୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ ପୁରାତନ ପରମ୍ପରା ଗଞ୍ଜାମ ଜିଲାରେ ଐତିହାସିକ ହୋଇ ରହିଛି । ଏହି ପ୍ରାଚୀନ ପରମ୍ପରା ୬୦୦ରୁ ଊଦ୍ଧର୍‌ବ ବର୍ଷ ଧରି ପାରମ୍ପରିକ ରୀତିନୀତିରେ ଗ୍ରାମବାସୀ ପକ୍ଷରୁ ଓଡ଼ିଆ ନବ ବର୍ଷ ପାଳନ କରି ଆସୁଛନ୍ତି ।
ଏହି ଅବସରରେ ବାବା ମୁକ୍ତେଶରଙ୍କ ପୀଠ ପ୍ରାଙ୍ଗଣରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ବାବା ମୁକ୍ତେଶରଙ୍କ ପୂଜାର୍ଚ୍ଚନା ହେବା ପରେ ମନ୍ଦିରରୁ ବାହାରି ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଓ ଭୋଗ ପ୍ରସାଦ ଗ୍ରହଣ କରିବାର ଲୋକକଥା ବିଶ୍ବାସ ରହିଛି ।ଏହି ଦିନ ଗାଁର ମନ୍ଦିରମାନଙ୍କରେ ସ୍ବତନ୍ତ୍ର ପୂଜା, ଛତୁଆ ଓ ପଣା ଭୋଗ କରାଯାଇଥିଲା ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ଗୋଛାବାଡ଼ି ଆଶ୍ରମରେ ନନ୍ଦୋତ୍ସବ: ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗଦେଇ ଶ୍ରଦ୍ଧାଳୁଙ୍କୁ…

ଜଗନ୍ନାଥପ୍ରସାଦ,୫ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଗ୍ରାମସ୍ଥିତ ଶ୍ରୀ ଗୌରାଙ୍ଗ ରାଧାକୃଷ୍ଣ ଆଶ୍ରମ ପରିସରରେ ପବିତ୍ର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri