Posted inରାଜ୍ୟ

ସୁସ୍ଥ ହେଲେ ୬୧ ଆକ୍ରାନ୍ତ

ଭୁବନେଶ୍ୱର,୨୧।୩ : ରାଜ୍ୟରେ ରବିବାର ୫୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୧୨୪ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୧୦, କଟକ, ମୟୁରଭଞ୍ଜ ଓ ଖୋର୍ଦ୍ଧାରୁ ୭, ଅନୁଗୁଳରୁ ୫, ବରଗଡ଼ ଓ ଯାଜପୁରରୁ ୪, ଗଞ୍ଜାମରୁ ୩, ନୟାଗଡ଼ା, ନୂଆପଡ଼ା ଓ ସମ୍ବଲପୁରରୁ ୨, ବାଲେଶ୍ୱର, ଝାରୁସୁଗଡ଼ା ଓ ରାୟାଗଡ଼ାରୁ ଜଣେ ଲେଖାଏ ଏବଂ ଷ୍ଟେଟ୍‌ ପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟିକାଙ୍କ ହସ୍ତକ୍ଷେପ ପରେ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ବିଭିନ୍ନ କାରଣରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କୁ ସରକାରୀ ସହାୟତା ମିଳିବାରେ ବହୁ ବିଳମ୍ବ ହୋଇଥାଏ। କିନ୍ତୁ ସ୍ଥାନୀୟ…

ସରକାରୀ ସହାୟତା ଯୋଗାଇବା ନାଁରେ ଦଲାଲ ଠକି ନେଇଥିଲେ ଟଙ୍କା , ଥାନାରେ ଫେରାଇ…

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଜନୈକ ମହିଳାଙ୍କଠାରୁ ଓ ବିଭିନ୍ନ ଅଞ୍ଚଳର ଲୋକମାନଙ୍କଠୁ ସରକାରୀ ସହାୟତା ଯୋଗାଇ ଦେବା ନାମରେ ପୌରକେଲା ଗ୍ରାମର ହଜାରୁ…

ଆକ୍ସନ ମୋଡ୍‌ରେ ଧର୍ମଶାଳା ପୋଲିସ: ୪ ବାଇକ୍‌ ଜବତ, ଦୁଇ ଲୁଟେରାଙ୍କୁ ଗିରଫ କରି…

ଧର୍ମଶାଳାର,୧୦ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦୁଇ ବାଇକ୍‌ ଲୁଟେରାଙ୍କୁ ଗିରଫ କରି ପଚରାଉଚରା କରିବା ପରେ ସେମାନଙ୍କ…

ଓଡ଼ିଶା ସୀମାନ୍ତରେ ଆନ୍ଧ୍ର ମହିଳା ଓ ଶିଶୁବିକାଶ ମନ୍ତ୍ରୀଙ୍କ ଅନୁପ୍ରବେଶ, ଓଡ଼ିଶା ପ୍ରଶାସନ ଉପରେ…

ପଟ୍ଟାଙ୍ଗି,୧୦ା୬(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଏବଂ ସରକାରୀ ଅଧିକାରୀ ଅନୁପ୍ରବେଶ କରି ସରକାରୀ…

୭୫୫ଟି ନୂଆ ପଦବୀ ମଞ୍ଜୁର କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ପଦବୀ ପାଇଁ କେତେ…

ଭୁବନେଶ୍ୱର, ୧୦।୬: ରାଜ୍ୟର ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଏବଂ ଜନସାଧାରଣଙ୍କୁ ଉନ୍ନତମାନର ଚିକିତ୍ସା ସେବା ଯୋଗାଇଦେବା ଦିଗରେ ଓଡ଼ିଶା ସରକାର ଆଉ ଏକ ଗୁରୁତ୍ୱପୂର୍ଣ୍ଣ…

୧୫ IPS ଅଫିସରଙ୍କୁ ଦିଆଗଲା ୧୭ ଜିଲା ନିରୀକ୍ଷଣ ଦାୟିତ୍ୱ, ଜାଣନ୍ତୁ କେଉଁ ଜିଲାରେ କିଏ…

ଭୁବନେଶ୍ୱର, ୧୦।୬: ଆଇନଶୃଙ୍ଖଳା ସଜାଡ଼ିବା ପାଇଁ ରାଜ୍ୟ ପୋଲିସ ମୁଖ୍ୟାଳୟର ବଡ଼ ପଦକ୍ଷେପ। ୧୫ IPS ଅଫିସରଙ୍କୁ ଦିଆଗଲା ୧୭ଟି ଜିଲାର ସ୍ବତନ୍ତ୍ର ନିରୀକ୍ଷଣ ଓ ତଦାରଖ…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri