ବ୍ଲାକ୍‌ହୋଲ ଅନୁସନ୍ଧାନ କରିବ ଇସ୍ରାଏଲ୍‌

ଜେରୁଜେଲମ: ୨୦୨୩ରେ ଏକ ସ୍ବତନ୍ତ୍ର ସାଟେଲାଇଟ୍‌ ମହାକାଶକୁ ଲଞ୍ଚ୍‌ କରିବାକୁ ଇସ୍ରାଏଲ୍‌ ଯୋଜନା କରିଛି। ମହାଜାଗତିକ ବିସ୍ଫୋରଣକୁ ରେକର୍ଡ କରିବା ସହିତ ବ୍ଲାକହୋଲ୍‌ ସମ୍ପର୍କରେ ଅଧିକ ଅନୁସନ୍ଧାନ କରାଯିବ ବୋଲି ଓ୍ବିଜମାନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ (ଡବ୍ଲୁଆଇଏସ୍‌) ପକ୍ଷରୁ କୁହାଯାଇଛି। ୧୬୦ କିଲୋଗ୍ରାମ ବିଶିଷ୍ଟ ଏହି ସ୍ବତନ୍ତ୍ର ସାଟେଲାଇଟର ନାମ (ଅଲ୍‌ଟ୍ରାସାଟ୍‌)। ଇସ୍ରାଏଲ୍‌ ଏରୋସ୍ପେସ୍‌ ଇଣ୍ଡଷ୍ଟ୍ରିଜ୍‌ ଏବଂ ଇସ୍ରାଏଲି ଡିଫେନ୍ସ ଇଲେକ୍‌ଟ୍ରୋନିକ୍ସ କମ୍ପାନି ଏଲବିଟ୍‌ ସିଷ୍ଟମ୍ସ ଦ୍ୱାରା ୪ବର୍ଷ ମଧ୍ୟରେ ଏହା ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ।


All Right Reserved By Dharitri.Com

ଚା’ ଦୋକାନ ପାଲଟିଛି ଲେଖକଙ୍କ ଆଲୋଚନା ସ୍ଥଳି

ଥିରୁଭାନନ୍ତପୁରମ୍‌: ସାଧାରଣତଃ କୌଣସି ବହିକୁ ନେଇ ଚର୍ଚ୍ଚା ହେଉ ଅବା ଲେଖକଙ୍କ ସମ୍ମିଳନୀ ଏହିସବୁ ବହି ଦୋକାନରେ କି କୌଣସି ଅନୁଷ୍ଠାନ ବା ଅଡିଟୋରିୟମରେ ହୋଇଥାଏ।...

ଝିଣ୍ଟିକା ଆକ୍ରମଣରେ ବ୍ୟତିବ୍ୟସ୍ତ ଆମେରିକା

ଓ୍ବାଶିଂଟନ,୨୮।୭: ଆମେରିକାର ଲସ୍‌ ଭେଗାସ୍‌ ଉପତ୍ୟକାରେ ଏବେ ଝିଣ୍ଟିକା ଆକ୍ରମଣରେ ଲୋକେ ଅସ୍ତବ୍ୟସ୍ତ ହୋଇ ପଡିଛନ୍ତି। ସ୍ଥାନୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, ଏଠାରେ ବର୍ଷାପାଗଯୋଗୁ ପ୍ରବଳ...

ଟ୍ରାଫିକ୍‌ କନଷ୍ଟେବଳ କଲେ ଏମିତି କାମ ଲୋକେ କଲେ ସାଲ୍ୟୁଟ

ଲକ୍ଷ୍ନୌ, ୯।୭: ଉତ୍ତର ପ୍ରଦେଶର ଅଯୋଧ୍ୟା ଟ୍ରାଫିକ୍‌ରେ କାମ କରୁଥିବା ଜଣେ କନଷ୍ଟେବଳ ଏକ ଛୋଟ କାମ କରି ରାତାରାତି ସେଲିବ୍ରିଟି ପାଲଟିଯାଇଛନ୍ତି। ତାଙ୍କୁ ଏବେ...

ମୋଦି-ଗୁଟେରେସ୍‌ ଆଲୋଚନା

ବିଆରିଜ୍‌,୨୬ା୮(ପି.ଟି./ଆଇଏଏନ୍‌ଏସ୍‌): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବିଆରିଜ୍‌ରେ ଆୟୋଜିତ ତିନିଦିନିଆ ଜି-୭ ସମ୍ମିଳନୀରେ ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇଛନ୍ତି। ଏହି ଅବସରରେ ସେ ଜାତିସଂଘ ମହାସଚିବ...

ବ୍ୟକ୍ତିତ୍ୱ: ଭୀଷ୍ମ ସାହାଣୀ

ଭୀଷ୍ମ ସାହାଣୀ ଏକାଧାରରେ ଥିଲେ ଜଣେ ନାଟ୍ୟକାର, ଔପନ୍ୟାସିକ, ଅଭିନେତା ଏବଂ ଟେଲିଭିଜନ ପର୍ସନାଲିଟି। ବିଶେଷକରି ସେ ତାଙ୍କର ନାଟକ ଏବଂ ଉପନ୍ୟାସ ଆଦି ପାଇଁ...

ଭାରତ-ପାକିସ୍ତାନ ମଧ୍ୟରେ ସ୍ଥିତି ସଙ୍କଟ ଜନକ: ଟ୍ରମ୍ପ୍‌

ଓ୍ବାଶିଂଟନ,୨୦।୮: ଭାରତ-ପାକିସ୍ତାନ ମଧ୍ୟରେ ସ୍ଥିତି ସଙ୍କଟ ଜନକ ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଟୁଇଟ୍‌ କରି ମଙ୍ଗଳବାର ଭୋର୍‌ ୫ଟା ୧୩ରେ ଜଣାଇଛନ୍ତି। ଏହା...

ଲୁଣରେ ଆୟୋଡ଼ିନ୍‌: ଆମେରିକା, ଜର୍ମାନୀ ସମେତ ପୃଥିବୀର ୫୬ ଦେଶରେ ପ୍ରତିବନ୍ଧିତ

ଓ୍ବାଶିଂଟନ,୧୧।୬: ଭାରତରେ ଆୟୋଡ଼ିନ୍‌ଯୁକ୍ତ ଲୁଣର ବ୍ୟବହାର ପାଇଁ ସରକାରଙ୍କ ସ୍ବୀକୃତି ମିଳିଛି। ତେବେ ଏହାକୁ ଆମେରିକା, ଜର୍ମାନୀ ସମେତ ପୃଥିବୀର ୫୬ଟି ଦେଶରେ ପ୍ରତିବନ୍ଧିତ କରାଯାଇଛି।...

ଇମ୍ରାନ ଉଠାଇଲେ କଶ୍ମୀର ପ୍ରସଙ୍ଗ

ଜାତିସଂଘ,୨୮।୯(ପି.ଟି.): ଜମ୍ମୁ-କଶ୍ମୀରରୁ ଭାରତ ‘ଅମାନବୀୟ କର୍ଫ୍ୟୁ’ ହଟାଉ। ଏହାସହ ସମସ୍ତ ‘ରାଜନୈତିକ ବନ୍ଦୀ’ଙ୍କୁ ତୁରନ୍ତ ମୁକ୍ତ କରୁ ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ ଶୁକ୍ରବାର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *