ଆଜି ରାଜ୍ୟରୁ ୬୦୯ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୧୨୨ ପିଲା

ଭୁବନେଶ୍ୱର,୬।୯(ବ୍ୟୁରୋ): ସୋମବାର ରାଜ୍ୟରୁ ୬୦୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୨,୧୬୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୫୪ ଜଣ ଚିହ୍ନଟ ହୋଇଥିବା ବେଳେ ୨୫୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୮୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୧୩, ବାଲେଶ୍ୱର ଏବଂ ଯାଜପୁରରୁ ୩୧ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧୨, ବରଗଡ଼ ୯, ଭଦ୍ରକ ୧୮, ବଲାଙ୍ଗୀର ୪, ଦେବଗଡ଼ ୪, ଢେଙ୍କାନାଳ ୮, ଗଜପତି ୧, ଗଞ୍ଜାମ ୫, ଜଗତସିଂହପୁର ୨୨, ଝାରସୁଗୁଡ଼ା ୫, କେନ୍ଦ୍ରାପଡ଼ା ୧୩, କେନ୍ଦୁଝର ୮, କୋରାପୁଟ ୬, ମାଲକାନଗିରି ୧, ନବରଙ୍ଗପୁର ୫, ନୟାଗଡ଼ ୫, ପୁରୀ ୨୦, ରାୟଗଡ଼ା ୭, ସମ୍ବଲପୁର ୧୬, ସୋନପୁରରୁ ୨ ଏବଂ ସୁନ୍ଦରଗଡ଼ରୁ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୪୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୧୨,୧୬୭ରେ ପହଞ୍ଚିଥିବା ବେଳେ ୯,୯୭,୦୬୩ ଜଣ ସୁସ୍ଥ ହୋଇଛନ୍ତି। ୬୯୯୬ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri