CORONAVIRUS UPDATE: ରାଜ୍ୟରେ ଆଜି ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୬୧୨ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୧୦,୦୦୦ ଟପିଲା

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ବୁଧବାର ରେକର୍ଡ ସଂଖ୍ୟକ ୬୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୧୦,୦୦୦ ଡେଇଁଛି। ଏବେ ମୋଟ ୧୦,୪୭୬ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଲେଣି। ଏନେଇ ଅପରାହ୍ନରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ନୂତନ ଆରୋଗ୍ୟ ଲାଭ କରିଥିବା ବ୍ୟକ୍ତିଙ୍କ ମଧ୍ୟରୁ ସର୍ବାଧିକ ୨୭୦ଜଣ ଗଞ୍ଜାମର ଅଛନ୍ତି। ସେହିଭଳି ସୁନ୍ଦରଗଡ଼ର ୮୪, କେନ୍ଦୁଝରର ୪୮, ଗଜପତିର ୩୫, ବାଲେଶ୍ୱରର ୩୧, ଖୋର୍ଦ୍ଧାର ୨୮, ନୟାଗଡ଼ର ୨୫, ଯାଜପୁରର ୨୦, ମୟୂରଭଞ୍ଜର ୧୫, କଟକ-କୋରାପୁଟ-ଜଗତସିଂହପୁରର ୧୦, ବରଗଡ଼-ପୁରୀର ୬, ବଲାଙ୍ଗୀରର ୫, କେନ୍ଦ୍ରାପଡ଼ାର ୩, କଳାହାଣ୍ଡି-କନ୍ଧମାଳର ୨ ଲେଖାଏଁ ଏବଂ ରାୟଗଡ଼ା ଏବଂ ସମ୍ବଲପୁରର ଜଣେ ଅଛନ୍ତି। ଏନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri