ବର୍ଷା ଯୋଗୁ ବରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ବରଗଡ଼ ଅଫିସ,୧୩।୮: ରାଜ୍ୟରେ ଗତ ୨ଦିନ ଧରି ବର୍ଷା ଲାଗିରହିଥିବା ବେଳେ ମଙ୍ଗଳବାର ସକାଳୁ ବରଗଡ଼ ଜିଲାରେ ବର୍ଷାର ପରିମାଣ ବଢ଼ିବାରେ ଲାଗିଛି। ଏ ନେଇ ବରଗଡ଼ ସହର ସମେତ ଜିଲାର ଅନ୍ୟ ଅଞ୍ଚଳ ମଧ୍ୟ ବର୍ଷାରେ ବେହାଲ ହୋଇପଡ଼ିଛି। ଏଭଳି ସ୍ଥିତି ଯୋଗୁ ବରଗଡ଼ ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ ଘୋଷଣା କରିଛନ୍ତି। ଏ ନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


All Right Reserved By Dharitri.Com

ମହିଳାଙ୍କୁ ଆୟର ପନ୍ଥା ଯୋଗାଇବା ନାଁରେ ଠକେଇ

କେନ୍ଦୁଝର, ୨ା୭(ଡି.ଏନ୍‌.ଏ.)- କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବନାଯୋଡି ଗ୍ରାମରେ ଏକ ସ୍ବେଚ୍ଛାସେବୀ ସଂସ୍ଥା ଗତବର୍ଷ କାର୍ଯ୍ୟାଳୟ ଖୋଲି ମହିଳାମାନଙ୍କୁ ଛେଳି ଚାଷ ଓ କ୍ଷୁଦ୍ର...

ଶଟ୍‌ଡାଉନ ପ୍ରତ୍ୟାହାର ପରେ ଲକ୍‌ଡାଉନ କଡାକଡି: ୬୭ ଗାଡି ଜବତ, ୭୩ ହଜାର ଜରିମାନା ଆଦାୟ

ବାଲେଶ୍ୱର ଅଫିସ,୨୬।୪-ମହାମାରୀ କରୋନା ସାରା ବିଶ୍ୱରେ ଭୟାବହ ପରିସ୍ଥିତି ସୃଷ୍ଟି କରିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାକୁ ନଜରରେ...

ନାଲ୍‌କୋ ଶ୍ରମିକ କଂଗ୍ରେସ ପକ୍ଷରୁ ସ୍ବାଧୀନତା ଦିବସ ପାଳିତ

ବଅଁରପାଳ, ୧୫।୮(ଡି.ଏନ୍‌.ଏ.)-ଅନୁଗୋଳ ଜିଲା ନାଲ୍‌କୋ ଶ୍ରମିକ କଂଗ୍ରେସ ୟୁନିୟନ କାର୍ଯ୍ୟାଳୟରେ ଗୁରୁବାର ଆଡ଼ମ୍ବର ସହକାରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସଙ୍ଗଠନର ସଭାପତି ରମେଶ ଚନ୍ଦ୍ର...

ହେଲମେଟ୍‌ ନାହିଁ ତ ଚା’ ନାହିଁ

କେନ୍ଦୁଝର, ୧୪ା୯(ଡି.ଏନ.ଏ.)- କେନ୍ଦୁଝର ସଦର ବ୍ଲକ ପଳାଶପଙ୍ଗା ନିକଟସ୍ଥ ସ୍ପଞ୍ଜ ଛକଠାରେ ଥିବା ଏକ ଚା’ ଦୋକାନ ଆଗରେ ଝୁଲୁଛି ଏକ ବ୍ୟାନର। କୌଣସି ବାଇକ...

୧୨ ଘଣ୍ଟିଆ ୧୪୪ ଧାରା

ଢେଙ୍କାନାଳ ଅଫିସ, ୫।୫ କରୋନା ପ୍ରଭାବିତ ଢେଙ୍କାନାଳ ଜିଲାକୁ ଅରେଞ୍ଜ ଜୋନ୍‌ରେ ରଖାଯାଇଛି। ଜିଲା ସଦରରେ ଜଣେ ମହିଳାଙ୍କ ନିକଟରୁ ଏପ୍ରିଲ୍‌ ୯ରେ କୋଭିଡ୍‌-୧୯ ଭୂତାଣୁଠାବ...

ଏଫଏମ୍‌ ବିଶ୍ୱବିଦ୍ୟାଳୟରେ ଅନ୍ତର୍ଜାତୀୟ ସମ୍ମିଳନୀ: ସାମିଲ୍‌ ହେଲେ ୭ ଦେଶର ପ୍ରତିନିଧି

ବାଲେଶ୍ୱର ଅଫିସ, ୧୪।୨-ବାଲେଶ୍ୱର ଫକୀରମୋହନ(ଏଫଏମ୍‌) ବିଶ୍ୱବିଦ୍ୟାଳୟରେ ସମାଜ ବିଜ୍ଞାନ ବିଭାଗ, ଭାରତୀୟ ସାମାଜିକ ବିଜ୍ଞାନ ଅନୁସନ୍ଧାନ ପରିଷଦ ଏବଂ ବିଶ୍ୱ ସମ୍ବନ୍ଧୀୟ ଭାରତୀୟ ପରିଷଦଙ୍କ ମିଳିତ...

ଚୋରି ପର୍ଦ୍ଦାଫାଶ: ୪ ଗିରଫ, ଟଙ୍କା,ଅଳଙ୍କାର ଜବତ

କେସିଙ୍ଗା,୧୬।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର ୯ ନମ୍ବର ୱାର୍ଡର ମଧୁ ଠାକୁରଙ୍କ ଘରେ ଶୁକ୍ରବାର ରାତିରେ ଚୋରି ହୋଇଥିଲା। ଏ ନେଇ ଶନିବାର କେସିଙ୍ଗା...

ସିଆଇଆଇ ଦ୍ୱାରା ଟାଟା ଷ୍ଟିଲ ସମ୍ମାନିତ

ଓଡ଼ାପଡ଼ା,୨୯ା୨(ଡି.ଏନ.ଏ) – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ନରେନ୍ଦ୍ରପୁରଠାରେ ଥିବା ଟାଟାଷ୍ଟିଲ ବିଏସ୍‌ଏଲ୍‌କୁ ଭାରତୀୟ ଶିଳ୍ପ ମହାସଂଘ(ସିଆଇଆଇ) ଓଡ଼ିଶା ଶାଖାର ଭୁବନେଶ୍ୱରଠାରେ ଆୟୋଜିତ ବାର୍ଷିକ ଉତ୍ସବ...

Leave a comment

Your email address will not be published. Required fields are marked *