Posted inଜାତୀୟ

ସର୍ଜିକାଲ ଷ୍ଟ୍ରାଇକକୁ ୬ ବର୍ଷ…

ନୂଆଦିଲ୍ଲୀ, ୨୯।୯ : ଆଜିକୁ ୬ବର୍ଷ ପୂର୍ବେ ପିଓକେରେ ପ୍ରବେଶ କରିଥିବା ୫୦ ଜଣ ଆତଙ୍କବାଦୀଙ୍କ ଉପରେ ସର୍ଜିକାଲ ଷ୍ଟ୍ରାଇକ କରି ଭାରତୀୟ ସେନା ସମଗ୍ର ବିଶ୍ୱକୁ ଚକିତ କରିଥିଲା। ଉରି, ଜମ୍ମୁ-କଶ୍ମୀରର ଏକ ସେନା ଶିବିର ଉପରେ ହୋଇଥିବା ଆକ୍ରମଣରେ ଶହୀଦ ହୋଇଥିବା ୧୯ ଯବାନଙ୍କ ମୃତ୍ୟୁର ପ୍ରତିଶୋଧ ନିଆ ଯାଇଥିଲା।

୧୮ ସେପ୍ଟେମ୍ବର ୦୧୬ ରେ ଉରିରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ଏଥିରେ ୧୯ ଜଣ ଯବାନ ଶହୀଦ ହୋଇଥିଲେ। ଏହି କାରଣରୁ ସମଗ୍ର ଦେଶରେ ଆତଙ୍କବାଦୀ ଏବଂ ସେମାନଙ୍କ ଆଶ୍ରୟଦାତା ପାକିସ୍ତାନ ବିରୁଦ୍ଧରେ ପ୍ରବଳ କ୍ରୋଧ ହୋଇଥିଲା। ଭାରତ ସରକାର ମଧ୍ୟ ପ୍ରତିଶୋଧ ନିଆଁରେ ଜଳୁଥିଲେ। ଶେଷରେ ସେନା ଏକ ସର୍ଜିକାଲ ଷ୍ଟ୍ରାଇକ ଯୋଜନା କରି ପାକିସ୍ତାନ ଅଧିକୃତ କଶ୍ମୀରରେ ପ୍ରବେଶ କରି ଆତଙ୍କବାଦୀଙ୍କୁ ଘରେ ପଶି ହତ୍ୟା କରିଥିଲା।

୨୮-୨୯ ସେପ୍ଟେମ୍ବର ୨୦୧୬ ରାତିରେ ତତ୍କାଳୀନ ପ୍ରତିରକ୍ଷା ମନ୍ତ୍ରୀ ମନୋହର ପାରିକର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ତତ୍କାଳୀନ ସେନା ମୁଖ୍ୟ ଦଲବୀର ସିଂ ସୁହାଗ, ଡିଜିଏମଓ ଲ୍ୟୁଟନାଟ ଜେନେରାଲ ରଣବୀର ସିଂ ଏବଂ ଉତ୍ତର କମାଣ୍ଡର ମୁଖ୍ୟ ଲ୍ୟୁଟନାଟ ଜେନେରାଲ ଦିପେନ୍ଦର ସିଂ ହୁଡା ଏବଂ ଏନଏସଏ ଅଜିତ ଡୋଭାଲଙ୍କ ଦ୍ୱାରା ଏହି ସର୍ଜିକାଲ ଷ୍ଟ୍ରାଇକର ଯୋଜନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ସୁନିତା ଆହୁଜାଙ୍କୁ ନେଇ କୋମଲ ରାଣୀଙ୍କ ଚାଞ୍ଚଲ୍ୟକର ଦାବି; ‘ଯିଏ ତାଙ୍କ ସ୍ବାମୀଙ୍କ ହତ୍ୟା ପଛରେ ଥିଲେ…’: ଗୋବିନ୍ଦାଙ୍କ ସହ ଡେଟିଂକୁ ନେଇ…

ମୁମ୍ବାଇ,୨୬।୯: ବଲିଉଡ ଅଭିନେତା ଗୋବିନ୍ଦା ଦୀର୍ଘ ଦିନ ଧରି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ପତ୍ନୀ ସୁନିତା ଆହୁଜା ବାରମ୍ବାର ଗୋବିନ୍ଦାଙ୍କ ଅନ୍ୟ…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

କେଏସ୍‌ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…

ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍‌ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ.…

ଅମିତାଭଙ୍କ ସାମ୍ନାରେ ଭାବପ୍ରବଣ ହୋଇପଡ଼ିଲେ ରାଜକୁମାର: କହୁ କହୁ କହିଦେଲେ…

ମୁମ୍ବାଇ:ଲୋକପ୍ରିୟ କୁଇଜ ରିଆଲିଟି ଶୋ’ ‘କୌନ ବନେଗା କରୋଡପତି’ ସିଜନ ୧୮ର ମଞ୍ଚ କେବଳ ଜ୍ଞାନ ଓ ପୁରସ୍କାରରେ ସୀମିତ ନୁହେଁ। ଅନେକ ସମୟରେ ଏଠାରେ ଅତିଥିଙ୍କ…

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?