ଆତ୍ମହତ୍ୟା ପାଇଁ ଗିଳିଥିଲେ ଟୁଥ୍‌ବ୍ରସ୍‌: ୨୦ ବର୍ଷ ପରେ ଅପରେଶନ୍‌ରେ ବାହାରିଲା

ବେଜିଂ,୧୩।୮: ଚାଇନାରେ ଜଣେ ବ୍ୟକ୍ତିଙ୍କ ପେଟରୁ ଏକ ଟୁଥ୍‌ବ୍ରସ୍‌ ବାହାର କରାଯାଇଛି। ପେଟରେ ଲଗାତାର ଯନ୍ତ୍ରଣା ହେବାରୁ ଡାକ୍ତର ଅପରେଶନ କରି ଏହାକୁ ବାର କରିଛନ୍ତି। ସ୍ଥାନୀୟ ଡୁଆଙ୍ଗ୍‌ଡୋଙ୍ଗ୍‌ ପ୍ରଦେଶର ଶେନ୍‌ଜେନ୍‌ ଅଞ୍ଚଳରେ ୫୧ ବୟସ୍କ ଲି ଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଲିଙ୍କୁ ଯେତେବେଳେ ୩୧ ବର୍ଷ ହୋଇଥିଲା କୌଣସି କାରଣରୁ ସେ ମାନସିକ ସନ୍ତୁଳନ ହରାଇ ଆତ୍ମହତ୍ୟା ଲାଗି ଟୁଥ୍‌ ବ୍ରସ୍‌ ଗିଳି ଦେଇଥିଲେ। ପେଟରେ ଯନ୍ତ୍ରଣା ହେବାରୁ ତାଙ୍କର ୨୦ ବର୍ଷ ତଳ ଘଟଣା ମନେ ପଡ଼ିଥିଲା। ଏହାପରେ ସେ ଡାକ୍ତରଙ୍କ ସହିତ ପରାମର୍ଶ କରିଥିଲେ।


All Right Reserved By

୮ ମାସର ପିଲାର ନାଁ ରଖିଲେ ଗୁଗୁଲ: ମିଳିଲା ଓ୍ବାର୍ଲଡ ଷ୍ଟ୍ରଙ୍ଗେଷ୍ଟ ନେମ ଆଓ୍ବାର୍ଡ

ଜାକର୍ତ୍ତା,୧।୭: ପିଲାଙ୍କ ନାମକରଣକୁ ନେଇ ପିତାମାତା ସବୁବେଳେ ଭିନ୍ନ କିଛି ଚିନ୍ତା କରିଥାଆନ୍ତି। ହେଲେ ଇଣ୍ଡୋନେସିଆର ଜଣେ ଦମ୍ପତି ନିଜ ୮ ମାସର ପିଲାର ନାଁ...

ଏକ ଛତ୍ରବାଦୀ ଶାସକ କିମ୍‌ କଲେ ଉତ୍ତରକୋରିଆ ସମ୍ବିଧାନ ସଂଶୋଧନ: ହେଲେ ଦେଶର ସର୍ବୋଚ୍ଚ ଅଧିକାରୀ

ପୋୟାଙ୍ଗ୍‌ୟାଙ୍ଗ୍‌,୧୧।୭: ଉତ୍ତରକୋରିଆର ଏକ ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌-ଉନ୍‌ ଗୁରୁବାର ଦେଶର ସମ୍ବିଧାନ ସଂଶୋଧନ କରିଛନ୍ତି। ଏହାଦ୍ୱାରା କିମ୍‌ ଦେଶର ସର୍ବୋଚ୍ଚ ଅଧିକାରୀ ଭାବେ ଏବେ...

ଚାଳକ ବିହିନ ହେଲିକପ୍ଟରର ପରୀକ୍ଷଣ କଲା ଚାଇନା

ବେଜିଂ,୨୧।୬: ଚାଇନା ଏକ ଚାଳକ ବିହିନ ହେଲିକପ୍ଟରର ପରୀକ୍ଷଣ କରିଛି। ଶୁକ୍ରବାର ଚାଇନାର ସରକାରୀ ଗଣମାଧ୍ୟମ ଏହି ସୂଚନା ଦେଇଛି। ପ୍ରଥମ ଥର ଏହି ଚାଳକ...

ଯୌନ ନିର୍ଯାତନା ସହିପାରିଲେନି ୧୭ବର୍ଷୀୟ ଯୁବତୀ: ମାଗିଲେ ଇଚ୍ଛାମୃତ୍ୟୁ

ପିଲାଦିନେ ବାରମ୍ବାର ବଳାତ୍କାର ଯନ୍ତ୍ରଣା ସହିଆସୁଥିବା ଯୁବତୀ ଶେଷରେ ମୃତ୍ୟୁର ବାଟ ଆପଣାଇଛନ୍ତି। ନେଦରଲାଣ୍ଡରେ ଘଟିଛି ଏଭଳି ଅଭାବନୀୟ ଘଟଣା। ୧୧ ବର୍ଷ ବୟସର ହୋଇଥିବାବେଳେ...

ଜୟଶଙ୍କର ଶ୍ରେଷ୍ଠ କୂଟନୀତିଜ୍ଞ

ଓ୍ବାଶିଂଟନ,୯ା୬(ପି.ଟି.): ଭାରତର ନୂଆ ବହିର୍ବ୍ୟାପାର ମନ୍ତ୍ରୀ ଭାବେ ଏସ୍‌. ଜୟଶଙ୍କରଙ୍କ ନିଯୁକ୍ତିକୁ ଆମେରିକାର କେତେଜଣ ପୂର୍ବତନ କୂଟନୀତିଜ୍ଞ ତଥା ବିଦେଶ ନୀତି ବିଶେଷଜ୍ଞ ପ୍ରଶଂସା କରିଛନ୍ତି।...

ଟ୍ରାନ୍ସଜେଣ୍ଡରଙ୍କୁ ମିଳିଲା ପ୍ରଥମ ମିସ୍‌ ମେକ୍ସିକୋ ମୁକୁଟ

ମେକ୍ସିକୋ ସିଟି,୩୦।୭: ମେକ୍ସିକୋରେ ପ୍ରଥମଥର ଲାଗି ଜଣେ ଟ୍ରାନ୍ସଜେଣ୍ଡରଙ୍କୁ ମିସ୍‌ ମେକ୍ସିକୋ ୨୦୧୯ ମୁକୁଟ ମିଳିଛି। କାଲିଫର୍ନିଆ ଓ ମେକ୍ସିକୋ ସିଟିର ମିସ୍‌ଙ୍କୁ ହରାଇ ଇଓ୍ବାନା...

ଶ୍ରଲଙ୍କା ଆକ୍ରମଣରେ ଅଳ୍ପକେ ବର୍ତ୍ତିଲେ ଏହି ଭାରତୀୟ ଅଭିନେତ୍ରୀ

କଲମ୍ବୋ,୨୨।୪: ଇଷ୍ଟର ଉତ୍ସବ ସମୟରେ ରବିବାର ଶ୍ରୀଲଙ୍କାର ସିଲସିଲେବାରରେ ସିରିଏଲ ବିସ୍ଫୋରଣ ହୋଇଛି। ରାଜଧାନୀ କଲମ୍ବୋ ସହ ଉପକୂଳୀୟ ସହର ନେଗେମ୍ବୋ ଓ ବାଟିକଲା ସମେତ...

ଇସ୍ରାଏଲ୍‌ ନିର୍ବାଚନରେ ମୋଦି ପୋଷ୍ଟର

ତେଲ୍‌ ଆଭିଭ୍‌,୨୯ା୭(ପି.ଟି.): ସେପ୍ଟେମ୍ବର ୧୭ରେ ଇସ୍ରାଏଲ୍‌ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଭୋଟରଙ୍କୁ ପ୍ରଭାବିତ କରିବା ଲାଗି ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଲିକୁଡ୍‌ ପାର୍ଟି ତେଲ୍‌...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *