Posted inଜାତୀୟ

ଫୋର୍ବସ ଧନୀ ତାଲିକାରେ ୬ ମହିଳା

ନୂଆଦିଲ୍ଲୀ, ୮ା୧୦:ଫୋର୍ବସ ତାଲିକାରେ ଭାରତର ୧୦୦ ଧନୀବ୍ୟକ୍ତିଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ୬ ମହିଳା। ସେମାନଙ୍କ ମଧ୍ୟରେ ଓ.ପି. ଜିନ୍ଦଲ ଗ୍ରୁପ୍‌ର ସାବିତ୍ରୀ ଜିନ୍ଦଲ(୭୧)ଙ୍କ ସମ୍ପତ୍ତି ସର୍ବାଧିକ ୧୩.୪୬ ଲକ୍ଷ କୋଟି ଟଙ୍କା ହୋଇଥିବାବେଳେ ସେ ତାଲିକାର ୭ ନମ୍ବରରେ ରହିଛନ୍ତି। ୨୪ ତମ ସ୍ଥାନରେ ଥିବା ଦ୍ୱିତୀୟ ଧନୀ ମହିଳା ହାଭେଲ୍ସର ବିନୋଦ ରାୟ ଗୁପ୍ତା(୭୬)ଙ୍କ ସମ୍ପତ୍ତି ପ୍ରାୟ ୫.୬୮ ଲକ୍ଷ କୋଟି ହେବ। ୪୩ତମ ର଼୍ୟାଙ୍କ୍‌ ପାଇଥିବା ଫାର୍ମା କମ୍ପାନୀ ୟୁଏସ୍‌ଭି ପ୍ରା. ଲିମିଟେଡ୍‌ର ଲିନା ତିଓ୍ବାରୀ(୪୩) ପ୍ରାୟ ୩.୨୮ ଲକ୍ଷ କୋଟି ଟଙ୍କା ସହ ତୃତୀୟ ଧନୀ ମହିଳା ହୋଇଛନ୍ତି। ବାଇଜୁସ୍‌ ପ୍ରତିଷ୍ଠାତା ଦିବ୍ୟା ଗୋକୁଳନାଥ ୪୭ତମ ର଼୍ୟାଙ୍କ୍‌ ପାଇଛନ୍ତି। ତାଙ୍କ ମୋଟ ସମ୍ପତ୍ତି ୩.୦୨ ଲକ୍ଷ କୋଟି ରହିଛି। ଡିଜିଟାଲ ଶିକ୍ଷାଦାନର ଚାହିଦା ବଢ଼ିବାରୁ ତାଙ୍କ ସମ୍ପତ୍ତି ପ୍ରାୟ ୭,୪୭୭ କୋଟି ଟଙ୍କା ବୃଦ୍ଧି ପାଇଛି। ବାୟୋକନ୍‌ର କିରଣ ମଜୁମଦାର ଶ’(୬୮) ଫୋର୍ବସ ତାଲିକାର ୫୩ତମ ସ୍ଥାନରେ ଥିବାବେଳେ ୫ମ ଧନୀ ମହିଳା ଭାବେ ସେ ପ୍ରାୟ ୨.୯୧ ଲକ୍ଷ କୋଟି ଟଙ୍କାର ଅଧିକାରୀ। ଟ୍ରାକ୍ଟର ଏବଂ କୃଷି ଉପକରଣ ନିର୍ମାଣକାରୀ କମ୍ପାନୀ ଅମଲାଗେମେଶନ୍‌ ଫାମିଲିର ମଲ୍ଲିକା ଶ୍ରୀନିବାସନ୍‌ ୨.୧୬ ଲକ୍ଷ କୋଟି ଟଙ୍କା ସହ ତାଲିକାର ୭୩ତମ ସ୍ଥାନରେ ରହିଛନ୍ତି। ଧନୀ ମହିଳାଙ୍କ ମଧ୍ୟରେ ସେ ଷଷ୍ଠରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri