୬୦ ବୋତଲ କଫ୍‌ସିରପ ଜବତ, ଜଣେ ଗିରଫ

ସମ୍ବଲପୁର,୧୯ା୨(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସାହୁ କଲୋନୀ ଝୁପୁଡ଼ିପଡ଼ାରୁ ଅବକାରୀ ବିଭାଗ ମୋବାଇଲ୍‌ ୟୁନିଟ୍‌ ୬୦ ବୋତଲ ନିଶା କଫ ସିରପ୍‌ ଜବତ କରିଛି। ଏହାସହ ବେଆଇନ ଭାବେ କଫ୍‌ସିରପ ବିକ୍ରୟ କରୁଥିବା ଅଭିଯୁକ୍ତ ସେହିପଡ଼ାର କରନ୍‌ ବାଗ(୨୧)ଙ୍କୁ ଅବକାରୀ ବିଭାଗ ଗିରଫ କରିଛି। ସାହୁ କଲେନୀରେ କଫ୍‌ସିରପ ବିକ୍ରି ଚାଲିଥିବା ସମ୍ପର୍କରେ ଖବର ମିଳବା ପରେ ମୋବାଇଲ୍‌ ୟୁନିଟ୍‌ କର୍ମଚାରୀମାନେ ସେଠାରେ ଚଢ଼ାଉ କରିଥିଲେ। ଚଢ଼ାଉବେଳେ ଅଭିଯୁକ୍ତ ତାଙ୍କ ଘରେ ବିକ୍ରି ପାଇଁ ଥିବା ୬୦ଟି ନିଷିଦ୍ଧ କୋଡିନ୍‌ ଫସଫେଟ୍‌ ମିଶ୍ରିତ ପ୍ରାୟ ୬୦ଟି ଶହେ ମିଲିଲିଟର ବିଶିଷ୍ଟ ସିଲ୍‌ କଫ୍‌ସିରପ ବୋତଲ ଜବତ କରିଥିଲେ। ଅଭିଯୁକ୍ତଙ୍କୁ ଜିଲା ସେସନ୍ସ ତଥା ସ୍ବତନ୍ତ୍ର ଜଜଙ୍କ କୋର୍ଟକୁ ଚାଲାଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri