ଝିଙ୍କପାହାଡ଼ି ସ୍କୁଲର ୬ ଛାତ୍ରୀ ଅସୁସ୍ଥ

ବାଙ୍ଗିରିପୋଷି,୮ା୮(ଡି.ଏନ.ଏ.): ବାଙ୍ଗିରିପୋଷି ବ୍ଲକ ନାଫ୍ରି ପଞ୍ଚାୟତ ଅନ୍ତର୍ଗତ ଝିଙ୍କପାହାଡ଼ି ସରକାରୀ ପ୍ରାଥମିକ ବିଦ୍ୟାଳୟର ୬ ଛାତ୍ରୀ ସୋମବାର ହାଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲେ। ଚିକିତ୍ସାପାଇଁ ସେମାନଙ୍କୁ ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ସେମାନେ ସୁସ୍ଥ ହୋଇ ଫେରି ଆସିଥିବା ସୂଚନା ମିଳଛି।
ସୂଚନା ଅନୁଯାୟୀ, ଅସୁସ୍ଥ ଛାତ୍ରୀମାନେ ନେତ୍ରାପଟ ଆବାସିକ ବିଦ୍ୟାଳୟ ହଷ୍ଟେଲରେ ରୁହନ୍ତି। ସେଠାରୁ ୯ଟା ବେଳେ ଭାତ ଓ ସୋୟାବିନ ତରକାରୀ ଭୋଜନ କରି ଝିଙ୍କପାହାଡ଼ି ପ୍ରାଥମିକ ବିଦ୍ୟାଳୟକୁ ଅଧ୍ୟୟନ ପାଇଁ ଆସିଥିଲେ। ମଧ୍ୟାହ୍ନ ସମୟରେ ୬ଜଣ ଛାତ୍ରୀ ବାନ୍ତି କରିବା ସହ ଅସୁସ୍ଥ ହୋଇ ପଡ଼ିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୁଳଦା ବେହେରା ଓ ସହକାରୀ ଶିକ୍ଷୟିତ୍ରୀ ସରସ୍ବତୀ ସୋରେନ ଅଧ୍ୟୟନରତ ମୋଟ ୬୬ଜଣ ଛାତ୍ରୀଛାତ୍ରଙ୍କୁ ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ୩ଟି ଗାଡ଼ିରେ ନେଇ ଆସିଥିଲେ। ପ୍ରାଥମିକ ଚିକିତ୍ସା ପରେ ସୁସ୍ଥ ଅନୁଭବ କରିବାରୁ ଡାକ୍ତର ସେମାନଙ୍କୁ ବିପଦମୁକ୍ତ ବୋଲି କହି ଡାକ୍ତରଖାନାରୁ ଛାଡ଼ି ଦେଇଥିଲେ। ତେବେ କେଉଁ କାରଣରୁ ଛାତ୍ରୀମାନେ ଅସୁସ୍ଥ ହୋଇପଡ଼ିଲେ ତାହା ସ୍ପଷ୍ଟ ହୋଇନି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri