ଶ୍ରାବଣ ଶେଷ ସୋମବାର : ଶୈବ ପୀଠରେ ଭକ୍ତଙ୍କ ଭିଡ଼

ଭଦ୍ରକ ଅଫିସ,୧୨ା୮: ଶ୍ରାବଣ ଶେଷ ସୋମବାର ଉପଲକ୍ଷେ ଭଦ୍ରକ ଜିଲାର ଶୈବ ପୀଠଗୁଡ଼ିକରେ ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳିଛି l ଜିଲାର ବିଭିନ୍ନ ଶୈବ ପୀଠରେ କାଉଡ଼ିଆ ତଥା ଶ୍ରଦ୍ଧାଳୁମାନେ ସକାଳୁ ଲମ୍ବା ଧାଡ଼ିରେ ଠିଆ ହୋଇ ଜଳଲାଗି କରିଛନ୍ତି। ଏଥିପାଇଁ ବିଭିନ୍ନ ମନ୍ଦିରରେ ପ୍ରସାଦ ସେବନ ବ୍ୟବସ୍ଥା କରାଯାଇଛି l


All Right Reserved By Dharitri.Com

ଗଣବଳାତ୍କାର ପରେ, ଅଶ୍ଳୀଳ ଫଟୋ ଭାଇରଲ ମାମଲା: ପୂର୍ବତନ ସରପଞ୍ଚଙ୍କ ସହ ୪ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୫।୯(ଡି.ଏନ.ଏ.)-ସୋରଡ଼ା ଥାନା ଅଞ୍ଚଳରେ ୨୦୧୫ ମସିହାରେ ଜଣେ ମହିଳାଙ୍କୁ ଗଣବଳତ୍କାର ପରେ ଅଶ୍ଳୀଳ ଫଟୋ ଭାଇରଲ ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଭଞ୍ଜନଗର ସବ୍‌ଜଜ୍‌...

ମହିଳାଙ୍କୁ ହତ୍ୟା ଧମକ ମାମଲା: ଅଭିଯୁକ୍ତ ଦୋଷୀ

ଛତ୍ରପୁର,୧୩ା୯(ଡି.ଏନ୍‌.ଏ.)-ମହିଳାଙ୍କୁ ହତ୍ୟା ଧମକ ମାମଲାର ୪ ମାସ ମଧ୍ୟରେ ଶୁଣାଣି କରି ଛତ୍ରପୁର ସବ୍‌ଡିଭିଜନାଲ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ସନ୍ତୋଷ କୁମାର ପାଣିଗ୍ରାହୀ ଶୁକ୍ରବାର ଅଭିଯୁକ୍ତଙ୍କୁ...

ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳିତ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ୭୩ ତମ ସ୍ବାଧୀନତା ଦିବସ ପାଳନ କରାଯାଇଛି । ସକାଳ ୭ଟା ୧୫ ରୁ ୮ଟା ପର୍ଯ୍ୟନ୍ତ ବିଭିନ୍ନ ବିଦ୍ୟାଳୟ...

ଏନ୍‌ପିସିଡିସିଏସ୍‌ର ପ୍ରଥମ ଟାସ୍କଫୋର୍ସ ବୈଠକ:  ୨୦୨୧ ସୁଦ୍ଧା ସବୁ ଜିଲାରେ ଆଇସିୟୁ ସେବା

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): କର୍କଟ, ମଧୁମେହ, କାର୍ଡିଓ ଭାସ୍କୁଲାର ଏବଂ ହୃଦ୍‌ଘାତର ନିରାକରଣ ଓ ନିୟନ୍ତ୍ରଣ ପାଇଁ କାର୍ଯ୍ୟକାରୀ ହେଉଥିବା ଜାତୀୟ ଯୋଜନା (ଏନ୍‌ପିସିଡିସିଏସ୍‌) ଟାସ୍କଫୋର୍ସର ପ୍ରଥମ...

ବାଲନ୍ଦାପଡ଼ାରେ ମାଓବାଦୀ କ୍ୟାମ୍ପ ଠାବ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୯ା୮- କନ୍ଧମାଳ ଜିଲା ଗୋଛାପଡା ଥାନା ବାଲନ୍ଦାପଡା ଅଞ୍ଚଳରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ବୁଧବାର ଗୁଳି ବିନିମୟ ହୋଇଛି। ଏଥିରେ କେହି ମୃତାହତ...

କ୍ରଶର ମିଲ୍‌ ବନ୍ଦ ଯୋଗୁ ଉନ୍ନୟନ କାର୍ଯ୍ୟରେ ବାଧା

ମାଲକାନଗିର,୬।୧୨ (ଡି.ଏନ୍‌.ଏ.)- ମାଲକାନଗିରି ଜିଲାରେ ଏକମାସରୁ ଊର୍ଦ୍ଧ୍ୱ ହେବ କ୍ରଶର ମିଲଗୁଡିକ ବନ୍ଦ ରହିଛି ା ଫଳରେ ବହୁ ଘରୋଇ କାର୍ଯ୍ୟ ଏବଂ ଉନ୍ନୟନ କାର୍ଯ୍ୟ...

ଜନଗହଳିପୂର୍ଣ୍ଣ ଛକ ପରିଦର୍ଶନ କଲେ ଟ୍ରାଫିକ ଡିଏସ୍‌ପି : ଭୁଲ ରାସ୍ତାରେ ଗଲେ, ବାଇକ୍‌ରେ ୩ ଜଣ ବସିଲେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ,୧୪ା୧୧-ବ୍ରହ୍ମପୁର ସହରର ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବାକୁ ଏଣିକି ବିଭାଗ ପକ୍ଷରୁ ଦୃଢ ପଦକ୍ଷେପ ଗ୍ରହଣ କରାଯିବ ା ବ୍ରହ୍ମପୁର ମହାନଗର ନିଗମ(ବିଏମସି) ପକ୍ଷରୁ...

ଏନ୍‌ଏସି ସୁଇପରଙ୍କୁ ମିଳୁନାହିଁ ମାସିକ ମଜୁରି, ସୁଇପର ସଂଘ ଉପଜିଲାପାଳଙ୍କ ଦ୍ୱାରସ୍ଥ

ଭବାନୀପାଟଣା,୭।୬(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଧର୍ମଗଡ଼ ଏନ୍‌ଏସି ଆଉଟସୋର୍ସିଂ କମ୍ପାନୀ କାର୍ଯ୍ୟରେ ନିୟୋଜିତ କରିଥିବା ସୁଇପର କର୍ମଚାରୀଙ୍କୁ ଦରମା ମିଳୁ ନ ଥିବା ଓ ଇପିଏଫ ଆକାଉଣ୍ଟରେ...

Leave a comment

Your email address will not be published. Required fields are marked *