ପାର୍ଶ୍ୱତଳି ଅଞ୍ଚଳକୁ ବ୍ରହ୍ମପୁର ମହାନଗର ନିଗମରେ ସାମିଲ ଦାବି ନେଇ ବୈଠକ

ବ୍ରହ୍ମପୁର ଅଫିସ,୧୧।୮: ଗଞ୍ଜାମ ଜିଲା ବ୍ରହ୍ମପୁର ସହର ନିକଟ ତଥା ପାର୍ଶ୍ୱତଳି ଅଞ୍ଚଳକୁ ବ୍ରହ୍ମପୁର ମହାନଗର ନିଗମରେ ସାମିଲ ଦାବି ସମ୍ପର୍କରେ ରବିବାର ଏକ ସତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି। ସହରତଳି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଗୋବିନ୍ଦବିହାର ୫ମ ଗଳି ଶାନ୍ତି କଲ୍ୟାଣ ମଣ୍ଡପ ପରିସରରେ ଆୟୋଜିତ ବୈଠକରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ। ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ଯୋଗଦେଇ ସହରତଳି ଅଞ୍ଚଳକୁ ବିଏମ୍‌ସିରେ ଆଗାମୀ ପୌର ନିର୍ବାଚନ ପୂର୍ବରୁ ସାମିଲ କରାଯିବା ପ୍ରକ୍ରିୟା ଚାଲିଥିବା ସୂଚାଇଥିଲେ। ଖୁବ୍‌ଶୀଘ୍ର ଏନେଇ ଗୋପାଳପୁର ବିଧାୟକ, ଗୃହ ନଗର ଉନ୍ନୟନ ବିଭାଗ ସଚିବ ଓ ବିଭାଗୀୟ ମନ୍ତ୍ରୀଙ୍କ ସହ ଆଲୋଚନା କରାଯିବ ବୋଲି ଏମ୍‌ପି ସାହୁ କହିଥିଲେ। ଏହି ଅବସରରେ ନବ ନିର୍ବାଚିତ ବିଧାୟକ ଓ ଏମ୍‌ପିଙ୍କୁ କମିଟି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। କମିଟି ସଭାପତି ସଞ୍ଜୀବ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ କମିଟିର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ।


All Right Reserved By Dharitri.Com

ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

ଖପ୍ରାଖୋଲ,୧୭ା୨(ଡି.ଏନ୍‌.ଏ.)-  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଘୁନସର ପଁଚେତ୍‌ ଅଧୀନ ପିଙ୍ଗଲମୁଣ୍ଡା ଗଁାରେ ନିଜର ଆଈବୁଢ଼ୀର ସଂଗେ ରହୁଥିବାର ୩ ଅସାହା ଛୁଆକୁ ପରଶାସନ ରଇବାର...

୧୧ ମାସ ପରେ ବି ମିଳିଲାନି ଫନୀ ସହାୟତା

ବାଲିଆ, ୧୭।୩: ୨୦୧୯ ମେ’ ରେ ହୋଇଥିବା ସାମୁଦ୍ରିକ ଝଡ଼ ଫନୀରେ ସ୍ବାମୀଙ୍କ ମୃତ୍ୟୁ ଘଟିବା ପରେ ତିନୋଟି ପିଲାଙ୍କ ଦିଓଳି ଖାଇବା ଓ ପାଠପଢ଼ା...

ପ୍ରତାପ ଭୂତିଆ ହତ୍ୟା ମାମଲା: ୪୮ ଘଣ୍ଟା ପରେ ପୋଲିସ ହାତ ଖାଲି

ଢେଙ୍କାନାଳ ଅଫିସ, ୨୩।୮: ଇନ୍ଦିରା ଆବାସ କାର୍ଯ୍ୟାଦେଶ ପ୍ରଦାନରେ ଚଞ୍ଚକତା ଏବଂ ଏହାର ପ୍ରତିବାଦ କରିବାରୁ ଢେଙ୍କାନାଳ ଜିଲା ଗଁଦିଆ ଥାନା ଭୂତିଆ ସାହିର ପ୍ରତାପ...

ସାପ କାମୁଡ଼ାରେ ମହିଳା ମୃତ

ଗଞ୍ଜାମ,୬ା୯(ଡି.ଏନ.ଏ.): ଗଞ୍ଜାମ ଏନ୍‌ଏସି ୱାର୍ଡ ନଂ. ୬ ଓଡ଼ିଆ ଢାମଣା ସାହିର ଜଣେ ମହିଳାଙ୍କ ଶୁକ୍ରବାର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ସେ ହେଲେ ସୁବାସିନୀ...

ମହିଳା ଅଧିକାର ସାମ୍ମୁଖ୍ୟର ପଞ୍ଚାୟତସ୍ତରୀୟ ବୈଠକ

କର୍ଲାମୁଣ୍ଡା,୧୦।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ରାଜୀବ ଗାନ୍ଧୀ ସେବାକେନ୍ଦ୍ରଠାରେ ଦାପ୍ତା ସଂସ୍ଥା ପକ୍ଷରୁ ଦ ହଙ୍ଗର ପ୍ରୋଜେକ୍ଟ ନୂଆଦିଲ୍ଲୀ ସହାୟତାରେ ତଥା...

ଶ୍ମଶାନ ଜମିରୁ ଜବରଦଖଲ ଉଚ୍ଛେଦ: ଖୋଲା ଆକାଶ ତଳେ ୭୦ ପରିବାର

ଜଳେଶ୍ୱର, ୧୨।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅନ୍ତର୍ଗତ ନିମପୁର ଗାଁରେ ଦୀର୍ଘଦିନ ହେଲା ଆଦିବାସୀମାନେ ଶ୍ମଶାନ ଜମିରେ ଜବରଦଖଲ କରି ରହିଆସୁଥିଲେ। ମଙ୍ଗଳବାର ପୂର୍ବାହ୍ନରେ ପ୍ରଶାସନ...

ପ୍ରଥମଖଣ୍ଡ ସମବାୟ ସମିତିରେ ଧାନମଣ୍ଡି ଖୋଲିଲା: ୨୫ଶହ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ

ରସୁଲପୁର,୪ା୧(ଡିଏନଏ): ରସୁଲପୁର ବ୍ଲକ ଅଧୀନ ୧୧ଟି ପ୍ରାଥମିକ କୃଷି ସେବା ସମିତି(ପାକ୍ସ) ରହିଛି। ସେଥିରୁ ପ୍ରଥମଖଣ୍ଡ ସେବା ସମିତି ଧାନ ମଣ୍ଡି ଖୋଲିବାରେ ଆଗୁଆ ରହିଛି।...

ବାର୍‌ହା ଆକ୍ରମଣରେ ୨ ଗୁରୁତର

ମହାକାଳପଡ଼ା,୨୪।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଖରିନାସୀ ହରିଆବାଙ୍କ ଗାଁରେ ବାର୍‌ହା ଆକ୍ରମଣରେ ଦୁଇ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ଚିକିତ୍ସା ପାଇଁ କେନ୍ଦ୍ରାପଡ଼ା ମେଡିକାଲରେ ଭର୍ତ୍ତି...

Leave a comment

Your email address will not be published. Required fields are marked *