ନନ୍ଦନକାନନରେ ବାଘୁଣୀର ମୃତ୍ୟୁ

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସୋମବାର ଏକ ବାଘୁଣୀର ମୃତ୍ୟୁ ହୋଇଛି। ‘ପ୍ରିୟଙ୍କା’ ନାମ୍ନୀ ଏହି ବାଘୁଣୀର ବୟସ ୧୯ ବର୍ଷ ୫ ମାସ ହେବ। ବୟସାଧିକ ଯୋଗୁ ବାଘୁଣୀର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଗତ ୨ ବର୍ଷ ହେବ ସେ ଅସୁସ୍ଥ ଥାଇ ଚିକିତ୍ସାଧୀନ ଥିଲା। ପ୍ରିୟଙ୍କାର ମୃତ୍ୟୁ ପରେ ନନ୍ଦନକାନନରେ ବାଘ ସଂଖ୍ୟା ୨୬କୁ ଖସିଲା। ଏବେ ନନ୍ଦନକାନନରେ ୫ ଅଣ୍ଡିରା, ୮ ସାଧାରଣ ମାଈ, ୪ ଧଳା ବାଘ, ୫ ଧଳା ବାଘୁଣୀ ଓ ୪ କଳା ବାଘ ଅଛନ୍ତି।


All Right Reserved By Dharitri.Com

ସରକାରୀ ସ୍କୁଲରେ ପ୍ରଥମ ଥର ଶିକ୍ଷକ-ଅଭିଭାବକ ବୈଠକ

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟରେ ଘରୋଇ ସ୍କୁଲ ତୁଳନାରେ ସରକାରୀ ବିଦ୍ୟାଳୟଗୁଡ଼ିକରେ ଲଗାତର ଭାବେ ନିରୁତ୍ସାହଜନକ ଫଳାଫଳ ହେଉଛି। ଉପସ୍ଥାନ ହ୍ରାସ ଏବେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଦେଇଛି।...

ତଦନ୍ତରେ ସୀମିତ ନ୍ୟାୟିକ କମିଶନ

ଭୁବନେଶ୍ୱର,୧୬।୭(ବ୍ୟୁରୋ) ଗଣ୍ଡଗୋଳ, ବଳାତ୍କାର, ପୋଲିସ ଗୁଳିକାଣ୍ଡ, ଦଳାଚକଟା ଭଳି ଅନେକ ଘଟଣାକୁ ଶାନ୍ତ କରିବାକୁ ରାଜ୍ୟ ସରକାର ବିିଭିନ୍ନ ସମୟରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ...

୧୨ ଦିନ ପରେ ରାସ୍ତାରୁ ହଟିଲା ବରଗଛ

ରୂପ୍‌ସା,୨୦।୧୧(ଡି.ଏନ.ଏ.):  ‘ବୁଲ୍‌ବୁଲ୍‌’ ବାତ୍ୟା ଓ ବର୍ଷା ପ୍ରଭାବରେ ବାଲେଶ୍ୱର ସଦର ଥାନା ହଳଦୀପଦା ଫାଣ୍ଡି ଅନ୍ତର୍ଗତ ପଦାବଡ଼ଗାଁ ଗ୍ରାମ ରାସ୍ତାରେ ଏକ ପୁରୁଣା ବରଗଛ ଉପୁଡ଼ି...

ଫାଷ୍ଟଫୁଡ ଷ୍ଟଲ୍‌ରେ ଚଢ଼ାଉ: ୨ କୁଇଣ୍ଟାଲ ଖାଦ୍ୟ ନଷ୍ଟ

କଟକ ଅଫିସ,୧୬।୧୧: କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଶୁକ୍ରବାର ବାଲିଯାତ୍ରାର ତଳ ଓ ଉପର ପଡ଼ିଆରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲରେ ଚଢ଼ାଉ କରାଯାଇଥିଲା। ସମସ୍ତ...

ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା: ଦିନରେ ଲୋକକଳା, ରାତିରେ ନୃତ୍ୟ, ସଙ୍ଗୀତ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଜନତା ମଇଦାନଠାରେ ଚାଲିଥିବା ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାରେ ଆକର୍ଷଣ ସାଜୁଛି ମନଛୁଆଁ ସାଂସ୍କୃତିକ...

ଶୋଇଥିବା ବେଳେ କାମୁଡ଼ିଲା ସାପ, ନାବାଳିକା ମୃତ

ଝରିଗାଁ, ୨।୬(ସ୍ବ.ପ୍ର.)- ନବରଙ୍ଗପୁର ଜିଲା ଝରିଗାଁ ଥାନା ଅନ୍ତର୍ଗତ ଚଚା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ସାପ କାମୁଡ଼ାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତକ...

ୟୁନିୟନ୍‌ ବ୍ୟାଙ୍କରେ ରହିବ ମହାପ୍ରଭୁଙ୍କ ଟଙ୍କା

ପୁରୀ ଅଫିସ,୨୦।୩: ଘରୋଇ ୟେସ୍‌ ବ୍ୟାଙ୍କରୁ ଫେରିଥିବା ମହାପ୍ରଭୁଙ୍କ ଟଙ୍କା ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ୟୁବିଆଇ)ରେ ରହିବ। ଏନେଇ କରାଯାଇଥିବା ଟେଣ୍ଡର ପ୍ରକ୍ରିୟାରେ ୟୁନିୟନ ବ୍ୟାଙ୍କକୁ...

ଷ୍ଟେଟ୍‌ ବ୍ୟାଙ୍କ ଏଟିଏମ୍‌ରୁ ୩୦ ଲକ୍ଷ ଚୋରି: ପୋଲିସର ତଦନ୍ତ ଆରମ୍ଭ

ଯାଜପୁର ଟାଉନ, ୧।୧୦(ଡି.ଏନ୍‌.ଏ.): ଯାଜପୁର ସହର ଅମ୍ବିକାୟୀ ଛକରେ ଥିବା ଷ୍ଟେଟ୍‌ ବ୍ୟାଙ୍କ ଏଟିଏମ୍‌ରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ବ୍ୟାଙ୍କ ମୁଖ୍ୟ...

Leave a comment

Your email address will not be published. Required fields are marked *