ଜଳିଗଲା ୬ ଦୋକାନ

ଭଦ୍ରକ ଅଫିସ, ୧ା୫-ଭଦ୍ରକ ଜିଲା ୧୬ନଂ. ଜାତୀୟ ରାଜପଥ ରାଣୀତାଲ ବଜାରରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ୬ଟି ଦୋକାନ ଜଳିଯାଇଛି। ଅଗ୍ନିକାଣ୍ଡରେ ପ୍ରାୟ ୧୫ଲକ୍ଷ ଟଙ୍କାର ସମ୍ପତ୍ତି ପୋଡି ହୋଇଯାଇଛି। ବିଦ୍ୟୁତ ସଟସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି। ଖବରପାଇ ଭଦ୍ରକରୁ ଦମକଳ ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ୬ଟି ଦୋକାନର ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇସାରିଥିଲା। ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିବାରୁ ଦୋକାନୀମାନେ ଜିନିଷପତ୍ର କାଢିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଲୁପ୍ତି ପଥେ ତାଳପତ୍ର ଜାତକ

ଖୋର୍ଦ୍ଧା ଅଫିସ,୨୬।୩: ଭାରତୀୟ ସଂସ୍କୃତି, ପରମ୍ପରାରେ ତାଳପତ୍ରର ବହୁଳ ବ୍ୟବହାର ରହିଛି। ପ୍ରାଚୀନ କାଳରୁ ସଂସ୍କୃତି, ଶାସ୍ତ୍ରୀୟ ମତ ବିଚାର, ଗ୍ରନ୍ଥ ଆଦି ତାଳପତ୍ରରେ ଲେଖାଯାଇଛି।...

ଚାଷୀଙ୍କୁ ସ୍ବଳ୍ପକାଳୀନ ଋଣ ଯୋଗାଣ ନେଇ ଆଲୋଚନା

ଭଦ୍ରକ ଅଫିସ,୨୨ା୪: କରୋନା ଭୂତାଣୁ ସଂକ୍ରମଣ ଜନିତ ଜିଲାର ଚାଷୀମାନଙ୍କ କ୍ଷେତ୍ରରେ ଘଟିଥିବା ଆର୍ଥକ ଦୁର୍ବଳତା ଯୋଗୁ ସେମାନଙ୍କୁ ସ୍ବଚ୍ଛଳ କରିବା ସହିତ ଚାଷ କାମରେ...

୫ବର୍ଷର ଶିଶୁକୁ ଛାଡି ମହିଳା ଫେରାର: ୨ ମାସ ପରେ ଉଦ୍ଧାର କଲା ଚାଇଲ୍ଡଲାଇନ

ଜଳେଶ୍ୱର, ୨୨।୧(ସ୍ବ.ପ୍ର.)-ଜଳେଶ୍ୱର ଥାନା ଅନ୍ତର୍ଗତ ମହିଷାମୁଣ୍ଡା ଗ୍ରାମରୁ ଏକ ୫ବର୍ଷର ଶିଶୁକୁ ଜିଲା ଚାଇଲ୍ଡ ଲାଇନ୍‌ ଉଦ୍ଧାର କରି ଜିଲା ଶିଶୁ ମଙ୍ଗଳ କମିଟିକୁ ହସ୍ତାନ୍ତର...

କୋରାପୁଟରେ ୨୪୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୮୦ ପଜିଟିଭ୍‌ ଚିହ୍ନଟ

କୋରାପୁଟ,୨୨ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ପୁଣି ୮୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୫୦ ପୁରୁଷ ଏବଂ ୩୦ ମହିଳା ଅଛନ୍ତି। ଆଜି ଚିହ୍ନଟ...

ଏସ୍‌ଆଇଟିର ଗିରଫଦାରି ପରେ ଅନେକ ପ୍ରଶ୍ନ

ନୟାଗଡ଼ ଅଫିସ,୨୨।୧୨: ପରୀ ଅପହରଣ ଓ ହତ୍ୟା ଘଟଣାରେ ଏସ୍‌ଆଇଟି ଜଣେ ଛାତ୍ରଙ୍କୁ ଗିରଫ କରିବା ପରେ ସାଧାରଣରେ ନାନା ପ୍ରଶ୍ନ ଉଠିଛି। ସାଢ଼େ ୪...

ଲୋଡର୍‌ ଚାଳକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଶ୍ରମିକଙ୍କ ଆନ୍ଦୋଳନ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୧।୧୦(ଡି.ଏନ.ଏ): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଏମ୍‌ସିଏଲ୍‌ର ଚିଙ୍ଗୁଡିଗୁଡା ରେଲ୍‌ଓ୍ବେ ସାଇଡିଂରେ ଗୁରୁବାର ରାତିରେ ଜଣେ ଲୋଡର୍‌ ଚାଳକଙ୍କୁ ସାପ କାମୁଡି ଦେଇଥିଲା...

ରାଜ୍ୟସ୍ତରୀୟ ମେଘ ଉତ୍ସବ ଉଦ୍‌ଘାଟିତ: ‘ସଂସ୍କୃତି, ଲୋକନୃତ୍ୟକୁ ଉଜ୍ଜୀବିତ କରେ ଉତ୍ସବ’

ଭଦ୍ରକ ଅଫିସ,୧୪।୯- ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଓ ଭଦ୍ରକ ଜିଲା ପ୍ରଶାସନର ମିଳିତ ସହଯୋଗରେ...

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ମହିଳା, ଉଦ୍ଧାର କଲେ ଲାଇଫ୍‌ ଗାର୍ଡ

ପୁରୀ ଅଫିସ,୧୦।୧୦: ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଗୁରୁବାର ଜଣେ ମହିଳା ଭାସି ଯାଇଥିଲେ। ତେବେ ବେଳାଭୂମିରେ ଉପସ୍ଥିତ ଲାଇଫ୍‌ ଗାର୍ଡ ତାଙ୍କୁ ଉଦ୍ଧାର କରିଛନ୍ତି।...

Advertisement


Archives

Model This Week

Why Dharitri