କାଲିଙ୍ଗାଠାରେ ୭୦ କିଲୋ ଗଞ୍ଜେଇ, କାର ଜବତ: ଚାଲାଣକାରୀ ଗିରଫ

ଜି.ଉଦୟଗିରି,୮।୭(ଡି. ଏନ୍‌. ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ଅଧୀନ କାଲିଙ୍ଗାଠାରେ ବୁଧବାର ପୋଲିସ ଏକ କାର ସହ ୭୦ କିଲୋ ଗଞ୍ଜେଇ ଜବତ କରିଛି। ଏହା ସହ ଚାଲାଣ କରୁଥିବା ବ୍ୟକ୍ତିଙ୍କୁ ଗିରଫ କରିଛି। ସେ ହେଲେ ବାଲିଗୁଡାର ଶରତ ପ୍ରଧାନ।
ସୂଚନାଯୋଗ୍ୟ, ପୋଲିସ କୌଣସି ସୂତ୍ରରୁ ଖବର ପାଇ କାରକୁ ଯାଞ୍ଚ କରିଥିଲା। କାର ଭିତରେ ୩ଟି ଜରି ଅଖାରେ ୭୦ କେଜିର ଗଞ୍ଜେଇ ଥିବା ଦେଖି ପୋଲିସ କାର ସହ ଗଞ୍ଜେଇ ଜବତ କରିଥିଲା। ଗଞ୍ଜେଇ ବାଲିଗୁଡାରୁ ନୟାଗଡ଼ ଚାଲାଣ ହେଉଥିଲା। କେସ ନଂ. ୪୯/୨୦ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri