Posted inଜାତୀୟ

ସୀମାରେ କିଛି ବି ଘଟଣା ଘଟିଲେ ପାକିସ୍ତାନକୁ ଏହାର ପରିଣାମ ଭୋଗିବାକୁ ପଡିବ: ସେନା ମୁଖ୍ୟ

ନୂଆଦିଲ୍ଲୀ,୧୩।୮: ପାକିସ୍ତାନର ଧମକକୁ ନେଇ ଏବେ ମୁହଁ ଖୋଲିଛନ୍ତି ଭାରତର ସେନାମୁଖ୍ୟ ବିପିନ ରାଓ୍ବତ। ମୋଦି ସରକାର ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୦ ହଟାଇବା ପରେ ପାକିସ୍ତାନର ବିଭିନ୍ନ ସମୟରେ ବିଭିନ୍ନ ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଯାହାର ପ୍ରଭାବ ଏବେ ସୀମାରେ ମଧ୍ୟ ଦେଖିବାକୁ ମିଳିଛି। ତେବେ ପାକିସ୍ତାନ ସେନା ସୀମାରେ ଭାରତ ଆଡକୁ ଅଗ୍ରସର ହେଉଥିବା ବେଳେ ସୀମାରେ ଥିବା ଏୟାରବେସ୍‌ରେ ପାକିସ୍ତାନ ତା’ର ଯୁଦ୍ଧ ବିମାନ ଆଣି ରଖିବା ଜଣାପଡିଛି। ଏହା ଜାଣିବା ପରେ ସେନାମୁଖ୍ୟ ବିପିନ ରାଓ୍ବତ କହିଛନ୍ତି, ପାକିସ୍ତାନ ଯଦି ସୀମା ପର୍ଯ୍ୟନ୍ତ ଆସିବାକୁ ଚାହୁଁଛି ତେବେ ଏହା ତା’ର ଇଚ୍ଛା କିନ୍ତୁ ଏହାର ପରିଣାମ ତାକୁ ଭୋଗିବାକୁ ପଡିବ।


All Right Reserved By Dharitri.Com

ହସ୍ପିଟାଲରେ ରୋଗୀଙ୍କୁ ପିଟିଲେ ଡାକ୍ତର: ଭିଡିଓ ଭାଇରାଲ

ଜୟପୁର,୪।୬: ରାଜସ୍ଥାନ ଜୟପୁରର ସଓ୍ବାଇ ମାନସିଂ ହସ୍ପିଟାଲରେ ଜଣେ ଡାକ୍ତର ରୋଗୀଙ୍କୁ ପିଟିବାର ଭିଡିଓ ଭାଇରାଲ ହୋଇଛି। ସୋମବାର ଏହି ଭିଡିଓ ଭାଇରାଲ ହେବାପରେ ରାଜସ୍ଥାନ...

ପଶ୍ଚିମବଙ୍ଗରେ ସ୍ଲୋଗାନ ଯୁଦ୍ଧ

କୋଲକାତା,୬ା୬: ଲୋକ ସଭା ନିର୍ବାଚନ ଶେଷ ହୋଇଥିଲେ ମଧ୍ୟ ପଶ୍ଚିମବଙ୍ଗରେ ଶାସକ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏବଂ ଭାଜପା ମଧ୍ୟରେ ବିବାଦ ଶେଷ ହେବାର ନାଁ ନେଉନାହିଁ।...

ପ୍ରକାଶ ପାଇଲା ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ

ନୂଆଦିଲ୍ଲୀ,୨।୫: ପ୍ରକାଶ ପାଇଛି ସିବିଏସ୍‌ଇ ପରିଚାଳିତ ଦ୍ୱାଦଶ ପରୀକ୍ଷା ଫଳ। ଏଥିରେ ହଂସିକା ଶୁକ୍ଳା ଓ କରିସ୍ମା ଆରୋରା ଯୁଗ୍ମ ଭାବେ ସର୍ବାଧିକ ୪୯୯ ନମ୍ବର...

କରୋନା କବଳରେ ୧୨୧ ଦେଶ

ନୂଆଦିଲ୍ଲୀ,୧୨ା୩: ଚାଇନାର ଉହାନ ସହରରେ ପ୍ରଥମେ ଦେଖାଦେଇଥିବା ମାରାତ୍ମକ କରୋନା ଭୂତାଣୁ ଏବେ ୧୨୧ ଦେଶକୁ ବ୍ୟାପିଲାଣି। ଏଥିରେ ମୋଟ ୧,୨୧,୭୩୮ ଜଣ ସଂକ୍ରମିତ ହୋଇଥିବାବେଳେ...

ପୁସ୍ତକ ‘ଦି ଆବ୍‌ସେଣ୍ଟ ଡାଇଲଗ୍‌’ରେ ଯୁକ୍ତି: ସଶସ୍ତ୍ର ବଳର ନେତୃତ୍ୱ ନେବାରେ ସକ୍ଷମ ନ ଥିଲେ ନେହେରୁ

ନୂଆଦିଲ୍ଲୀ: ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ସଶସ୍ତ୍ର ବଳର ନେତୃତ୍ୱ ନେବାକୁ ସକ୍ଷମ ନ ଥିଲେ ଅଥବା ତାକୁ ଦକ୍ଷତାର ପରିଚଳାନା କରି ନ...

ବ୍ୟାପମ୍‌ ଦୁର୍ନୀତି: ୩୧ ଜଣଙ୍କୁ ଜେଲ

ନୂଆଦିଲ୍ଲୀ,୨୬ା୧୧: ମଧ୍ୟପ୍ରଦେଶର ବହୁଚର୍ଚ୍ଚିତ ବ୍ୟାପମ୍‌ ନିଯୁକ୍ତି ଦୁର୍ନୀତି ମାମଲାରେ ସ୍ବତନ୍ତ୍ର ସିବିଆଇ କୋର୍ଟ ୩୧ ଜଣଙ୍କୁ ଜେଲଦଣ୍ଡାଦେଶ ଦେଇଛନ୍ତି। ଗ୍ବାଲିୟରର ପ୍ରଦୀପ ତ୍ୟାଗୀଙ୍କୁୁ ୧୦ ବର୍ଷ...

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ରାଜସ୍ଥାନ ହାଇକୋର୍ଟଙ୍କ ଝଟକା: ମିଳିବନି ଆଉ ଆଜୀବନ ସରକାରୀ ସୁବିଧା ସୁଯୋଗ

ଜୟପୁର,୪।୯: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ରାଜସ୍ଥାନ ହାଇକୋର୍ଟଙ୍କ ନିଷ୍ପତ୍ତି ଯୋଗୁ ଏକ ବଡ଼ ଝଟକା ଲାଗିଛି। ଏଣିକି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଆଉ ଆଜୀବନ ବିଭିନ୍ନ ସରକାରୀ ସୁବିଧା...

ଯାତ୍ରା ହେବ ସୁରକ୍ଷିତ: ଟ୍ରେନ୍‌ରେ ଲାଗିବ ବ୍ଲାକ୍‌ ବକ୍ସ୍‌

ନୂଆଦିଲ୍ଲୀ,୨୫।୭: ଟ୍ରେନ୍‌ ଯାତ୍ରାକୁ ସୁରକ୍ଷିତ କରିବା ଲାଗି ସରକାରଙ୍କ ପକ୍ଷରୁ ନୂଆ ଯୋଜନା ପ୍ରସ୍ତୁତ କରାଯାଇଛି। ଏଣିକି ପ୍ରତି ଟ୍ରେନ୍‌ରେ ବିମାନ ଭଳି ବ୍ଲାକ୍‌ ବକ୍ସ୍‌...

Leave a comment

Your email address will not be published. Required fields are marked *