Posted inଜାତୀୟ

ରାଜସ୍ଥାନ ରାଜ୍ୟ ସଭା ଉପ ନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ମନମୋହନ

ଜୟପୁର,୧୩।୮: ରାଜସ୍ଥାନ ରାଜ୍ୟ ସଭା ଉପ ନିର୍ବାଚନ ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଏବଂ ଉପମୁଖ୍ୟମନ୍ତ୍ରୀ ସଚିନ୍‌ ପାଇଲଟ୍‌ ଉପସ୍ଥିତ ଥିଲେ। ଭାଜପାର ମଦନ ଳାଲ୍‌ ସାହିନିଙ୍କ ମୃତ୍ୟୁ ପରେ ଏହି ଆସନ ଖାଲି ପଡ଼ିଥିଲା। ସୂଚନାଯୋଗ୍ୟ, ମନମୋହନ ସିଂ ୨୮ ବର୍ଷ ଧରି ରାଜ୍ୟ ସଭାକୁ ନିର୍ବାଚିତ ହୋଇ ଆସିଛନ୍ତି।


All Right Reserved By

ପରପାରିରେ ଭେଟେରାନ୍‌ କୋରିଓଗ୍ରାଫର ଭିରୁ ଦେବଗନ

ମୁମ୍ବାଇ,୨୭।୫: ବଲିଉଡ୍‌ ଦୁନିଆର ଭେଟେରାନ୍‌ ଆକ୍ସନ୍‌ କୋରିଓଗ୍ରାଫର ଭିରୁ ଦେବଗନଙ୍କ ସୋମବାର ପରଲୋକ ହୋଇଛି। ସୋମବାର ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ମୁମ୍ବାଇ...

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଜାରି ହେଲେ ଲାଭ ସହିତ କ୍ଷତି ବି ସହିବ ଭାଜପା !

ନୂଆଦିଲ୍ଲୀ,୧୦।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସାକୁ ନେଇ କେନ୍ଦ୍ର ସରକାର ଏଠାରେ ରାଷ୍ଟ୍ରପତି ଶାସନ ଜାରି କରିବାକୁ ଚିନ୍ତା କରୁଥିବା କେତେକ ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।...

ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡ଼ରୁ ବାଦ୍‌ ପଡ଼ିଲେ ସାଜିଦ୍‌:ବୋରିସ୍‌ ମୁଖ୍ୟ ଦାବିଦାର

ଲଣ୍ଡନ,୨୧।୬(ପି.ଟି./ଏ.ଏଫ୍‌.ପି.):ବ୍ରିଟେନ ପ୍ରଧାନମନ୍ତ୍ରୀ ଥେରେସା ମେ’ଙ୍କ ଇସ୍ତଫା ପରେ ତାଙ୍କ ପଦରେ କିଏ ଅବସ୍ଥାପିତ ହେବ ତାକୁ ନେଇ କଞ୍ଜର୍ଭେଟିଭ୍‌ ପାର୍ଟିରେ ଜୋର୍‌ଦାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି। ଏହି...

ରାଜ ବାବ୍ବରଙ୍କୁ ଦୌଡାଇ ଦୌଡାଇ ମାରିବାକୁ ଧମକ

ନୂଆଦିଲ୍ଲୀ,୧୬।୪; ଫତେପୁର ସିକ୍ରିରୁ ନିର୍ବାଚନ ଲଢୁଥିବା ବିଏସ୍‌ପି ନେତା ଗୁଡ୍ଡୁ ପଣ୍ଡିତଙ୍କର ଏକ ଭିଡ଼ିଓ ଏବେ ସାମ୍ନାକୁ ଆସିଛି। ଯେଉଁଥିରେ ସେ କଂଗ୍ରେସ ନେତା ରାଜ...

ଝାଡ଼ଖଣ୍ଡ ଭିଡ଼ହତ୍ୟା ମାମଲା: ୫ ଗିରଫ, ୨ ପୋଲିସ ନିଲମ୍ବିତ

ରାଞ୍ଚତ୍,୨୫।୬: ମୋଟରସାଇକେଲ ଚୋରି ଅଭିଯୋଗରେ ଝାଡଖଣ୍ଡର ଷଢ଼େଇକଳା ଖରସୁଆଁ ଅଞ୍ଚଳରେ ଜଣେ ମୁସଲିମ୍‌ ଯୁବକଙ୍କୁ ଉତ୍ତ୍ୟକ୍ତ ଲୋକେ ପିଟି ମାରିଦେବା ଘଟଣାରେ ପୋଲିସ ୫ ଜଣଙ୍କୁ...

ରବର୍ଟଙ୍କୁ କହିଲେ ପ୍ରିୟଙ୍କା:ତୁମେ ଏବେ ବି ମୋତେ ରାତ୍ରଭୋଜନରେ ନେଇ ଯାଇପାରିବ

ନୂଆଦିଲ୍ଲୀ, ୧୭।୭: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ବୁଧବାର ୨୨ବର୍ଷ ପୁରୁଣା ବିବାହ ବେଳର ଫଟୋ ଶେୟାର କରିଛନ୍ତି। ଏହି ଅବସରରେ ସ୍ବାମୀ ରବର୍ଟ ଭଦ୍ରାଙ୍କୁ...

ବିଦ୍ରୋହୀଙ୍କୁ ଅଯୋଗ୍ୟ ଘୋଷଣା କର: କଂଗ୍ରେସ

ବେଙ୍ଗାଲୁରୁ,୧୦ା୭(ପି.ଟି.): କର୍ନାଟକରେ ଶାସକ ମେଣ୍ଟ ସରକାରକୁ ବଞ୍ଚାଇବା ପାଇଁ କଂଗ୍ରେସ ମଙ୍ଗଳବାର ବାଚସ୍ପତିଙ୍କ ହସ୍ତକ୍ଷେପ ଲୋଡ଼ିଛି। ବିଦ୍ରୋହୀ ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା ପାଇଁ ଦଳ ଦାବି...

ଯୁବକ ସମୟରେ କରିଥିଲେ ଅପରାଧ; ବୃଦ୍ଧାବସ୍ଥାରେ ପଡ଼ିଲେ ଧରା

ଝାବୁଆ,୧୭।୪: କୁହାଯାଏ ସତ କେବେ ଲୁଚି ରହେନା। ଏହାର ଏକ ଉଦାହରଣ ମଧ୍ୟପ୍ରଦେଶ ଝାବୁଆ ଜିଲାରେ ଦେଖିବାକୁ ମିଳିଛି। ଯୁବକ ସମୟରେ ଅପରାଧ କରି ଜଣେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *