Posted inଜାତୀୟ

ନୂଆବର୍ଷରେ ଜନ୍ମନେଲେ ୬୦ ହଜାର

ନୂଆଦିଲ୍ଲୀ, ୨ା୧: ନୂତନ ବର୍ଷର ପ୍ରଥମ ଦିନରେ ଭାରତରେ ଭୂମିଷ୍ଠ ହୋଇଛନ୍ତି ୬୦ ହଜାର ଶିଶୁ। ନବବର୍ଷ ପହିଲାରେ ବିଶ୍ୱରେ ୩ ଲକ୍ଷ ୭୧ ହଜାର ଶିଶୁ ଜନ୍ମ ନେବେ ବୋଲି ୟୁନିସେଫ୍‌ ପକ୍ଷରୁ ଆକଳନ କରାଯାଇଥିବାବେଳେ ଏହି ସଂଖ୍ୟାରେ ଭାରତ ଆଗରେ ରହିଛି। ସେହିପରି ଚାଇନାରେ ଜାନୁୟାରୀ ୧ରେ ୩୫ ହଜାର ୬୫୧ ଶିଶୁ ଜନ୍ମ ନେଇଛନ୍ତି। ତଥ୍ୟ ଅନୁଯାୟୀ, ୨୦୨୧ରେ ପ୍ରାୟ ୧୪ କୋଟି ପିଲା ଦୁନିଆ ଦେଖିବେ। ସେମାନଙ୍କ ହାରାହାରି ଆୟୁ ୮୪ ବର୍ଷ ରହିବାର ସମ୍ଭାବନା ରହିଛି। ଚଳିତ ବର୍ଷ ଜନ୍ମ ନେବାକୁ ଶିଶୁଙ୍କ ସଂଖ୍ୟା ବର୍ତ୍ତମାନ ସୁଦ୍ଧା ବିଶ୍ୱରେ କୋଭିଡ୍‌-୧୯ରେ ମୃତ୍ୟୁବରଣ କରିଥିବା ଲୋକଙ୍କ ସଂଖ୍ୟାର ପ୍ରାୟ ୭୮ ଗୁଣ ରହିବ ବୋଲି ଆକଳନ କରାଯାଇଛି। ସୂଚନା ଅନୁଯାୟୀ, ୨୦୨୦ ବର୍ଷର ପ୍ରଥମ ଦିନରେ ୨୦୨୧ର ପ୍ରଥମ ଦିନଠାରୁ ୭,୩୯୦ ଶିଶୁ ଅଧିକ ଜନ୍ମ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ସବୁଠୁ ଭରସାଯୋଗ୍ୟ ସେଲିବ୍ରିଟିଙ୍କ ତାଲିକା ପ୍ରକାଶ

ନୂଆଦିଲ୍ଲୀ, ୨୧।୫: ଟିଆରଏ ରିସର୍ଚ୍ଚ ପକ୍ଷରୁ ଭାରତର ସବୁଠାରୁ ଭରସାଯୋଗ୍ୟ ସେଲିବ୍ରିଟିଙ୍କ ତାଲିକା ପ୍ରକାଶ ପାଇଛି। ଖେଳ, ସିନେମା ଏବଂ ବିଜନେସ୍‌ର ୩୯ଜଣ ସେଲିବ୍ରିଟି ଏହି...

୨୦ ଦେଶକୁ ବ୍ୟାପିଲାଣି ମଙ୍କିପକ୍ସ

ଜେନେଭା,୨୮।୫: ମଙ୍କିପକ୍ସ ଏବେ ୨୦ରୁ ଊର୍ଦ୍ଧ୍ୱ ଦେଶକୁ ବ୍ୟାପିଲାଣି। ଏହା ଗୋଷ୍ଠୀ ସଂକ୍ରମଣର ରୂପ ନେଇପାରେ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ଜଣେ ବରିଷ୍ଠ...

ପୂର୍ବତନ ମନ୍ତ୍ରୀ ସୁବ୍ରତ ମୁଖାର୍ଜୀଙ୍କ ପରଲୋକ

କୋଲକାତା,୫।୧୧: ପଶ୍ଚିମବଙ୍ଗର ପଞ୍ଚାୟତିରାଜ ମନ୍ତ୍ରୀ ତଥା ଟିଏମ୍‌ସି ପାର୍ଟିର ବରିଷ୍ଠ ନେତା ସୁବ୍ରତ ମୁଖାର୍ଜୀଙ୍କ ଗୁରୁବାର ରାତିରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫...

ଦୀପିକା, ସିନ୍ଧୁଙ୍କୁ ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ,୨୨।୧୦: ବଲିଉଡ୍‌ କୁଇନ୍‌ ଦୀପିକା ପାଦୁକୋନ ନିଜ ଅଭିନୟ ପାଇଁ ବେଶ୍‌ ପରିଚିତ। ଏହାସହ ସୋସିଆଲ ଇସ୍ୟୁକୁ ନେଇ ସେ ଖୋଲାଖୋଲି ଚର୍ଚ୍ଚା କରିଥାଆନ୍ତି। ତେବେ...

ଦିଲ୍ଲୀ-ଏନ୍‌ସିଆରରେ କରୋନା ସ୍ଥିତିକୁ ନେଇ ଶାହାଙ୍କ ବଡ଼ ବୈଠକ

ନୂଆଦିଲ୍ଲୀ,୧୮।୬: ଦେଶରେ କେରାନା ଭାଇରସ୍‌ ମାମଲା ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହିକ୍ରମରେ ରାଜଧାନୀ ଦିଲ୍ଲୀ ମଧ୍ୟ ପଛରେ ପଡ଼ିନାହିଁ। ଦିଲ୍ଲୀ ସମେତ ଆଖପାଖ ଅଞ୍ଚଳରେ କରୋନା...

ଲଦାଖରେ ପୁଣି ଭାରତୀୟ ଯବାନ-ଚାଇନା ସୈନ୍ୟ ମୁହାଁମୁହିଁ

ନୂଆଦିଲ୍ଲୀ,୧୨।୯: ଲଦାଖରେ ପୁଣିଥରେ ଭାରତୀୟ ଯବାନ ଓ ଚାଇନା ସୈନ୍ୟ ମୁହାଁମୁହିଁ ହୋଇଛନ୍ତି। ପୋଙ୍ଗା ହ୍ରଦର ଉତ୍ତର ପାର୍ଶ୍ୱରେ ଭାରତୀୟ ଯବାନ ପାଟ୍ରୋଲିଂ କରୁଥିବା ସମୟରେ...

ଚାଲାଣ କାଟିବାରୁ ଟ୍ରାଫିକ୍‌ ପୋଲିସଙ୍କୁ ନିସ୍ତୁକ ପିଟିଲେ ମହିଳା: ଭିଡ଼ିଓ ଭାଇରାଲ

ମୁମ୍ବାଇ, ୨୫।୧୦: ଟ୍ରାଫିକ୍‌ ନିୟମ ନ ମାନୁଥିବା ଅମାନିଆଙ୍କୁ ସୁଧାରିବା ପାଇଁ ଚାଲାଣ କଟାଯାଇଥାଏ। ତେବେ ମୁମ୍ବାଇର ଏଲ୍‌ଟି ମାର୍ଗରେ ଟ୍ରାଫିକ୍‌ ନିୟନ୍ତ୍ରଣ କରୁଥିବା କନଷ୍ଟେବଳ...

ଟ୍ରାଫିକ୍‌ ଜାମ୍‌ ଯୋଗୁ ବଢୁଛି ଛାଡ଼ପତ୍ର ସମସ୍ୟା…

ମୁମ୍ବାଇ, ୫।୨ : ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ଦେବେନ୍ଦ୍ର ଫଡନଭୀସଙ୍କ ସ୍ତ୍ରୀ ଅମୃତା ଫଡନଭୀସ ଶାସକ ଦଳ ମହାରାଷ୍ଟ୍ର ବିକାଶ ଆଘାଡି...

Advertisement
Archives

Model This Week