Posted inରାଜ୍ୟ

ସୁସ୍ଥ ହେଲେ ୬୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୩: ରାଜ୍ୟରେ ବୁଧବାର ୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩, ୩୫, ୮୫୭ରେ ପହଞ୍ଚିଛି। ଅନୁଗୁଳ ଓ ସମ୍ବଲପୁରରୁ ସର୍ବାଧିକ ୯, ମୟୁରଭଞ୍ଜ ଓ ସୁନ୍ଦରଗଡ଼ରୁ ୬, ଖୋର୍ଦ୍ଧାରୁ ୫, ବାଲେଶ୍ୱର ଓ ଗଞ୍ଜାମରୁ ୪, ଗଜପତି ଓ ଯାଜପୁରରୁ ୩, କଟକ, କେନ୍ଦୁଝର, ପୁରୀ ଓ ରାୟାଗଡ଼ାରୁ ୨, ବରଗଡ଼, ବଲାଙ୍ଗୀର, ଦେଓଗଡ଼ ଓ ନୂଆପଡ଼ାରୁ ଜଣେ ଲେଖାଏ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri