ଆଜି ରାଜ୍ୟରୁ ୬୦୯ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୧୨୨ ପିଲା

ଭୁବନେଶ୍ୱର,୬।୯(ବ୍ୟୁରୋ): ସୋମବାର ରାଜ୍ୟରୁ ୬୦୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୨,୧୬୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୫୪ ଜଣ ଚିହ୍ନଟ ହୋଇଥିବା ବେଳେ ୨୫୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୮୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୧୩, ବାଲେଶ୍ୱର ଏବଂ ଯାଜପୁରରୁ ୩୧ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧୨, ବରଗଡ଼ ୯, ଭଦ୍ରକ ୧୮, ବଲାଙ୍ଗୀର ୪, ଦେବଗଡ଼ ୪, ଢେଙ୍କାନାଳ ୮, ଗଜପତି ୧, ଗଞ୍ଜାମ ୫, ଜଗତସିଂହପୁର ୨୨, ଝାରସୁଗୁଡ଼ା ୫, କେନ୍ଦ୍ରାପଡ଼ା ୧୩, କେନ୍ଦୁଝର ୮, କୋରାପୁଟ ୬, ମାଲକାନଗିରି ୧, ନବରଙ୍ଗପୁର ୫, ନୟାଗଡ଼ ୫, ପୁରୀ ୨୦, ରାୟଗଡ଼ା ୭, ସମ୍ବଲପୁର ୧୬, ସୋନପୁରରୁ ୨ ଏବଂ ସୁନ୍ଦରଗଡ଼ରୁ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୪୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୧୨,୧୬୭ରେ ପହଞ୍ଚିଥିବା ବେଳେ ୯,୯୭,୦୬୩ ଜଣ ସୁସ୍ଥ ହୋଇଛନ୍ତି। ୬୯୯୬ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ରଥଯାତ୍ରା ପାଇଁ ଆଉ ୨ ପିଟିସନ୍‌: ସହରକୁ ଶଟ୍‌ଡାଉନ କରି ରଥଯାତ୍ରା କରାଯାଉ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ଏ ବର୍ଷ ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟ ଗତ ଗୁରୁବାର ରାୟ ଶୁଣାଇଛନ୍ତି। ହେଲେ ଏହାକୁ ସାମାନ୍ୟ ପରିବର୍ତ୍ତନ କରିବାକୁ ଶନିବାର ଆଉ...

ଆସିଲା ଚିନ୍ମୟୀଙ୍କ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର/ସମ୍ବଲପୁର,୫।୩(ବ୍ୟୁରୋ): ବୁର୍ଲା ପିସି ବ୍ରିଜ୍‌ ପାୱାର ଚାନେଲରୁ ଭିସୁଟ୍‌ର ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ମୃତଦେହ ମିଳିବା ଘଟଣାର ୪ଦିନ ପରେ ରବିବାର  ବ୍ୟବଚ୍ଛେଦ...

‘ଲକ୍‌ଡାଉନ୍‌ ଲିରିକ୍ସ’ ପୁସ୍ତକ ଉନ୍ମୋଚନ

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଲକ୍‌ଡାଉନ୍‌ ଲିରିକ୍ସ’ ପୁସ୍ତକ ଉନ୍ମୋଚନ କରିଛନ୍ତି। ଶ୍ରୀମତୀ ସଂଯୁକ୍ତା ଦାଶଙ୍କ ଦ୍ୱାରା ଲିଖିତ ଏହି ପୁସ୍ତକରେ ପଦ୍ୟ ସଙ୍କଳନ ରହିଛି।...

କୃଷି ଆଇନ ପ୍ରତ୍ୟାହାର ଦାବିରେ ଗୃହ କମ୍ପିଲା

ଭୁବନେଶ୍ୱର,୨୭।୩(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପ୍ରଣୀତ ୩ କୃଷି ଆଇନକୁ ବିରୋଧ କରି ବିଧାନସଭା ବାହାରେ କୃଷକ ସଂଗଠନଗୁଡ଼ିକ ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଥିବାବେଳେ...

ଲକ୍‌ଡାଉନକୁ ଫେରିବାକୁ ଇଚ୍ଛା ନାହିଁ, ଜିରୋ ସଂକ୍ରମଣ ଆମର ଲକ୍ଷ୍ୟ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ରବିବାର ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସମ୍ପର୍କରେ ସମ୍ବୋଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣମାନଙ୍କ ସହଯୋଗରେ କରୋନା ସଂକ୍ରମଣ କମିପାରିଛି। ଆମର ଦୈନିକ...

ମନୋଜ ଛାବ୍ରାଙ୍କୁ ସ୍ପେଶାଲ ଜେଲ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ୧୯୮୮ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇପିଏସ୍‌ ଅଫିସର ମନୋଜ ଛାବ୍ରାଙ୍କୁ ସ୍ପେଶାଲ ଜେଲ୍‌ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଏ ନେଇ...

ଆସନ୍ତାକାଲି ଚାଷୀଙ୍କ ଆକାଉଣ୍ଟକୁ ଯିବ ‘କାଳିଆ’ ଟଙ୍କା

ଭୁବନେଶ୍ୱର,୨ା୫(ବ୍ୟୁରୋ): ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କ ଆକାଉଣ୍ଟକୁ ‘କାଳିଆ’ ଯୋଜନା ଟଙ୍କା ଯିବ ବୋଲି ଘୋଷଣା କରାଯାଇଛି।...

କତଡ଼ା ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍‌: ୧ ମୃତ, ୧୦ରୁ ଊର୍ଦ୍ଧ୍ୱ ଆହତ

ଛେଣ୍ଡିପଦା,୧୬।୮(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡ଼ା ଥାନା ଦେଇ ଯାଇଥିବା ୫୫ନଂ ଜାତୀୟ ରାଜପଥର କତଡ଼ା ନିକଟରେ ଭାରସାମ୍ୟ ହରାଇ ଶୁକ୍ରବାର ଏକ ଯାତ୍ରୀବାହୀ...

Advertisement
Archives

Model This Week