Posted inଫୁରସତ

୬୧ ବର୍ଷୀୟ ବୃଦ୍ଧାଙ୍କ ପ୍ରେମରେ ଏହି ଯୁବକ, ଉଠାଇଲେ ଏତେ ବଡ଼ ପଦକ୍ଷେପ

ପ୍ରେମ ଧର୍ମ, ଜାତି, ବୟସ ଦେଖେନା। କାରଣ ପ୍ରେମ କେବେ, କେଉଁଠି, କାହାସହ ହୋଇଯାଏ ଜଣାପଡେନା। କିଛି ପ୍ରେମକାହାଣୀ ଏପରି ଅଛି ଯାହା ସବୁଦିନ ପାଇଁ ଅମର ହୋଇଯାଇଛି। ସେହିଭଳି କିଛି ବିଷୟରେ ଜାଣି ଅନେକ ଆଶ୍ଚର୍ଯ୍ୟ ହୋଇଯାଆନ୍ତି। ଆଜି ଆମେ ଆପଣଙ୍କୁ ଏପରି ଏକ ପ୍ରେମ କାହାଣୀ ବିଷୟରେ କହିବାକୁ ଯାଉଛୁ, ଯାହା ବିଷୟରେ ଜାଣି ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। କାରଣ ଏହା ଜଣେ ୬୧ ବର୍ଷୀୟା ବୃଦ୍ଧା ଏବଂ ୩୩ ବର୍ଷ ବୟସ୍କା ବ୍ୟକ୍ତିଙ୍କର। ଉଭୟ ଉଭୟଙ୍କୁ ଭଲପାଇ ବସିଥିଲେ। କେବଳ ଏତିକି ନୁହେଁ ଦୁହେଁ ବିବାହ ମଧ୍ୟ କରିସାରିଛନ୍ତି। ବର୍ତ୍ତମାନ ସୋସିଆଲ ମିଡିଆରେ ଉଭୟଙ୍କ ଫଟୋ ଭାଇରାଲ ହେଉଥିବା ବେଳେ ଲୋକେ ଉଭୟଙ୍କୁ ଟ୍ରୋଲ କରଥିବା ଦେଖାଯାଉଛି।

୬୧ ବର୍ଷୀୟ ଶୋରିଲ ମ୍ୟାକଗ୍ରେଗୋର ଜେଜେମା’ ହୋଇସାରିଛନ୍ତି। ତାଙ୍କର ୧୭ ବର୍ଷର ନାତି ଅଛି। କିନ୍ତୁ ସେ ୨୦୧୨ ରେ ୨୩ ବର୍ଷୀୟ ଯୁବକ କୋରାନଙ୍କ ପ୍ରେମରେ ପଡିଥିଲେ। ଉଭୟଙ୍କ ମଧ୍ୟରେ ପ୍ରଥମେ କଥାବାର୍ତ୍ତା ଆରମ୍ଭ ହୋଇଥିଲା। ଧୀରେ ଧୀରେ ଘନିଷ୍ଠତା ବଢ଼ିବାକୁ ଲାଗିଲା। ଏଭଳି ସମୟ ଆସିଲା ଯେତେବେଳେ ଦୁହେଁ ବିବାହ କରିବାକୁ ସ୍ଥିର କରିଥିଲେ। ତାହା ହିଁ ହୋଇଥିଲା। ଏବେ କୋରାନଙ୍କୁ ୩୩ ବର୍ଷ ହେଲାଣି। ଯେତେବେଳେ ଶେରିଲ ପ୍ରଥମେ ସ୍ବାମୀଙ୍କୁ ଭେଟିଥିଲେ, ସେତେବେଳେ ତାଙ୍କୁ ୧୫ ବର୍ଷ ହୋଇଥିଲା। ସେ ଏକ ରେଷ୍ଟୁରାଣ୍ଟରେ କାମ କରୁଥିଲେ। ଏବେ ଉଭୟ ବିବାହ କରି ବହୁତ ଖୁସି ଅଛନ୍ତି।

ତେବେ ସୋସିଆଲ ମିଡିଆରେ ଉଭୟଙ୍କ ବୟସ ବିଷୟରେ ଜଣାପଡ଼ିବା ପରେ ଅନେକ ତାଙ୍କୁ ଟ୍ରୋଲ କରୁଛନ୍ତି। ହେଲେ କୋରାନ କୁହନ୍ତି, ଲୋକମାନେ ଆମ ବିଷୟରେ କ’ଣ କୁହନ୍ତି ସେଥିପ୍ରତି ମୋର ଧ୍ୟାନ ନାହିଁ। ଆମେ ଦୁହେଁ ବହୁତ ଖୁସି । ଏକାଠି ଖୁସିରେ ଅଛୁ। ଏଣୁ ଅନ୍ୟ କାହାକୁ ଅସୁବିଧା ହେବା ଉଚିତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri