ମାଲାକାନଗିରିରେ ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର କଲେ ୬୦ ବର୍ଷୀୟ ବୃଦ୍ଧ

କୋରୁକୋଣ୍ଡା, ୨।୨(ଶିବଦତ୍ତ ସାହୁ): ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ମାଲାକାନଗିରି ଜିଲା ଓରକେଲ ଥାନା ପୋଲିସ ଶ୍ୟାମ ସୀସା(୬୦)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ଅଭିଯୋଗ ମୁତାବକ, ଜଣେ ୧୬ ବର୍ଷୀୟା ନାବାଳିକା ୪ ମାସ ତଳେ ଧାନ ବିଲକୁ କାମ କରିବାକୁ ଯାଇଥିଲେ। ପୂର୍ବରୁ ସେଠାରେ କାମ କରୁଥିବା ଶ୍ୟାମଙ୍କ ସହ ଭେଟ ହୋଇଥିଲା। କିଛି କାମ ଅଛି ବୋଲି କହି ନାବାଳିକାଙ୍କୁ ନିକଟସ୍ଥ ଜଙ୍ଗଲକୁ ଡାକିନେଇ ଶ୍ୟାମ ଜୋରଜବରଦସ୍ତ ଶାରୀରିକ ସମ୍ପର୍କ ରଖିଥିଲେ। କାହାରିକୁ ଏ କଥା ଜଣାଇଲେ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଭୟରେ ନାବାଳିକା ଜଣଙ୍କ ଘରେ କାହାରିକୁ ଜଣାଇ ନ ଥିଲେ। କିଛିଦିନ ତଳେ ନାବାଳିକା ପେଟ କାଟିବାରୁ ସେ ତାଙ୍କ ମା ଙ୍କୁ କହିଥିଲେ।

ନାବାଳିକାଙ୍କୁ କୁଡୁମୁଲୁଗୁମ୍ମାସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ଚିକିତ୍ସା କରାଇବା ପରେ ସେ ଗର୍ଭବତୀ ଥିବା ଡାକ୍ତର କହିଥିଲେ। ଘଟଣା ସମ୍ପର୍କରେ ନାବାଳିକାଙ୍କୁ ପଚାରିବାରୁ ସେ ସତ କଥା ମା’ଙ୍କ ଆଗରେ କହିଥିଲେ। ନାବାଳିକାଙ୍କ ମା ଓରକେଲ ଥାନାକୁ ଆସି ଏକ ଲିଖିତ ଅଭିଯୋଗ କରିଥିଲେ। ଏସ୍‌ଆଇ ଅଜିତ ସିଂ ବରିହାଙ୍କ ନେତୃତ୍ୱରେ ଏକ ଟିମ୍‌ ଘଟଣା ତଦନ୍ତ କରିଥିଲେ। କେସ ନଂ ୪୦/୨୫ରେ ମାମଲା ରୁଜୁ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri