Posted inଜାତୀୟ

ଦିଲ୍ଲୀ ଗୁରୁଦ୍ୱାରରେ ପ୍ରସାଦ ବଦଳରେ ବଣ୍ଟାଯିବ ଚାରା

ନୂଆଦିଲ୍ଲୀ, ୧୩।୮:ଦିଲ୍ଲୀରେ ଥିବା ଗୁରୁଦ୍ୱାରରେ ଭକ୍ତଙ୍କୁ ପ୍ରସାଦ ବଦଳରେ ଚାରା ବଣ୍ଟାଯିବ। ଗୁରୁଦ୍ୱାରା କମିଟି ପକ୍ଷରୁ ସ୍କୁଲ ଏବଂ କଲେଜ୍‌ ଛାତ୍ରୀଛାତ୍ରଙ୍କୁ ଚାରା ପ୍ରଦାନ କରାଯିବାର ବ୍ୟବସ୍ଥା କରାଯାଇଛି। ଫଳରେ ସେମାନେ ଚାରା ଲଗାଇବା ସହ ତାହାର ଧ୍ୟାନ ବି ରଖିପାରିବେ। ଗୁରୁ ନାନକ ଦେବ ସବୁବେଳେ ପ୍ରକୃତିକୁ ଭଲ ପାଉଥିଲେ। ତାଙ୍କ ୫୫୦ତମ ଜୟନ୍ତୀଠାରୁ ଏଭଳି କାର୍ଯ୍ୟ ଆରମ୍ଭ କରାଯିବ ବୋଲି ଗୁରୁଦ୍ୱାରା କମିଟି ପକ୍ଷରୁ କୁହାଯାଇଛି।


All Right Reserved By Dharitri.Com

ସ୍ବାଧିନ ପ୍ରାର୍ଥୀଙ୍କ ଉପରେ ଭାଜପା ଚାପ ପକାଉଥିବା ଅଭିଯୋଗ

ରୋହତକ,୨୪।୧୦: ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ଏଠାରେ ୯୦ ଆସନ ପାଇଁ ହୋଇଥିବା ନିର୍ବାଚନରେ ଭାଜପା ଓ କଂଗ୍ରେସ ବିଜୟ...

ସ୍ବାମୀଙ୍କ ସହ ମୋବାଇଲରେ କଥା ହୋଇ ସାପ ଉପରେ ବସିପଡିଲେ ମହିଳା

ଗୋରଖପୁର,୮।୯: ହରିୟାଣା ଗୋରଖପୁର ରିୟାବ ଗାଁର ଗୀତା ନାମକ ଜଣେ ମହିଳା ମୋବାଇଲ ଫୋନରେ କଥା ହୋଇ ସାପ ଉପରେ ବସି ପଡିବା ଏବେ ଚର୍ଚ୍ଚାର...

ପିଓକେକୁ ମୁକୁଳାଇ ଭାରତରେ ସାମିଲ କରିବା ମୋର ଲକ୍ଷ୍ୟ: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୧୯।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଓ ୩୫(ଏ) ଉଚ୍ଛେଦ କରାଯିବା ପରେ ଏବେ ପାଳି ପାକ୍‌ ଅଧିକୃତ କଶ୍ମୀର(ପିଓକେ)ର। ଖୁବ୍‌ ଶୀଘ୍ର ଏହାକୁ ମୁକୁଳାଇ ଭାରତରେ...

ଇଦ୍‌ରେ ଆକ୍ରମଣ ଆଶଙ୍କା: ଆଲର୍ଟ ଜାରି କଲା ଗୋଇନ୍ଦା ବ୍ୟୁରୋ

ନୂଆଦିଲ୍ଲୀ/ଶ୍ରୀନଗର,୧୨ା୮,(ପି.ଟି./ଆଇଏଏନ୍‌ଏସ୍‌): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ଭାରତ ବିରୋଧରେ ବିଷ ଓଗାଳୁଥିବା ପାକିସ୍ତାନ ରଚିଛି...

ବରିଷ୍ଠ ନେତାଙ୍କ ଉପରେ ବର୍ଷିଲେ ରାହୁଲ: କହିଲେ, ପୁଅ ମୋହ ଯୋଗୁ ଆଜି ଦଳର ଏଭଳି ଅବସ୍ଥା

ନୂଆଦିଲ୍ଲୀ: କ୍ରମାଗତ ଦୁଇ ଦୁଇଟା ସାଧାରଣ ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସ ପାର୍ଟି ଶନିବାର ଏକ ମାରାଥନ କାର୍ଯ୍ୟକାରିଣୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ଆତ୍ମଚିନ୍ତନ...

ଭାରତଠାରୁ ଦୀପାବଳି ମିଠା ନେଲା ନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୨୩।୧୦:ଦୀପାବଳି ପୂର୍ବରୁ ଭାରତ ଏବଂ ପାକିସ୍ତାନ ସୀମାରେ ପୁଣି ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରୁଥିବାବେଳେ ଏହାର ଉଚିତ୍‌ ଜବାବ...

୧୫୦ ଭାରତୀୟ ବିମାନ ଯାତ୍ରୀଙ୍କୁ ବଞ୍ଚାଇଲେ ପାକିସ୍ତାନ ଏୟାର ଟ୍ରାଫିକ୍‌ କଣ୍ଟ୍ରୋଲର

ଜୟପୁର,୧୬।୧୧: ପାକିସ୍ତାନର ଜଣେ ଏୟାର ଟ୍ରାଫିକ୍‌ କଣ୍ଟ୍ରୋଲର ୧୫୦ ଭାରତୀୟ ବିମାନ ଯାତ୍ରୀଙ୍କୁ ବଞ୍ଚାଇଛନ୍ତି। ଏହା ସହିତ ସେ ବିମାନକୁ ସୁରକ୍ଷିତ ଭାବେ ଯାତ୍ରା କରିବାରେ...

ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ସାଧାରଣ ଜନତାଙ୍କୁ ଭେଟିଲେ ଚୌତାଲା

ସିରସା,୨୮।୧୦: ଜନନାୟକ ଜନତା ପାର୍ଟି(ଜେଜେପି)ର ମୁଖ୍ୟ ଦୁଷ୍ୟନ୍ତ ଚୌତାଲା ହରିୟାଣାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ସେ ତାଙ୍କ ନିର୍ବାଚନ ମଣ୍ଡଳି ଗସ୍ତ...

Leave a comment

Your email address will not be published. Required fields are marked *