Posted inରାଜ୍ୟ

ସୁସ୍ଥ ହେଲେ ୬୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୩: ରାଜ୍ୟରେ ବୁଧବାର ୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩, ୩୫, ୮୫୭ରେ ପହଞ୍ଚିଛି। ଅନୁଗୁଳ ଓ ସମ୍ବଲପୁରରୁ ସର୍ବାଧିକ ୯, ମୟୁରଭଞ୍ଜ ଓ ସୁନ୍ଦରଗଡ଼ରୁ ୬, ଖୋର୍ଦ୍ଧାରୁ ୫, ବାଲେଶ୍ୱର ଓ ଗଞ୍ଜାମରୁ ୪, ଗଜପତି ଓ ଯାଜପୁରରୁ ୩, କଟକ, କେନ୍ଦୁଝର, ପୁରୀ ଓ ରାୟାଗଡ଼ାରୁ ୨, ବରଗଡ଼, ବଲାଙ୍ଗୀର, ଦେଓଗଡ଼ ଓ ନୂଆପଡ଼ାରୁ ଜଣେ ଲେଖାଏ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…

ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ…

ପଟ୍ଟାଜମିରେ ଚାଲିଥିଲା ମାଇନିଂ ଗାଡ଼ି, ପ୍ରଶାସନର ପ୍ରତିଶ୍ରୁତି ପରେ ବି ମିଳିଲାନି ନ୍ୟାୟ, ଶେଷରେ…

ବଣାଇଁ,୧୩ା୬(ପ୍ରଦୀପ ତ୍ରିପାଠୀ): ଖଣି ସମୃଦ୍ଧ ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଆସିଛି ପ୍ରଶାସନିକ ଅବହେଳା ଓ ଜନ ଅସନ୍ତୋଷର ଏକ ସାଂଘାତିକ ଚିତ୍ର। ନିଜ ପଟ୍ଟା ଜମି…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri