୬ ପୋଲିଂ କର୍ମଚାରୀ ସସ୍‌ପେଣ୍ଡ

ବରଗଡ଼ ଅଫିସ,୧୯।୪: ୬ଜଣ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କଲେ ବରଗଡ଼ ଜିଲାପାଳ। ନିର୍ବାଚନରେ ଅବହେଳା ଯୋଗୁଁ ପୋଲିଂ କର୍ମଚାରୀଙ୍କୁ ସସ୍‌ପେଣ୍ଡ କରାଯାଇଥିବା ସୂଚନା ମିଳିଛି। ସସ୍‌ପେଣ୍ଡ ମଧ୍ୟରେ ୩ ପ୍ରିଜାଇଡିଂ ଅଫିସର ଓ ୩ ସେକ୍ଟର ଅଫିସର ରହିଛନ୍ତି। ବୁଥ ନମ୍ବର ୬୮ ନଂର ପ୍ରିଜାଇଡିଂ ଅଫିସର ଉମାଶଙ୍କର ପାଣିଗ୍ରାହୀ ଓ ସେକ୍ଟର ଅଫିସର ମନୋରଞ୍ଜନ ପାଣିଗ୍ରାହୀଙ୍କୁ ସସ୍‌ପେଣ୍ଡ କରାଯାଇଛି। ସେହିପରି ୨୩୫ ନଂ ବୁଥ୍‌ର ପ୍ରିଜାଇଡିଂ ଅଫିସର ପ୍ରିୟବ୍ରତ ସାହୁଙ୍କ ସହ ସେକ୍ଟର ଅଫିସର ପ୍ରଶାନ୍ତ ସେଠୀଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥସହ ୧୧୬ ନଂ ବୁଥ୍‌ର ପ୍ରଜାଇଡିଂ ଅଫିସର ରାତ୍‌ମ ସେଠୀ ଓ ସେକ୍ଟର ଅଫିସର ପ୍ରଦୀପ ପ୍ରଧାନଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ

କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ…

ବିବାହିତାଙ୍କୁ କଲେ ଦ୍ଵିତୀୟ ବିବାହ: ସ୍ବାମୀଙ୍କ ଫୋନରୁ ଅନ୍ତରଙ୍ଗ ଭିଡିଓ ଭାଇରାଲ କଲେ ପ୍ରଥମ ସ୍ତ୍ରୀ , ଡରିକି ଏମିତି …

ଦିଗପହଣ୍ଡି,୬|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ରହୁଥିବା ଜଣେ ବିବାହିତା(୩୦)ଙ୍କୁ ପ୍ରେମ କରି ଦ୍ଵିତୀୟ ବିବାହ କରିବା ପରେ କୁକୁଡ଼ାଖଣ୍ଡି…

କଲ୍ୟାଣସିଂହପୁର ଭିଡ଼ ହିଂସା, ୨୪ ଅଭିଯୁକ୍ତଙ୍କ ହେଲା ଟିଆଇ ପରେଡ୍‌

ରାୟଗଡ଼ା/ବିଷମ କଟକ, ୬।୭ (କୈଳାସ ଚନ୍ଦ୍ର ପୃଷ୍ଟି/ ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁରରେ ଘଟିଥିବା ବହୁଚର୍ଚ୍ଚିତ ଭିଡ଼ ହିଂସା ମାମଲାରେ ସୋମବାର ବିଷମକଟକ ଉପକାରାଗାରରେ…

କାଲି  ଖୋର୍ଦ୍ଧା ରୋଡ୍ ଡିଭିଜନ୍‌ରେ ୮ ମେମୁ ଟ୍ରେନ୍‌ ବାତିଲ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୬।୭: ଯାତ୍ରୀମାନଙ୍କ ପାଇଁ ଜରୁରୀ ସୂଚନା। ମାଳତୀପାଟପୁର ଓ ପୁରୀ ଷ୍ଟେସନ ମଧ୍ୟରେ ଚାଲିଥିବା ଆଧୁନିକୀକରଣ ଓ ରେଳ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ପାଇଁ ଆସନ୍ତାକାଲି…

Puri Koraput Expressର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ରେଳମନ୍ତ୍ରୀ କଲେ ଉଦ୍‌ଘାଟନ

ପୁରୀ,୬।୭: ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ବ୍ରହ୍ମପୁର-ଉଧନା(ସୁରଟ) ଅମୃତ ଭାରତ ଏକ୍ସପ୍ରେସର ନିୟମିତ ସେବାର ସୋମବାର ଶୁଭାରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରେଳ…

ବନ୍ୟା ପାଣିରେ ଭାସିଯାଇଥିଲେ ସୁରେଶ: ୧୮ ଘଣ୍ଟା ପରେ ମିଳିଲା…

ସମ୍ବଲପୁର,୬।୬(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ଥାନା ଅନ୍ତର୍ଗତ ବାଗଡ଼ିଆପଡ଼ାରେ ବନ୍ୟା ପାଣିରେ ଭାସିଯାଇ ନିଖୋଜ ଥିବା ବ୍ୟକ୍ତିଙ୍କ ମୃତଦେହକୁ ଦୀର୍ଘ ୧୮ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ…

ଏନ୍‌ଏଚ୍–୫୫ ନିର୍ମାଣରେ ଅନିୟମିତତା: ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଓ ପ୍ରୋଜେକ୍ଟ ମ୍ୟାନେଜରଙ୍କ ନାଁରେ ଏଫ୍‌ଆଇଆର୍

ଜଗତସିଂହପୁର, ୬।୭: ଜାତୀୟ ରାଜପଥ–୫୫ (ଏନ୍‌ଏଚ୍–୫୫)ର ନିର୍ମାଣ କାର୍ଯ୍ୟରେ ମନ୍ଥର ଗତି ଏବଂ ନିମ୍ନମାନର କାମକୁ ନେଇ ପ୍ରଶାସନ କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ଘଟଣାରେ…

୯ରେ ଖୋଲିବ ହୀରାକୁଦ ଗେଟ୍‌

ସମ୍ବଲପୁର,୬।୭(ପ୍ରମୋଦ ବହିଦାର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ବଢ଼ିବାରେ ଲାଗିଛି। ଜଳଭଣ୍ଡାର ଉତ୍ତମ ପରିଚାଳନା ପାଇଁ ଆସନ୍ତା ଜୁଲାଇ ୯ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri