୪ ଟ୍ରକ୍‌ ଉପରେ ୬୦ହଜାର ଜରିମାନା

ସିମୁଳିଆ, ୨୬।୯(ଡି.ଏନ.ଏ.): ୧୬ନଂ. ଜାତୀୟ ରାଜପଥରେ ୪ଟି ଟ୍ରକ ଉପରେ ଚଢ଼ାଉ କରାଯାଇ ୬୦ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ସିମୁଳିଆ ତହସିଲଦାର ଭୀମକାନ୍ତ ମାଝି ଚଢ଼ାଉ କରି ଏହି ଟଙ୍କା ଆଦାୟ କରିଛନ୍ତି। ବାଲି ଓ ପଥର ନେଇଯାଉଥିବା ଟ୍ରକ (ନଂ.ଓଡ଼ି୦୪ଏଲ-୦୭୮୪, ଓଆର୨୨ଏଫ୍‌-୮୭୮୬, ଓଡ଼ି୦୧ଜେଡ-୮୮୫୫, ଓଡ଼ି୨୨କେ-୯୯୩୩)ଗୁଡ଼ିକୁ ଅଟକାଇଥିଲେ। ପରେ ଏହି ଟ୍ରକଗୁଡ଼ିକର ପରିବହନ କାଗଜପତ୍ର ଠିକ୍‌ ନ ଥିବା ତହସିଲଦାର ଜାଣିବା ପରେ ଜରିମାନା ଅଦାୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଭାରତ ବିକାଶର ରୋଡ୍‌ ମ୍ୟାପ୍‌ରେ ଓଡ଼ିଶା:  ମୋଦି ସରକାରଙ୍କ ଦ୍ୱିତୀୟଥର ପ୍ରଥମବର୍ଷର ସଫଳତା ବଖାଣିଲେ କେନ୍ଦ୍ରମନ୍ତ୍ରୀ

ବାଲେଶ୍ୱର ଅଫିସ,୪।୬- କେନ୍ଦ୍ରରେ ମୋଦି ସରକାରଙ୍କର ଦ୍ୱିତୀୟ ପାଳିର ପ୍ରଥମବର୍ଷ ପୂରଣ ହୋଇଛି। ଗୋଟିଏ ବର୍ଷରେ କେନ୍ଦ୍ରୀୟସ୍ତରରେ ହୋଇଥିବା ନିଷ୍ପତ୍ତି ଭାରତ ଇତିହାସର କେବେବି ସମ୍ଭବ...

ସୁଆର ମହାସୁଆର ନିଯୋଗ ନିର୍ବାଚନ ସରିଲା

ପୁରୀ ଅଫିସ,୧୦ା୮: ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ନିର୍ବାଚନ ଶେଷ ହୋଇଛି। ଶନିବାର କୋଇଲି ବୈକୁଣ୍ଠ ପରିସର ନିଯୋଗ କାର୍ଯ୍ୟାଳୟରେ ଭୋଟ ଗ୍ରହଣ କରାଯାଇଥିଲା। ଏଥିରେ...

ଖାରଜ ହେଲା ଜାମିନ ଆବେଦନ, ଜେଲ ଯିବେ ଚିଲିକା ବିଧାୟକ

ଭୁବନେଶ୍ୱର,୮।୧୦(ବ୍ୟୁରୋ): ଜେଲ ଯିବେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ। ଖୋର୍ଦ୍ଧା ଏଡିଜେ-୧ କୋର୍ଟରେ ଶୁକ୍ରବାର ତାଙ୍କ ଜାମିନ ଆବେଦନ ଖାରଜ ହୋଇଛି। ଏହାପରେ ପୋଲିସ ତାଙ୍କୁ...

ଗଞ୍ଜେଇ ଚାଲାଣରେ ଜଡ଼ିତ ଅଭିଯୁକ୍ତଙ୍କ ସମ୍ପତ୍ତି ବାଜ୍ୟାପ୍ତ ହେବ

ଜୟପୁର, ୧୩।୧୧ (ନି.ପ୍ର.)-ଗଞ୍ଜେଇ ଚୋରାଚାଲାଣରେ ଗିରଫ ଅଭିଯୁକ୍ତଙ୍କ ସମ୍ପତ୍ତି ବାଜ୍ୟାପ୍ତି ନେଇ ନିର୍ଦ୍ଦେଶ ଆସିଥିବା ଏସ୍‌ଡିପିଓ ଅରୂପ ଅଭିଷେକ ବେହେରା ଶନିବାର କହିଛନ୍ତି ା ଏନେଇ...

ଦକ୍ଷତା ବିକାଶ କେନ୍ଦ୍ରକୁ ଜିଲାପାଳଙ୍କ ପରିଦର୍ଶନ

ଛତ୍ରପୁର,୨୦ା୬(ଡି.ଏନ.ଏ)-ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ପୂର୍ବାହ୍ନରେ ଅଚାନକ ଛତ୍ରପୁରଠାରେ ଥିବା ୨ଟି ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନା ଓ ବିଜୁ ଦକ୍ଷତା...

ସୁନାମୁହିଁରେ ଦାମୋଦର ମେଳା

ବାରିପଦା ଅଫିସ,୧୭ା୧-ମୟୂରଭଞ୍ଜ ଜିଲାର ଗଣପର୍ବ ମକର ଅବସରରେ ସୁନାମୁହିଁ(ବାରୁଣୀ) ଘାଟରେ ଶନିବାର ଆରମ୍ଭ ହୋଇଛି ଦାମୋଦର ମେଳା। ତିନିଦିନ ଧରି ଏହି ମେଳା ହେବାକୁ ଥିବାବେଳେ...

୫୨୦ ଜାତୀୟ ରାଜପଥ ଟ୍ରାଫିକ୍‌ ଜାମ୍‌ରେ ଫସିଲା ଆମ୍ବୁଲାନ୍ସ, ଯନ୍ତ୍ରଣାରେ ଛଟପଟ ହେଲେ ଗର୍ଭବତୀ

ଯୋଡ଼ା,୧।୧୦ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ସହର ଦେଇ ଯାଇଥିବା ୫୨୦ ନଂ ଜାତୀୟ ରାଜପଥର ଲହଣ୍ଡାଠାରେ ମଙ୍ଗଳବାର ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି।...

ଖୋଡ଼ାସିଂ ତୋରଣ ମୁଖ୍ୟ ଆକର୍ଷଣ

ବ୍ରହ୍ମପୁର ଅଫିସ,୧୯।୧୦: ରେଶମ ସହରରେ କାଳୀପୂଜା ଲାଗି ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ଆସନ୍ତା ୨୪ ତାରିଖରେ ମା’ କାଳୀଙ୍କ ପୂଜା ଆରମ୍ଭ ହେବ। ସହରରେ ମୁଖ୍ୟତଃ...

Advertisement
Archives

Model This Week