Posted inଜାତୀୟ

ଭାଜପା ହାତ ଧରିଲେ ୧୦ ଏସ୍‌ଡିଏଫ୍‌ ବିଧାୟକ

ନୂଆଦିଲ୍ଲୀ,୧୩।୮: ସିକ୍କିମ ଡେମୋକ୍ରାଟିକ ଫ୍ରଣ୍ଟ(ଏସ୍‌ଡିଏଫ୍‌)ର ୧୦ ଜଣ ବିଧାୟକ ମଙ୍ଗଳବାର ଭାଜପାରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀରେ ଥିବା ଦଳର ମୁଖ୍ୟ କାର୍ଯ୍ୟାଳୟରେ ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା ଓ ସାଧାରଣ ସଚିବ ରାମ ମାଧବଙ୍କ ଉପସ୍ଥିତିରେ ଏମାନେ ଭାଜପାରେ ଯୋଗ ଦେଇଛନ୍ତି। ସୂଚନାଯୋଗ୍ୟ, ଏମାନେ ମାଧବଙ୍କ ସହ କିଛିଦିନ ତଳେ ସାକ୍ଷାତ୍‌ କରିଥିବା ବେଳେ ମଙ୍ଗଳବାର ଦଳ ଛାଡି ଭାଜପା ହାତ ଧରିଛନ୍ତି। ଏସ୍‌ଡିଏଫ୍‌ ଏକ ଆଞ୍ଚଳିକ ଦଳ ହୋଇଥିବା ବେଳେ ୧୯୯୩ରେ ଚାମଲିଙ୍ଗଙ୍କ ଦ୍ୱାରା ପ୍ରତିଷ୍ଠା କରାଯାଇଥିଲା।


All Right Reserved By Dharitri.Com

ଶ୍ରୀନଗରରୁ ଦିଲ୍ଲୀ ବିମାନ ଟିକେଟ ଆକାଶ ଛୁଆଁ: ବଢ଼ିଲା ୫ ଗୁଣା

ଶ୍ରୀନଗର,୩।୮: କେନ୍ଦ୍ର ସରକାର ଶୀଘ୍ର ଜମ୍ମୁ-କଶ୍ମୀର ଛାଡ଼ିବା ଲାଗି ନିର୍ଦ୍ଦେଶ ଜାରି କରିଛନ୍ତି। ଫଳରେ ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଏହାକୁ...

ଭାଜପା ଏମ୍‌ପିଙ୍କ ‘ପାଠଶାଳା’ରେ କାହିଁକି ପଛରେ ବସିଲେ ମୋଦି

ନୂଆଦିଲ୍ଲୀ,୩।୮: ଭାଜପା ଏମ୍‌ପିଙ୍କ ପାଇଁ ଶନିବାର ଆୟୋଜିତ ପାଠଶାଳା ବା ଅଭ୍ୟାସ ବର୍ଗ କାର୍ଯ୍ୟକ୍ରମରେ ରାଜ୍ୟ ସଭା ଓ ଲୋକ ସଭାର ପ୍ରାୟ ସମସ୍ତ ଏମ୍‌ପି...

ସିନେଟରଙ୍କ ସ୍ତ୍ରୀଙ୍କୁ ଭୁଲ ମାଗିଲେ ମୋଦି

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୩।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି ରବିବାର ଆମେରିକାର ହ୍ୟୁଷ୍ଟନଠାରେ ‘ହାଓଡି ମୋଦି’ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ତେବେ ବିଶ୍ୱରେ ମୋଦିଙ୍କ ଲୋକପ୍ରିୟତା କାହାକୁ ଅଛପା ନାହିଁ। ବ୍ୟବହାର...

ଭାରତ ଲୋକ ସଭା ନିର୍ବାଚନର ଲାଇଭ୍‌ ଅପ୍‌ଡେଟ୍‌ ଦେଉଛି ପାକିସ୍ତାନ ଗଣମାଧ୍ୟମ

ନୂଆଦିଲ୍ଲୀ,୧୮।୪: ଭାରତରେ ହେଉଥିବା ଲୋକ ସଭା ନିର୍ବାଚନକୁ ନେଇ ବିଶ୍ୱର ଅନ୍ୟ ଦେଶ ତୁଳନାରେ ପାକିସ୍ତାନର ଆଗ୍ରହ ଖୁବ୍‌ ଅଧିକ ଥିବା ପରିଲକ୍ଷିତ ହୋଇଛି। କାରଣ...

କାମ ଦେଲା ମୋଦି-ଶାହଙ୍କ ମାଷ୍ଟ୍ରର ଷ୍ଟ୍ରୋକ୍‌

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତିରେ ଅଚାନକ ରାଜନୈତିକ ସମୀକରଣ ବଦଳି ଯାଇଛି। ପୁଣିଥରେ ଦେବେନ୍ଦ୍ର ଫଡ଼ନବିସ ମୁଖ୍ୟମନ୍ତ୍ରୀ ଡୋର ଧରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ...

ଏକ୍‌ଜିଟ୍‌ ପୋଲ୍‌ ଭୁଲ୍‌ ସାବ୍ୟସ୍ତ ହେଲା: ଖଟ୍ଟରଙ୍କୁ ଦିଲ୍ଲୀ ଡାକରା

ଚଣ୍ଡିଗଡ଼,୨୪।୧୦: ହରିୟାଣା ବିଧାନସଭା ନିର୍ବାଚନର ଭୋଟ ଗଣତି ଜାରି ରହିଛି। ରାଜ୍ୟରେ ଭାଜପା ବହୁମତ ପାଇବା ଆଶା କ୍ଷୀଣ ହେବାରେ ଲାଗିଛି। ଏକ୍‌ଜିଟ୍‌ ପୋଲ୍‌ରେ ଭାଜପା...

ଭାରତରେ ବଡ଼ ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର: ଖଲିସ୍ତାନ ଆତଙ୍କବାଦୀ ସଂଗଠନକୁ ନେଇ କେକେଆର୍‌ଏଫ୍‌ ଗଠନ କଲା ଆଇଏସ୍‌ଆଇ

ଶ୍ରୀନଗର,୨୩।୧୦: ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ଷଡ଼ଯନ୍ତ୍ର ରଚାଯାଇଛି। ଏବେ ଆଇଏସ୍‌ଆଇ କଶ୍ମୀର-ଖଲିସ୍ତାନୀ ଆତଙ୍କବାଦୀ ସଂଗଠନର...

ଆର୍‌ଜେଡି ଛାଡ଼ିଲେ ଫାତ୍‌ମି

ପାଟନା,୧୮ା୪(ପି.ଟି.): ବରିଷ୍ଠ ଆରଜେଡି ନେତା ମହମ୍ମଦ ଅଲି ଅଶ୍ରଫ୍‌ ଫାତ୍‌ମି ବୁଧବାର ଦଳର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ତେଜସ୍ବୀ ଯାଦବଙ୍କ ବ୍ୟବହାରକୁ ନେଇ...

Leave a comment

Your email address will not be published. Required fields are marked *