ଆଜି ଚିହ୍ନଟ ହେଲେ ୬୦୨ ଆକ୍ରାନ୍ତ; ଅଛନ୍ତି ୭୯ ଶିଶୁ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରେ ୧୮ ବର୍ଷ ବୟସରୁ କମ୍‌ ବର୍ଗର ୭୯ଜଣ ଅଛନ୍ତି। ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୫୩ଜଣ ଥିବା ବେଳେ ୨୪୯ ଲୋକାଲ କେସ୍‌। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦,୨୩,୭୩୫ରେ ପହଞ୍ଚିଛି। ସେଥିରୁ ୧୦,୦୯,୫୮୨ ସୁସ୍ଥ ହୋଇ ଫେରିଥିବା ବେଳେ ୫୯୩୦ ଆକ୍ଟିଭ୍‌ କେସ୍‌ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଶନିବାର ଟୁଇଟ କରି ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବ୍ରଜରାଜନଗର ପୌର ନିର୍ବାହୀ ଅଧିକାରୀ

ଲଖନପୁର, ୨।୯(ଡି.ଏନ୍‌.ଏ.)- ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ପୌର ନିର୍ବାହୀ ଅଧିକାରୀ ଦିଲୀପ ପଟେଲଙ୍କ ସରକାରୀ ବାସଭବନ ସମେତ ୬ ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ...

ରକ୍ଷକ ଏଠି ଭକ୍ଷକ ସାଜିଛି: ବିଜୟଲକ୍ଷ୍ମୀ

ଭୁବନେଶ୍ୱର,୩୧୨(ବ୍ୟୁରୋ): ରାଜ୍ୟରେ ବଢ଼ି ଚାଲିଥିବା ନାରୀ ନିର୍ଯାତନା ଏବଂ ବଳାତ୍କାର ଘଟଣାକୁ ନେଇ ଖବରଦାତା ସମ୍ମିଳନୀରେ ବର୍ଷିଛନ୍ତି କଂଗ୍ରେସ ନେତ୍ରୀ ବିଜୟଲକ୍ଷ୍ମୀ ସାହୁ। ସେ କହିଛନ୍ତି...

ପୁଣି କଟକରୁ ନକଲି ସିମେଣ୍ଟ କାରଖାନା ଠାବ

କଟକ ଅଫିସ, ୨୩।୨: କଟକରୁ ମଙ୍ଗଳବାର ପୁଣି ନକଲି ସିମେଣ୍ଟ କାରଖାନା ଠାବ ହୋଇଛି। କମିଶନରେଟ ପୋଲିସ ନକଲି ସିମେଣ୍ଟ ଗୋଦାମ ଘରେ ଚଢ଼ାଉ କରି...

ପୌରପାଳିକା ମୁଣ୍ଡରେ ଅଳିଆ ବୋଝ

ଅନୁଗୋଳ ଅଫିସ୍‌, ୨୧ା୭ ଅନୁଗୋଳ ପୌରପାଳିକା ମୁଣ୍ଡରୁ ହଟୁନି ସହରର ଅଳିଆ ଚିନ୍ତା। କେତେବେଳେ ଆବର୍ଜନା ପକାଇବାକୁ ନେଇ କେଉଁଠୁ ବିରୋଧର ସମ୍ମୁଖୀନ ହେବାକୁ ପଡ଼ୁଛି...

ନୀରବ ବିଦ୍ରୋହ ଭାରି ପଡ଼ିବ

ତିର୍ତ୍ତୋଲ, ୩୧ା୧୦ (ସ୍ବ.ପ୍ର.): ୨୦୧୯ ନିର୍ବାଚନରେ ତିର୍ତ୍ତୋଲ ବିଧାନସଭା ଆସନରୁ ବିଜୟୀ ହୋଇଥିବା ବିଜେଡି ନେତା ବିଷ୍ଣୁଚରଣ ଦାସଙ୍କ ପରଲୋକ ପରେ ଏବେ ଚାଲିଛି ସେଠାରେ...

ପୋଲିସ ପ୍ରଶାସନରେ ଅଭିଯୁକ୍ତ ପୁରସ୍କୃତ: ୪୦ ଇନ୍ସପେକ୍ଟର, ୧୪ ଏସିପିଙ୍କ ନାମରେ ଏକାଧିକ ଅଭିଯୋଗ

ଭୁବନେଶ୍ୱର,୧୬ା୫ (ବ୍ୟୁରୋ): ସମସ୍ତଙ୍କ ପାଇଁ ଆଇନ ସମାନ। ଅପରାଧ ଅନୁଯାୟୀ ଜଣେ ସାଧାରଣ ବ୍ୟକ୍ତିଙ୍କ କ୍ଷେତ୍ରରେ ଯେଉଁ ଦଫା ଲାଗେ ଜଣେ ପୋଲିସ ବିରୋଧରେ ମଧ୍ୟ...

ନନ୍ଦନକାନନରେ ପୁଣି ହେବ ବାଘଙ୍କ ମିଳନ ପ୍ରକ୍ରିୟା : ତିନି ଯୋଡ଼ିକୁ ସାମିଲ କରାଯିବ

ବାରଙ୍ଗ,୧୫।୭(ଡି.ଏନ.ଏ.) : ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ପୁଣି ଆରମ୍ଭ ହେବାକୁ ଯାଉଛି ବାଘମାନଙ୍କ ମିଳନ ପ୍ରକ୍ରିୟା। କଳାଲୋମଯୁକ୍ତ ବାଘଛୁଆ ଜନ୍ମ କରି ନନ୍ଦନକାନନ ନିଜର ଏକ...

ଗୋରୁପଲ ଉପରେ ମାଡିଗଲା ଟ୍ରକ୍‌, ୬ ମୃତ

ହିଞ୍ଜିଳିକାଟୁ,୧୮।୭(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ସହରରେ ବୁଧବାର ବିଳମ୍ବିତ ରାତିରେ ଏକ ସିମେଣ୍ଟ ବୋଝେଇ ଟ୍ରକ ରାସ୍ତା ଉପରେ ଶୋଇଥିବା ଗୋରୁପଲଙ୍କ ଉପରେ ମାଡିଯିବାରୁ ୬ଗୋରୁଙ୍କ ମୃତ୍ୟୁ ଘଟିଛି।...

Advertisement
Archives

Model This Week