Posted inଖେଳ

ଆଇପିଏଲ-୨୦୨୩ର ୬୦ତମ ମ୍ୟାଚ: ଆରଆର-ଆରସିବି ଲଢ଼େଇ…

ଜୟପୁର,୧୪।୫ : ଆଇପିଏଲ ୨୦୨୩ର ୬୦ତମ ମ୍ୟାଚ ରେ ରାଜସ୍ଥାନ ରୟାଲ୍ସ(ଆରଆର) ରବିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)କୁ ଭେଟିବ। ଏହି ମ୍ୟାଚ ଜୟପୁରର ସାୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯିବ। ପଏଣ୍ଟ ଟେବୁଲରେ ରାଜସ୍ଥାନର ଦଳ ପଞ୍ଚମ ସ୍ଥାନରେ ଏବଂ ବାଙ୍ଗାଲୋରର ଦଳ ସପ୍ତମ ସ୍ଥାନରେ ରହିଛି। ରାଜସ୍ଥାନ ୧୨ ଟି ମ୍ୟାଚ ଖେଳିଛି ଏବଂ ସେଥିରୁ ୬ ଟି ଜିତିଛି ଏବଂ ୬ ଟି ହାରିଛି । ରାଜସ୍ଥାନର ପଏଣ୍ଟ ୧୨ ରହିଛି। ଏଥି ସହିତ ବାଙ୍ଗାଲୋର ୧୧ ଟି ମ୍ୟାଚ ଖେଳିଛି। ଏହାର ପଏଣ୍ଟ ୧୦ ରହିଛି। ବାଙ୍ଗାଲୋର ପାଞ୍ଚଟି ମ୍ୟାଚ ଜିତି ୬ଟିରେ ହାରିଛି। ଏହି ଲଢ଼େଇ ଉଭୟଙ୍କ ପାଇଁ ଏକ ଭର୍ଚୁଆଲ ନକଆଉଟ ପରି ।

ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ପ୍ଲେଇଙ୍ଗ ୧୧ରେ ଫାଫ ଡୁପଲେସିସ (ଅଧିନାୟକ), ବିରାଟ କୋହଲି, ଅନୁଜ ରାୱତ, ଗ୍ଲେନ ମ୍ୟାକ୍ସୱେଲ, ମହିପାଲ ଲୋମୋର, ଦୀନେଶ କାର୍ତ୍ତିକ (ୱିକେଟ କିପର), କେଦାର ଯାଦବ, ୱାନିନ୍ଦୁ ହାସରାଙ୍ଗା, ହର୍ଷଲ ପଟେଲ, ମହମ୍ମଦ ସିରାଜ, ଜୋଶ ହାଜଲେଉଡ ପ୍ରମୁଖ ଅଛନ୍ତି।

ସେହିପରି ରାଜସ୍ଥାନ ରୟାଲ୍ସର ପ୍ଲେଇଙ୍ଗ ୧୧ରେ ଯଶସ୍ବୀ ଜୈସୱାଲ, ଜୋସ ବଟଲର, ସଞ୍ଜୁ ସାମସନ (ଅଧିନାୟକ/ ୱିକେଟ କିପର), ଜୋ ରୁଟ, ଧ୍ରୁଭ ଜୁରେଲ, ଶିମ୍ରନ ହେଟମିୟର, ଆର ଅଶ୍ୱିନ, ଟ୍ରେଣ୍ଟ ବୋଲ୍ଟ, ସନ୍ଦୀପ ଶର୍ମା, କେ.ଏମ ଆସିଫ, ୟୁଜଭେନ୍ଦ୍ର ଚହଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri