Posted inଜାତୀୟ

ନୂଆ କଶ୍ମୀର ପାଳିଲା ପ୍ରଥମ ଇଦ୍‌-ଉଲ୍‌-ଜୁହା

ଶ୍ରୀନଗର,୧୨।୮:ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଓ ୩୫(ଏ) ଉଚ୍ଛେଦ କରାଯିବା ପରେ ପ୍ରଥମ କରି କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରରେ ପାଳନ କରାଯାଇଛି ଇଦ୍‌-ଉଲ୍‌-ଜୁହା। ନୂଆ କଶ୍ମୀରର ଏହି ପର୍ବ ସଭିଙ୍କ ମନରେ ଆନନ୍ଦ ଉଲ୍ଲାସ ଭରି ଦେଇଛି। ତେବେ ନୂଆ କଶ୍ମୀରରେ ଉତ୍ତେଜନା ପୂର୍ଣ୍ଣ ପରିସ୍ଥିତି ଉପୁଜିବା ଲକ୍ଷ୍ୟ କରି ସରକାରଙ୍କ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା। ରବିବାର ଏଠାକାର ବ୍ୟାଙ୍କ, ଏଟିଏମ୍‌ ଖୋଲା ରହିବା ସହ ଘର ନିକଟରେ ଲୋକଙ୍କୁ ପନିପରିବାଠାରୁ ଆରମ୍ଭ କରି ଗ୍ୟାସ ସିଲିଣ୍ଡର ପର୍ଯ୍ୟନ୍ତ ସବୁ ଯୋଗାଇ ଦିଆଯାଇଥିଲା। ଫଳରେ ଲୋକେ ନୂଆ କଶ୍ମୀରରେ ପ୍ରଥମ ଇଦ୍‌-ଉଲ୍‌-ଜୁହାକୁ ଶାନ୍ତି ପୂର୍ଣ୍ଣ ଭାବେ ପାଳନ କରିଛନ୍ତି।


All Right Reserved By

ଆଜମ ଖାନ୍‌ଙ୍କୁ ଝଟକା: ଅନ୍ତରୀଣ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୨୮।୮: ସମାଜବାଦୀ ପାର୍ଟି(ଏସ୍‌ପି)ର ଏମ୍‌ପି ଆଜମ ଖାନ୍‌ଙ୍କ ବଢ଼ୁଛି ଅଡ଼ୁଆ। ଜିଲା ଅଦାଲତ ଆଜମଙ୍କ ଅନ୍ତରୀଣ ଜାମିନ ଆବେଦନ ଉପରେ ବୁଧବାର ଶୁଣାଣି କରିଛନ୍ତି। ଏହି...

ନରମିଲେ ମମତା: ମୋଦିଙ୍କ ଶପଥ ଗ୍ରହଣ ଉତ୍ସବକୁ ଯିବେ

କୋଲକାତା, ୨୯।୫: ନିର୍ବାଚନ ପୂର୍ବରୁ ଭାଜପା ଏବଂ ତୃଣମୂଳ କଂଗ୍ରେସ(ଟିଏମସି) ମଧ୍ୟରେ ଲାଗିଥିବା କନ୍ଦଳରୁ ଫାଇଦା ଉଠାଇଛି ଭାଜପା। ସାଧାରଣ ନିର୍ବାଚନରେ ଭାଜପା ପଶ୍ଚିମବଙ୍ଗରେ ସଫଳତା...

ଭୋପାଳ ଲୋକ ସଭା ଆସନ: ମତଦାନ କରିବେ ରାଫାଲ-ମିଗ୍‌-ମିରାଜ୍‌

ଭୋପାଳ,୧।୫: ମଧ୍ୟପ୍ରଦେଶର ଭୋପାଳ ଲୋକ ସଭା ଆସନରେ ଷଷ୍ଠ ପର୍ଯ୍ୟାୟର ମତଦାନ କରାଯିବ। ଚଳିତ ଥର ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ପାଇଁ ରାଫାଲ, ମିଗ୍‌ ଏବଂ...

ଡିଆର୍‌ଡିଓ ଭବନରେ ପୂର୍ବତନ ରାଷ୍ଟ୍ରପତି କଲାମଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୫।୧୦: ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ ଅବଦୁଲ୍‌ କଲାମଙ୍କ ଜନ୍ମ ବାର୍ଷିକୀ ମଙ୍ଗଳବାର ପାଳିତ ହେଉଛି। ଏହି ଅବସରରେ ଡିଆର୍‌ଡିଓ ଭବନରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ,...

ଅଲ୍‌ କାଏଦା ଆତଙ୍କବାଦୀ ଜଓ୍ବାହିରିଙ୍କ ଧମକପୂର୍ଣ୍ଣ ଲେଖା: କଶ୍ମୀରକୁ ଭୁଲ ନାହିଁ

ନୂଆଦିଲ୍ଲୀ,୧୦।୭: ଅଲ୍‌ କାଏଦା ଆତଙ୍କବାଦୀ ଅଲ୍‌ ଜଓ୍ବାହିରିଙ୍କ ଏକ ଧମକପୂର୍ଣ୍ଣ ଲେଖା ଜାରି ହୋଇଛି। ଏଥିରେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକଳାପ ବୃଦ୍ଧି ପାଇଁ କୁହାଯାଇଛି। କଶ୍ମୀରକୁ...

ପ୍ରଜାପତି ଉଡାଇଲେ ମୋଦି

କେବଡିଆ,୧୭।୯: ପ୍ରଧାନମନ୍ତ୍ରୀ ନରନ୍ଦ୍ର ମୋଦି ମଙ୍ଗଳବାର ୬୯ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସେ ଗୁଜରାଟର ନର୍ମଦା ନଦୀ ନିକଟରେ ଥିବା ଷ୍ଟାଚ୍ୟୁ ଅଫ୍‌...

ମୁର୍ଶିଦାବାଦରେ ୧୭.୫୪ ପ୍ରତିଶତ ଭୋଟିଂ: ମତଦାନ କେନ୍ଦ୍ରରେ ଉତ୍ତେଜନା, ୩ ଟିଏମ୍‌ସି କର୍ମକର୍ତ୍ତା ଆହତ

ମୁର୍ଶିଦାବାଦ,୨୩।୪:  ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ସକାଳୁ ମତଦାତାମାନେ ବହୁ ଉତ୍ସାହର ସହ ଭୋଟଦାନ କରିଥିବା ବେଳେ ୧୧ ଆଶାୟୀ ପ୍ରାର୍ଥୀଙ୍କ...

ଏନ୍‌ଆର୍‌ସି ତାଲିକାରୁ ବାଦ୍‌ ପଡିଥିବା ଲୋକଙ୍କ ପାଇଁ ନିର୍ମାଣ ହେଲା ଡିଟେନଶନ ସେଣ୍ଟର

ଗୁଆହାଟି,୧୪।୯: ଆସାମର ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜନ(ଏନ୍‌ଆର୍‌ସି) ତାଲିକାରୁ ପ୍ରାୟ ୧୯ ଲକ୍ଷ ଲୋକଙ୍କୁ ବାଦ୍‌ ଦିଆଯାଇଛି। ହେଲେ ଏମାନଙ୍କୁ ତୁରନ୍ତ ବିଦେଶୀ ଘୋଷିତ ନ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *