ଆଜି ପୁଣି ରାଜ୍ୟରେ ୬୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ୬,୨୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୯୪,୬୯୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୬୦୪ ଜଣ ଚିହ୍ନଟ ହୋଇଥିବା ବେଳେ ୨୬୧୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯୫୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୬୮୪ ଏବଂ କଳାହାଣ୍ଡିରୁ ୬୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧୭୩, ବାଲେଶ୍ୱର ୭୯, ବରଗଡ଼ ୨୬୮, ଭଦ୍ରକ ୮୬, ବଲାଙ୍ଗୀର ୨୧୧, ବୌଦ୍ଧ ୨୦, କଟକ ୩୮୩, ଦେବଗଡ଼ ୩୩, ଢେଙ୍କାନାଳ ୧୬, ଗଜପତି ୪୭, ଗଞ୍ଜାମ ୬୭, ଜଗତସିଂହପୁର ୬୨, ଯାଜପୁର ୮୫, ଝାରସୁଗୁଡ଼ା ୨୬୧, କେନ୍ଦ୍ରାପଡ଼ା ୪୧, କନ୍ଧମାଳ ୩୪, କେନ୍ଦୁଝର ୧୫୭, କୋରାପୁଟ ୫୮, ମାଲକାନଗିରି ୨୧, ମୟୂରଭଞ୍ଜ ୧୧୫, ନବରଙ୍ଗପୁର ୨୫୭, ନୟାଗଡ଼ ୮୨, ପୁରୀ ୩୦୬, ରାୟଗଡ଼ା ୭୦, ସମ୍ବଲପୁରରୁ ୨୬୩ ଏବଂ ସୋନପୁରରୁ ୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୯୩।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୯୪,୬୯୪ରେ ପହଞ୍ଚିଥିବା ବେଳେ ୩,୫୩,୫୫୧ ଜଣ ସୁସ୍ଥ ହୋଇଛନ୍ତି। ୩୯,୧୧୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri