ଅପରାହ୍ନରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ନୂତନ ହୋମ୍‌ କ୍ୱାରାଣ୍ଟାଇନ୍‌ ଆକ୍ରାନ୍ତଙ୍କ ମଧ୍ୟରେ ଡୁମ୍‌ଡୁମା ଫେଜ୍‌-୧ର ୨୪ ବର୍ଷୀୟ ପୁରୁଷ, ଆଇଆର୍‌ସି ଭିଲେଜ୍‌ ନୟାପଲ୍ଲୀର ଜଣେ ୪୧ ବର୍ଷୀୟ ପୁରୁଷ, ବାପୁଜି ନଗର ଅଞ୍ଚଳର ୩୮ ବର୍ଷୀୟ ପୁରୁଷ ଅଛନ୍ତି। ସେହିଭଳି ଲୋକାଲ୍‌ କେସ୍‌ ମଧ୍ୟରେ ବେସରକାରୀ ହସ୍ପିଟାଲରେ କାର୍ଯ୍ୟରତ ଜଣେ ୨୪ ବର୍ଷୀୟ ମହିଳା,ଟଙ୍କପାଣି ରୋଡ ଅଞ୍ଚଳର ୫୫ ବର୍ଷୀୟ ପୁରଷ, ଫରେଷ୍ଟ ପାର୍କ ଅଞ୍ଚଳର ୩୬ ବର୍ଷୀୟ ପୁରୁଷ ଅଛନ୍ତି । ସେହିଭଳି ୧୯ଜଣ ସୁସ୍ଥ ହୋଇଛନ୍ତି। ଏନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ବିୟୋଗକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ବତନ୍ତ୍ର ବାର୍ତ୍ତା: କହିଲେ,‘ତାଙ୍କର ସ୍ପଷ୍ଟବାଦୀ ଓ ସୁସ୍ପଷ୍ଟ ମତ…’

ନୂଆଦିଲ୍ଲୀ,୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ନାନା ପାଟେକରଙ୍କ ଭଳି ଗଭୀର…

ବଲାଙ୍ଗୀରରେ ଅଖଚକ ବନ୍ଦ: ସାଧାରଣ ଜନଜୀବନ ପ୍ରଭାବିତ

ବଲାଙ୍ଗୀର, ୮।୧୦(ବୀରେନ୍ଦ୍ର କୁମାର ଝାଙ୍କର):ଏମ୍‌ଏମ୍‌ଡିଆର୍‌୍‌, ଏସଆଇଆର୍‌-୨୦୨୬, ପାଠ୍ୟପୁସ୍ତକରେ ଥିବା ତ୍ରୁଟି ଏବଂ ବନ୍ୟା କ୍ଷୟକ୍ଷତି ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ…

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ଏହି ନେତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଥିଲେ ନାନା ପାଟେକର; ପ୍ରଧାନମନ୍ତ୍ରୀ ପଦକୁ ନେଇ କହିଥିଲେ ଗୁରୁତ୍ୱପୂର୍ଣ୍ଣ କଥା

ମୁମ୍ବାଇ,୮।୧୦: ହିନ୍ଦୀ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ନିଜର ଦୀର୍ଘ ଚଳଚ୍ଚିତ୍ର କ୍ୟାରିୟର ମଧ୍ୟରେ ସେ କେବଳ ନିଜ ଚଳଚ୍ଚିତ୍ର ପାଇଁ…

୨୫ ଏକରର ଫାର୍ମହାଉସ କୋଟି କୋଟି ଟଙ୍କାର ସମ୍ପତ୍ତି: କାହା ପାଇଁ କ’ଣ ଛାଡ଼ିଯାଇଛନ୍ତି ନାନା? ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ଶୋକାକୁଳ ହୋଇପଡ଼ିଛି। ଗୁରୁବାର ସକାଳେ (ଅକ୍ଟୋବର ୮) ଗୋଆସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?