Posted inଖେଳ

କ୍ୱାର୍ଟରଫାଇନାଲରୁ ଓହରିଲେ ଫେଡରର

ରୋମ୍‌,୧୮ା୫ (ଏ.ଏଫ୍‌.ପି.)-ଡାହାଣ ଗୋଡ଼ରେ ଆଘାତପ୍ରାପ୍ତ ଯୋଗୁ ବିଶ୍ୱର ୩ ନମ୍ବର ଖେଳାଳି ରୋଜର ଫେଡରର ଏଠାରେ ଚାଲିଥିବା ଇଟାଲିଆନ ଓପନ ଟେନିସ ଟୁର୍ନାମେଣ୍ଟ କ୍ୱାର୍ଟର ଫାଇନାଲ ମ୍ୟାଚରୁ ଓହରିଯାଇଛନ୍ତି। ଏଠାରେ ୪ଥର ଫାଇନାଲିଷ୍ଟ ସେମିଫାଇନାଲରେ ପ୍ରବେଶ ପାଇଁ ୮ମ ସିଡ୍‌ ଗ୍ରୀକ୍‌ ଖେଳାଳି ଷ୍ଟିଫାନସ ତିସିତ୍‌ପାସଙ୍କୁ ଭେଟିଥାନ୍ତେ। ସୁଇଜରଲାଣ୍ଡର ଏହି ୨୦ଥର ଗ୍ରାଣ୍ଡସ୍ଲାମ ବିଜେତା ୨୦୧୫ପରେ ପ୍ରଥମ ଥର ଫ୍ରେଞ୍ଚ ଓପନକୁ ପ୍ରତ୍ୟାବର୍ତ୍ତନ ଲାଗି ପ୍ରସ୍ତୁତିର ଅଂଶବିଶେଷ ଇଟାଲିଆନ ଓପନ ଖେଳୁଥିଲେ। ଫେଡରର କହିଛନ୍ତି, ମୁଁ ଶତପ୍ରତିଶତ ଫିଟ୍‌ ଅନୁଭବ କରୁ ନ ଥିବାରୁ ଦୁଃଖର ସହିତ ମ୍ୟାଚରୁ ଓହରିଯିବା ଲାଗି ନିଷ୍ପତ୍ତି ନେଇଥିଲି। ରୋମ୍‌ ମୋର ଅନ୍ୟତମ ପସନ୍ଦ ସହର। ଆସନ୍ତା ବର୍ଷ ମୁଁ ଏହି ଟୁର୍ନାମେଣ୍ଟ ଖେଳିବା ଲାଗି ପୁଣି ଆସିବି।


All Right Reserved By

Posted inଖେଳ

ଧୋନୀଙ୍କ ବ୍ୟାଟ୍‌ରେ ଭିନ୍ନ ଲୋଗୋ

ନୂଆଦିଲ୍ଲୀ,୫।୭- ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କଦାପି ନିଜ ପ୍ରଶଂସକଙ୍କୁ ଚକିତ କରିବାକୁ ଭୁଲନ୍ତି ନାହିଁ। ୨୦୦୭ ଟି୨୦ ବିଶ୍ୱକପ୍‌ ଫାଇନାଲରେ ଅନ୍ତିମ...

ବିଶ୍ୱ କ୍ରିକେଟର ନୂଆ ଧୋନୀ ହେଉଛନ୍ତି ବଟଲର

ଲଣ୍ଡନ, ୨୫ା୬ (ପି.ଟି.)-ଅଷ୍ଟ୍ରେଲିଆ କୋଚ୍‌ ଜଷ୍ଟିନ ଲାଙ୍ଗର ସୋମବାର ଜୋସ୍‌ ବଟଲରଙ୍କ ଉଚ୍ଚ ପ୍ରଶଂସା କରିଛନ୍ତି। ଇଂଲଣ୍ଡର ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନଙ୍କୁ ସେ ବିଶ୍ୱ କ୍ରିକେଟର...

‘ଏଥର ଇଂଲଣ୍ଡ ଫେଭରାଇଟ୍‌’

ନୂଆଦିଲ୍ଲୀ, ୨୭ା୫ (ପି.ଟି.)-ଆସନ୍ତା ଆଇସିସି ଦିନିକିଆ ବିଶ୍ୱକପ୍‌ରେ ଇଂଲଣ୍ଡ ଫେଭରାଇଟ୍‌ ଦଳ। କିନ୍ତୁ ଟାଇଟଲ ଦୌଡ଼ରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟ ରହିଛନ୍ତି ବୋଲି ଅଷ୍ଟ୍ରେଲୀୟ...

ମହିଳା ହକି:ଜାପାନକୁ ହରାଇ ଭାରତ ଚାମ୍ପିୟନ

ହିରୋଶିମା, ୨୩ା୬ (ପି.ଟି.)- ଭାରତ ଏଫ୍‌ଆଇଏଚ୍‌ ମହିଳା ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ଦଳ ୩-୧ ଗୋଲରେ ଜାପାନକୁ...

ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ଦଳ ଘୋଷିତ

ପୋର୍ଟ ଅଫ୍‌ ସ୍ପେନ,୧୦।୮- ଭାରତ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଲାଗି ଶନିବାର ଜାସନ ହୋଲ୍ଡରଙ୍କ ନେତୃତ୍ୱରେ ୧୩ ଜଣିଆ ଓ୍ବେଷ୍ଟଇଣ୍ଡିଜ ଦଳ...

ଓ୍ବେଷ୍ଟଇଣ୍ଡିଜ ୧୧୭ରେ ଅଲଆଉଟ

କିଙ୍ଗଷ୍ଟନ(ଜାମାଇକା), ୨।୯- ସାବିନା ପାର୍କ ଗ୍ରାଉଣ୍ଡରେ ଚାଲିଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସରେ ମାତ୍ର ୧୧୭ ରନ କରି ଅଲଆଉଟ ହୋଇଛି। ମାତ୍ର...

ମହମ୍ମଦ ଅଲିଙ୍କୁ ଭେଟିଲେ ଗାଭାସ୍କର

କେଣ୍ଟୁକି,୧୪।୯: ବର୍ତ୍ତମାନ ଆମେରିକାରେ ଥିବା ଭାରତୀୟ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଲୌଇସଭିଲେର କେଣ୍ଟୁକି ଗସ୍ତ କରିଛନ୍ତି। ସେଠାରେ ପୂର୍ବତନ ବକ୍ସିଂ କିମ୍ବଦନ୍ତୀ ମହମ୍ମଦ ଅଲି...

ଆର୍ମି ଟ୍ରେନିଂ ସାରି ଏବେ ଏହି କାମରେ ଧୋନୀ

ନୂଆଦିଲ୍ଲୀ, ୨୨।୮:ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତରୁ ବିଶ୍ରାମ ନେଇ ଭାରତୀୟ ସେନାରେ ଯୋଗଦେଇଥିଲେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ଏହିସମୟ ମଧ୍ୟରେ ସେ ଟେରିଟୋରିଆଲ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *