ସିମୁଳିଆ, ୨୬।୯(ଡି.ଏନ.ଏ.): ୧୬ନଂ. ଜାତୀୟ ରାଜପଥରେ ୪ଟି ଟ୍ରକ ଉପରେ ଚଢ଼ାଉ କରାଯାଇ ୬୦ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ସିମୁଳିଆ ତହସିଲଦାର ଭୀମକାନ୍ତ ମାଝି ଚଢ଼ାଉ କରି ଏହି ଟଙ୍କା ଆଦାୟ କରିଛନ୍ତି। ବାଲି ଓ ପଥର ନେଇଯାଉଥିବା ଟ୍ରକ (ନଂ.ଓଡ଼ି୦୪ଏଲ-୦୭୮୪, ଓଆର୨୨ଏଫ୍-୮୭୮୬, ଓଡ଼ି୦୧ଜେଡ-୮୮୫୫, ଓଡ଼ି୨୨କେ-୯୯୩୩)ଗୁଡ଼ିକୁ ଅଟକାଇଥିଲେ। ପରେ ଏହି ଟ୍ରକଗୁଡ଼ିକର ପରିବହନ କାଗଜପତ୍ର ଠିକ୍ ନ ଥିବା ତହସିଲଦାର ଜାଣିବା ପରେ ଜରିମାନା ଅଦାୟ କରିଥିଲେ।
Posted inHome Left, ଆମ ଜିଲା ଖବର, ବାଲେଶ୍ୱର View All
ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…
ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...
କୃତ୍ରିମ ଉପଗ୍ରହର ବହୁଳତା
ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...
‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...
ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ
କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...
ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ
ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...
ବିଗ୍ ବସ୍ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା
କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍ ବସ୍ ସିଜନ୍ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...
ପଲିଥିନ୍ କାରଖାନାରେ ଲାଗିଲା ନିଆଁ
କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...
ହ୍ୟୁମାନଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଟୁଇଷ୍ଟ: ଅର୍ପିତାଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ସ୍ତ୍ରୀ ଶ୍ରୀୟା
ବଲାଙ୍ଗୀର,୮।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ରେ ରବିବାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାଇଁ ଥିଲା ଶ୍ରଦ୍ଧାଞ୍ଜଳି ସଭା। ଏହି ସଭାରେ ଅଭିନେତା ଅନୁଭବ ମହାନ୍ତି, ଅସିମା...
Archives


