ଭୁବନେଶ୍ୱର @ ୯୧୯: ଆଜି ଚିହ୍ନଟ ହେଲେ ୬୦ ନୂଆ କରୋନା ଆକ୍ରାନ୍ତ; ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜଧାନୀରେ ଗୁରୁବାର ନୂଆ ୬୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରୁ ୪୦ ଜଣ ଥିବା ବେଳେ ୨୦ ଲୋକାଲ କେସ୍‌ ରହିଛି। ସେହିଭଳି ୧୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦେଇଛି।

ତେବେ ଲୋକାଲ କଣ୍ଟାକ୍ଟ କେସ୍‌ ମଧ୍ୟରେ ଭୀମଟାଙ୍ଗୀର ଜଣେ(୫୦ବର୍ଷୀୟ ବ୍ୟକ୍ତି), ଆଚାର୍ଯ୍ୟ ବିହାର ବିଶେଶ୍ୱର ବସ୍ତିର ୨ଜଣ(୨୧, ୩୮ବର୍ଷ ପୁରୁଷ), ଜୟଦେବ ବିହାରର ୨ଜଣ(୨୬,୨୧ ବର୍ଷ ଯୁବକ), ଜାଗମରାର ଜଣେ(୩୮ ବର୍ଷ ପୁରୁଷ), ବୋମିଖାଲ ସନ୍ତୋଷୀ ମା ମନ୍ଦିର ନିକଟରୁ ଜଣେ (୪୨ ବର୍ଷୀୟ ପୁରୁଷ), ପଟିଆ ରେଳ ଷ୍ଟେଶନ ନିକଟରୁ ଜଣେ(୩୫ ବର୍ଷୀୟ, ଡ୍ରାଇଭର), ସରକାରୀ ଡାକ୍ତରଖାନାର ୩ଜଣ(୨୪,୨୪, ୨୯ ବର୍ଷ ଯୁବକ), ନୟାପଲ୍ଲୀ ଆଇଆର୍‌ସି ଭିଲେଜର ଜଣେ(୨୧ ବର୍ଷୀୟ ଯୁବତୀ), ସାଲିଆ ସାହି ନିରାଙ୍କାରୀ ନଗରରୁ ୨ଜଣ(୩୪,୪୩ ବର୍ଷ ବ୍ୟକ୍ତି), ଶ୍ୟାମପୁରରୁ ଜଣେ(୩୪ ବର୍ଷ ପୁରୁଷ), ସାଲିଆ ସାହିରୁ ଜଣେ(୪୫ ବର୍ଷ ବ୍ୟକ୍ତି), ଘାଟିକିଆରୁ ଜଣେ(୪୬ ବର୍ଷ ମହିଳା), ନୟାପଲ୍ଲୀ ବେହେରା ସାହିର ଜଣେ(୫୬ ବର୍ଷ), ଶ୍ରୀରାମ ନଗର ସାଲିଆ ସାହିରୁ ୩୫ ବର୍ଷ ମହିଳା, କେନ୍ଦ୍ରୀୟ ସରକାରୀ ଡାକ୍ତରଖାନାର ଜଣେ ୨୯ ବର୍ଷ କର୍ମଚାରୀ ଅଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ସହରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୧୯ରେ ପହଞ୍ଚିଛି। ସେଥିରୁ ୫୦୪ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ୧୧ଜଣଙ୍କ ମୃତ୍ୟୁ ଘଟିଥିବା ବିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?