ଆମେରିକାରେ ପୁଣି ଫୁଟିଲା ଗୁଳି, ଏଥର ୬ ବର୍ଷର ଶିଶୁଙ୍କ ଗୁଳିର ଶିକାର ହେଲେ ଶିକ୍ଷୟିତ୍ରୀ

ଭର୍ଜିନିଆ,୭ ।୧: ଆମେରିକାରେ ଥମୁ ନାହିଁ ଗୁଳିକାଣ୍ଡ ମାମଲା । ଶୁକ୍ରବାର ଆମେରିକାର ଭର୍ଜିନିଆରେ ଥିବା ଏକ ପ୍ରାଥମିକ ବିଦ୍ୟାଳୟର ଛାତ୍ରଙ୍କ ବନ୍ଧୁକରୁ ଗୁଳିଫୁଟି ଜଣେ ଶିକ୍ଷୟିତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ତୁରନ୍ତ ଶିକ୍ଷୟିତ୍ରୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ପୋଲିସ କିନ୍ତୁ ଘଟଣା ସମ୍ପର୍କରେ ବିଶେଷ ସୂଚନା ଦେଇନାହିଁ । ହେଲେ ପୋଲିସ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଘଟଣା ଭର୍ଜିନିଆର ନ୍ୟୁପୋର୍ଟ-ନ୍ୟୁଜ ସହରର ଏଲିମେଣ୍ଟାରୀ ସ୍କୁଲରେ ହୋଇଛି । ଏହି ଘଟଣାରେ କେହି ଛାତ୍ର ଆହତ ହୋଇ ନାହାନ୍ତି ।
ଭର୍ଜିନିଆର ମେୟର ଫିଲିପ ଜୋନ୍ସ ମିଡିଆକୁ କହିଛନ୍ତି, ଏହି ମାମଲାରେ ପୋଲିସ ଜଣେ ଛାତ୍ରଙ୍କୁ ଅଟକ ରଖିଛି । ହେଲେ ଛାତ୍ର ଜଣଙ୍କ ବୟସ ସମ୍ପର୍କରେ ପୋଲିସ ଅଧିକାରୀ କିଛି କହି ନାହାନ୍ତି । ହେଲେ ମିଡିଆ ରିପୋର୍ଟ ଅନୁଯାୟୀ, ଉକ୍ତ ଛାତ୍ରଙ୍କ ବୟସ ୬ ବର୍ଷ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍‌ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?