ରାମମନ୍ଦିର ପାଇଁ ଅଯୋଧ୍ୟାରେ ପହଞ୍ଚିଲା ୬୧୩ କିଲୋଗ୍ରାମ ଓଜନର ଘଣ୍ଟି; ୮ କିମି ପର୍ଯ୍ୟନ୍ତ ଶୁଭିବ ଧ୍ୱନି

ଅଯୋଦ୍ଧା, ୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରାମେଶ୍ୱରମରୁ ବାହାରିଥିବା ରାମରଥ ଯାତ୍ରା ୪,୫୫୫ କିଲୋମିଟର ଅତିକ୍ରମ କରି ଅଯୋଧ୍ୟାରେ ପହଞ୍ଚିଛି। ଏହି ଯାତ୍ରାରେ ୧୮ ଜଣିଆ ଏକ ଦଳ ସାଥୀରେ ୬୧୩ କିଲୋଗ୍ରାମ ଓଜନର ଏକ ବିଶାଳ ଘଣ୍ଟି ସହ ରାମ, ସୀତା, ଲକ୍ଷ୍ମଣ, ହନୁମାନଙ୍କ ସହିତ ଶ୍ରୀଗଣେଶଙ୍କ ମୂର୍ତ୍ତି ନେଇ ଆସିଛନ୍ତି।

ଏହି ଅବସରରେ ରାମ ରଥ ଯାତ୍ରା କାଉନସିଲ ପକ୍ଷରୁ ୬୧୩ କିଲୋର ଏହି ଘଣ୍ଟି ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ସଦସ୍ୟଙ୍କୁ ପ୍ରଦାନ କରାଯାଇଥିଲା। ଏଥିସହିତ ପ୍ରଭୁ ରାମଙ୍କ ସମେତ ଅନ୍ୟାନ୍ୟ ମୂର୍ତ୍ତି ମଧ୍ୟ ହସ୍ତାନ୍ତର କରାଯାଇଥିଲା। କାଉନସିଲର ସାଧାରଣ ସମ୍ପାଦିକା ରାଜଲକ୍ଷ୍ମୀ ମନ୍ଦା କହିଛନ୍ତି, ୫୦୦ ବର୍ଷର ଦୀର୍ଘ ସଂଘର୍ଷ ପରେ ରାମ ମନ୍ଦିର ସ୍ବପ୍ନ ସାକାର ହେବାକୁ ଯାଉଛି। ତେଣୁ ଆଇନ ଅଧିକାର ପରିଷଦ ପକ୍ଷରୁ ବ୍ରୋଞ୍ଜ ନିର୍ମିତ ୬୧୩ କିଲୋର ଘଣ୍ଟି ଟ୍ରଷ୍ଟକୁ ପ୍ରଦାନ କରାଯାଉଛି। ଏହି ଘଣ୍ଟାର ବିଶେଷତ୍ୱ ହେଉଛି ଏଥିରୁ ବାହାରୁଥିବା ‘ଓମ୍‌’ ଧ୍ୱନି ୮ କିମି ଦୂର ପର୍ଯ୍ୟନ୍ତ ଅନୁଭବ ହେବ ଏବଂ ପରିବେଶକୁ ଭକ୍ତିମୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

କଏଦୀଙ୍କର ବୈବାହିକ ସମ୍ପର୍କର ମୌଳିକ ଅଧିକାର ନାହିଁ, ହାଇକୋର୍ଟଙ୍କ ରାୟ…

ଚେନ୍ନାଇ, ୨୭।୧ : କଏଦୀଙ୍କ ମୌଳିକା ଅଧିକାର ନେଇ ମାଡ୍ରାସ ହାଇକୋର୍ଟ ଏକ ରାୟରେ ଦୁଇଟି ପ୍ରଶ୍ନର ଉତ୍ତର ଦେଇଛନ୍ତି। ଦୋଷୀ ସାବ୍ୟସ୍ତ କଏଦୀଙ୍କୁ ବୈବାହିକ...

କାର୍‌ ଛାତ ଭାଙ୍ଗି ପଶିଲା ବ୍ଲାଷ୍ଟିଂ ପଥର: ଘଟଣାସ୍ଥଳରେ ବ୍ୟକ୍ତିଙ୍କ ମୃତ୍ୟୁ

ଭୋପାଳ,୧୫।୧୦: କୁହାଯାଏ ମୃତ୍ୟୁ କେଉଁଠାରେ ଓ କିଭଳି ଆସିବ ତାହା କେହି ଭାବି ବି ନ ଥିବେ। କିଛି ଏଭଳି ଘଟଣା ସାମ୍ନାକୁ ଆସିଛି ମଧ୍ୟପ୍ରଦେଶରୁ।...

ହସ୍ପିଟାଲରୁ ଘରକୁ ଫେରି ପୁଅକୁ କୋଳେଇ ପାରିଲେନି ଡାକ୍ତର, ଭିଡିଓ ଦେଖିଲେ ଆଖିରେ ରହିବନି ଲୁହ

ରିୟାଦ: କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ଏହି ପରିସ୍ଥିତିରେ ଡାକ୍ତରମାନେ ରୋଗୀଙ୍କ ଜୀବନ ରକ୍ଷା କରିବା ପାଇଁ ନିଜ ଜୀବନକୁ ବାଜି...

ଗଗନୟାନ ଲାଗି ପ୍ରସ୍ତୁତି ଜୋର୍‌ଦାର

ବେଙ୍ଗାଲୁରୁ, ୭ା୯(ପି.ଟି.) : ଚନ୍ଦ୍ରୟାନ-୨ ପରେ ଗଗନୟାନ ଲାଗି ଭାରତର ପ୍ରସ୍ତୁତି ଜୋର୍‌ ଧରିବାରେ ଲାଗିଛି। ଏଥିଲାଗି ପ୍ରଥମ ପର୍ଯ୍ୟାୟରେ ଭାରତୀୟ ମହାକାଶଚାରୀଙ୍କ ଚୟନ ଶେଷ...

ନଏଡାରେ ସୁସ୍ଥ ହୋଇଥିବା ୨ବ୍ୟକ୍ତି ପୁଣି କରୋନା ପଜିଟିଭ୍‌

ନଏଡା,୧୩।୪: ଉତ୍ତରପ୍ରଦେଶର ଗୌତମ ବୁଦ୍ଧ ନଗର ଜିଲାର ୨ଜଣ ବ୍ୟକ୍ତି କରୋନାରେ ସୁସ୍ଥ ହେବା ପରେ ପୁଣି ଥରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏହାପରେ ସେମାନଙ୍କୁ...

ସାମାନ୍ୟ ଅସାବଧାନତା ପାଇଁ ପୋଲ ତଳକୁ ଖସିଲା କାର୍‌: ଭିଡିଓ ଭାଇରାଲ

ନଓ୍ବୋଡି,୨୯।୧୦: ମଧ୍ୟ ପ୍ରଦେଶର ନଓ୍ବୋଡି ଜିଲାରୁ ଆସିଥିବା ଏକ ଭିଡିଓ ଏବେ ସମସ୍ତଙ୍କୁ ବିଚଳିତ କରିଛି। ଟିକେ ଅସାବଧାନତା ଓ ଦ୍ରୁତ ଗତି ୫ ଜଣଙ୍କ...

ରୁଷିଆ ବିରୋଧୀ କଟକଣାରେ ସାମିଲ ହେଉ ଭାରତ: ଲିଜ୍‌ ଟ୍ରୁସ୍‌

ନୂଆଦିଲ୍ଲୀ,୧ା୪: ଏପ୍ରିଲରେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ଙ୍କ ସମ୍ଭାବ୍ୟ ଭାରତ ଗସ୍ତ ପୂର୍ବରୁ ଗୁରୁବାର ତାଙ୍କ ବହିର୍ବ୍ୟାପାର ସଚିବ ଲିଜ୍‌ ଟ୍ରୁସ୍‌ ଦିଲ୍ଲୀ ଆସିଛନ୍ତି। ସେ...

ଭାଙ୍ଗୁଛି ତୃଣମୂଳ ଗଡ଼: ବଢୁଛି ଦିଦିଙ୍କ ଚିନ୍ତା

କୋଲକାତା,୨୦।୧୨: ପଶ୍ଚିମବଙ୍ଗରେ ଭାଜପା ପକ୍ଷରୁ ରାଜ୍ୟ ଜୟ ଯୋଜନା ଜାରି ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହାଙ୍କ ମାଷ୍ଟର ପ୍ଲାନ୍‌...

Advertisement
Archives

Model This Week