୬୦ ବସ୍ତା କାଠ ଅଙ୍ଗାର ଜବତ, ୨ ଗିରଫ

କେନ୍ଦୁଝର,୧୧ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ବନବିଭାଗ ଗୁରୁବାର ଅଟେଇ ସରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ହେଉଥିବା ଏକ କାଠ ଅଙ୍ଗାର (କୋଇଲା) ବୋଝେଇ ପିକଅପ୍‌ ଭ୍ୟାନ୍‌କୁ ଜବତ କରିଛି। ଏହି ଘଟଣାରେ ବନ ବିଭାଗ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଯାଜପୁର ଜିଲା କୁନ୍ଦପାଟଣା ଗ୍ରାମର ସନ୍ତୋଷ ପୃଷ୍ଟି ଏବଂ ସ୍ଥାନୀୟ ମେଲାଣ ବଣସାହି ଗ୍ରାମର ଶିବ ମାରାଣ୍ଡି। ଉକ୍ତ ଗାଡିରୁ ୬୦ ବସ୍ତା କାଠ ଅଙ୍ଗାର ଜବତ ହୋଇଛି। ରିଛନ୍ତି ା
ବର୍ତ୍ତମାନ ସମୟରେ ଜଙ୍ଗଲରେ ନିଆଁ ଲାଗୁଥିବାରୁ ସମସ୍ତେ ଚିନ୍ତାରେ ଥିବାବେଳେ ଏଭଳି ବହୁ ପରିମାଣର କାଠ ଅଙ୍ଗାର ମିଳିବା ଚିନ୍ତାର ବିଷୟ ପାଲଟିଛି। ଦୁର୍ବୃତ୍ତମାନେ କାଠ ଅଙ୍ଗାର ପାଇଁ ଜଙ୍ଗଲରେ ନିଆଁ ଜଳାଇ ଦେଉଥିବା ସନ୍ଦେହ କରାଯାଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ଘର ଭାଙ୍ଗିଲେ, ଶିଶୁପୁତ୍ରର ଜୀବନ ନେଲେ

କେନ୍ଦୁଝର,୧୩ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ଅଧୀନ ବିମଳା ସେକ୍ସନ ରାଣିବେଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶୁକ୍ରବାର ରାତିରେ ଖାଦ୍ୟ ଅନ୍ବେଷଣରେ ଆସିଥିବା...

ନାବାଳିକାଙ୍କୁ ବଳାତ୍କାର ଓ ବ୍ଲାକମେଲିଂ ଘଟଣା:ଜେଲ୍‌ ଗଲେ ୩ ଭାଇ

ଧାମନଗର, ୫।୧୨ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଖପରପଦା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଓ ବ୍ଲାକମେଲିଂ ଘଟଣାରେ ଧୂଷୁରୀ ଥାନା ପୋଲିସ ଅଟକ...

ସ୍କୁଲ ବସ୍‌କୁ ୪ ଲକ୍ଷ ଫାଇନ୍‌

କୋରାପୁଟ,୨୦ା୪(ସ୍ବ.ପ୍ର.): ଫିଟ୍‌ନେସ୍‌ ଯାଞ୍ଚ ବେଳେ ବୁଧବାର ଏକ ସ୍କୁଲ ବସ୍‌କୁ ଜରିମାନା ହୋଇଛି। ଏହି ବସ୍‌ ଉପରେ ପରିବହନ ବିଭାଗ ୪ ଲକ୍ଷ ଫାଇନ୍‌ କାଟିଛି।...

ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ସହ ଜରିମାନା

ବ୍ରହ୍ମପୁର ଅଫିସ,୨୮ା୮- ନାବାଳିକାଙ୍କୁ ବଳାତ୍କାର ମାମଲାର ମଙ୍ଗଳବାର ଶୁଣାଣି କରି ଅତିରିକ୍ତ ଜିଲା ଦୌରା ଜଜ -୨ ତଥା ସ୍ବତନ୍ତ୍ର ପୋକ୍‌ସୋ ବିଚାରପତି ଜଗଦୀଶ ପ୍ରସାଦ...

ସହାୟତା ପାଇଁ ଫରଓ୍ବାର୍ଡ ବ୍ଲକ ଦେଲା ଦାବିପତ୍ର

ଭଟଲି,୧୫ା୫(ଡି.ଏନ.ଏ.): କରୋନା (କୋଭିଡ-୧୯) ପାଇଁ କଟକଣା ସାମାନ୍ୟ କୋହଳ ହୋଇଥିବାବେଳେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କରୋନା ଯୋଗୁ ଶ୍ରମିକମାନେ କାମଧନ୍ଦା...

ମତଦାନ ଉପରେ ପ୍ରଭାବ ପକାଇପାରେ ସ୍ଥାନୀୟ ସମସ୍ୟା

ପୁରୀ ଅଫିସ,୧୭ା୪: ପୁରୀ ଲୋକ ସଭା ଏବଂ ଏହା ଅଧୀନ ବିଧାନସଭା ନିର୍ବାଚନମଣ୍ଡଳୀଗୁଡ଼ିକରେ ଆସନ୍ତା ୨୩ ତାରିଖରେ ମତଦାନ ହେବ। ଆଉ ଅଳ୍ପଦିନ ମଧ୍ୟରେ କିଭଳି...

ଏମ୍‌କେସିଜି ମେଡିକାଲ ପରିଦର୍ଶନ କଲେ ଜିଲାପାଳ: ଔଷଧ ଚିଠାରେ କମ୍ପାନୀ ନାଁ ଦେଖି କ୍ଷୁବ୍ଧ

ବ୍ରହ୍ମପୁର ଅଫିସ୍‌,୧୧ା୧୧-ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ପୂର୍ବାହ୍ନରେ ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ ପରିଦର୍ଶନରେ ଯାଇଥିଲେ। ଜିଲାପାଳ...

ନର୍ସ, ଆଟେଣ୍ଡାଣ୍ଟ ନିଲମ୍ବିତ

ଫୁଲବାଣୀ ଅଫିସ,୪ା୭-ଫୁଲବାଣୀ ଜିଲା କ.ନୂଆଗଁ। ବ୍ଲକ ସାରଙ୍ଗଗଡ ଚିକିସତ୍ାଳୟରୁ ପୁଣି ଜଣେ ବ୍ୟକ୍ତିଙ୍କ ମୃତଦେହ ବୋହି ନେବା ଘଟଣାରେ ମଙ୍ଗଳବାର ଜିଲା ଚିକିତ୍ସାଧିକାରୀ ସମୀର କୁମାର...

Advertisement
Archives

Model This Week