ବାଇକ ଧକ୍କାରେ ୬ ବର୍ଷର ଶିଶୁ ଗୁରୁତର

ମୋହନା,୨୮।୨( ମମ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବଡ଼ଖଣି ଗାଁ ସ୍କୁଲ ନିକଟରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଶନିବାର  ଅପରାହ୍ନ ସାଢ଼େ ଚାରିଟା ସମୟରେ ରାମଗିରିରୁ ଏକ ବାଇକ ଯୋଗେ ସ୍ବାମୀ ଆଦିତ୍ୟ ଦଳ ବେବେରା ଓ ତାଙ୍କ ସ୍ତ୍ରୀ ମିଳିତ ଭାବେ ନିଜ ଗାଁ ବଡଗଡକୁ ଯାଉଥିଲେ।
ଯିବା ସମୟରେ ବଡ଼ଖଣି ଗାଁ ନିକଟସ୍ଥ ସ୍କୁଲ ନିକଟରେ ଏକ ୬ ବର୍ଷର ଶିଶୁ ପୁତ୍ର ହଟାତ ରାସ୍ତା ପାରିହେବା ବେଳେ ବାଇକ  ଧକ୍କା ଦେଇଥିଲା। ଧକ୍କା ହେବା ଫଳରେ ବାଇକ ସହ ସମସ୍ତେ ଛିଟିକି ହୋଇ ପଡ଼ି ଥିଲେ। ସେଠାରେ ଥିବା କିଛି ସ୍ଥାନୀୟ ଲୋକେ ସ୍ତ୍ରୀ, ସାମୀଙ୍କ ସହ ଶିଶୁ ପୁତ୍ରକୁ ଉଦ୍ଧାର କରି ମୋହନା ମେଡିକାଲରେ ଭର୍ତ୍ତି କରି ଚିକିତ୍ସା କରାଇଥିଲେ। ସାମୀ ସ୍ତ୍ରୀଙ୍କୁ ସାମାନ୍ୟ ଆହାତ ଲାଗିଥିବା ବେଳେ ଶିଶୁ ପୁତ୍ରର ଗୋଡ଼ ଓ ମୁହଁରେ ଗୀଭୀର ଆଘାତ ଲାଗିଛି । ଅଧିକା ଚିକିତ୍ସା ପାଇ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା, କର୍ମଚାରୀଙ୍କ ପ୍ରତି ତାଙ୍କ…

ଦିଗପହଣ୍ଡି, ୨୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଡ଼.ଶଙ୍କର ନାରାୟଣ ବେଜ ଶନିବାର ଚାକିରିରୁ ଅବସର ଗ୍ରହଣ କରିଛନ୍ତି। ଶନିବାର ଏଥି…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି।…

SL vs PAK: ସବୁଠୁ ବଡ଼ ମ୍ୟାଚ୍‌ରୁ ବାବରଙ୍କୁ ବାଦ ଦେଲା ପାକିସ୍ତାନ, ସେମିଫାଇନାଲ ଖେଳିବା ପାଇଁ ଦଳର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୨: ଟି-୨୦ ବିଶ୍ୱକପ ୨୦୨୬ର ସେମିଫାଇନାଲ ଦୌଡ଼ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗ୍ରୁପ-୨ରୁ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ମଧ୍ୟରୁ କିଏ ଶେଷ୍ଠ ୪ରେ ସ୍ଥାନ ପାଇବ,…

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ଚାଲିଗଲା ୧୮ଜଣଙ୍କ ଜୀବନ, ୬ଜଣ ଗୁରୁତର

ଭେଟ୍‌ଲାପାଲେମ୍‌,୨୮ା୨: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରେ ଥିବା ଏକ ବାଣ କାରଖାନାରେ ଶନିବାର ଭୟଙ୍କର ବିସ୍ପୋରଣ ଘଟିଛି। ବିସ୍ପୋରଣରେ ୧୮ ଜଣଙ୍କ ମୃତ୍ୟୁ ଘଟିବା ସହ ୬ଜଣ ଗୁରୁତର…

ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ…

କ୍ୟାବିନ ପୋଡ଼ି, ଠେଲା ଭାଙ୍ଗିଦେଲେ

ରିଷିଡ଼ା,୨୮ା୨ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ୍‌ ରିଷିଡ଼ା ତେରେସିଂହା (ଫଟାମୁଣ୍ତା) ଛକରେ କାଠରେ ତିଆରି ଏକ କ୍ୟାବିନକୁ କେହି ଜଣେ ଦୁର୍ବୃତ୍ତ ପୋଡ଼ିଦେଇଥିବା ଅଭିଯୋଗ…

ଇନ୍ଦ୍ରାବତୀ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି: ଜଣେ ନିଖୋଜ, ୨ ଉଦ୍ଧାର

ଥୁଆମୂଳ ରାମପୁର, ୨୮ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ମାଛ ଧରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri