ପୋଲିସ ଏଆଇଜି ହେଲେ ସୁଶୀଲ ମିଶ୍ର

ଭବାନୀପାଟଣା,୧୩।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସୁଶୀଲ ମିଶ୍ରଙ୍କୁ କଟକ ମୁଖ୍ୟାଳୟରେ ପୋଲିସ ଏଆଇଜି ଭାବରେ ମଙ୍ଗଳବାର ପଦୋନ୍ନତି ମିଳିଛି। ଗୃହ ବିଭାଗର ଚିଠି ନଂ. ୩୫୪୪୩/୮/୮/୨୦୧୯ରୁ ଏହା ଜଣାପଡିଛି। ତେବେ ପୂର୍ବରୁ ସୁଶୀଲ ଭୁବନେଶ୍ୱର ପୋଲିସ କମ୍ପ୍ୟୁଟର ବିଭାଗ ଏସ୍‌ପି ଭାବେ କାର୍ଯ୍ୟରତ ଥିଲେ।


All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର କାଠ ଜବତ, ୨ ଗିରଫ

ପାଲଲହଡ଼ା, ୧୫।୮(ଡି.ଏନ୍‌.ଏ.)-ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ସିବିଡ଼ା ସଂରକ୍ଷିତ ଜଙ୍ଗଲରୁ ମୂଲ୍ୟବାନ ଶାଳ କାଠ ଚାଲାଣ ବେଳେ ବନ ବିଭାଗର ଏକ ଟିମ୍‌ ଚଢ଼ାଉ କରି...

ପାଲା ମାଧ୍ୟମରେ ବିକାଶର ବାର୍ତ୍ତା

ଖଇରା, ୫।୩(ଡି.ଏନ.ଏ.)-ଗୁରୁବାର ଖଇରା ବ୍ଲକ ପରିସରରେ ବିଜୁ ପଟ୍ଟନାୟକ ଜୟନ୍ତୀ ଓ ପଞ୍ଚାୟତିରାଜ ଦିବସ ପାଳନ ଅବସରରେ ପାଲା ପରିବେଷଣ କରାଯାଇଥିଲା। ଯୁବ ପାଲାଗାୟକ ଛାୟାକାନ୍ତ...

ସାତସିମିଳିରେ ପାନୀୟ ଜଳ ସାତ ସପନ: ଅଚଳ ଜଳ ପ୍ରକଳ୍ପ, ଭାଙ୍ଗିଲାଣି ଷ୍ଟାଣ୍ଡପୋଷ୍ଟ

ନନ୍ଦପୁର,୪ା୧୨(ଡି.ଏନ୍‌.ଏ.)- କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା ପଞ୍ଚାୟତ ଅନ୍ତର୍ଗତ ସାତସିମିଳି ଗ୍ରାମରେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ଦ୍ୱାରା ନିର୍ମିତ ଜଳ ଯୋଗାଣ ପ୍ରକଳ୍ପ...

ପୋଚ ନଷ୍ଟ କଲେ ଗାଁ ମହିଳା

ସମ୍ବଲପୁର,୯ା୫(ବ୍ୟୁରୋ): ସମ୍ବଲପୁର ଜିଲା ଧମା ଥାନା ଅଞ୍ଚଳରେ ମଦ କାରବାର ଦିନକୁ ଦିନ ବଢି ଚାଲିଛି । ସମ୍ବଲପୁର ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ...

ବୈତରଣୀ ଚଉପଦି ଘାଟିରୁ ବସ୍ତାରେ ବନ୍ଧା ଅବସ୍ଥାରେ ଦୁଇ ମୃତଦେହ ଉଦ୍ଧାର

ପାଟଣା/ଚମ୍ପୁଆ,୮।୨(ସ୍ବ.ପ୍ର/ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାରିଆ ଥାନା ଅନ୍ତର୍ଗତ ବୈତରଣୀ ନଦୀର ଫୁଲକଁଳେଇ ଖଲି ଚଉପଦି ଘାଟିରେ ବସ୍ତାରେ ବନ୍ଧା ହୋଇଥିବା ଅବସ୍ଥାରେ ଶନିବାର ଦୁଇଟି ମୃତଦେହ...

ଗଣଶିକ୍ଷା ମନ୍ତ୍ରୀଙ୍କ ମାଟ୍ରିକ ପରୀକ୍ଷାକେନ୍ଦ୍ର ପରିଦର୍ଶନ

ନିମାପଡ଼ା ,୨୭ା୨(ଡି.ଏନ୍‌.ଏ.): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ନିମାପଡ଼ା ବ୍ଲକ ଅନ୍ତର୍ଗତ ନାଗବସ୍ତ ନୋଡାଲ ଉଚ୍ଚ ବିଦ୍ୟାଳୟ ମାଟ୍ରିକ ପରୀକ୍ଷା...

ପୁରୁଷୋତ୍ତମପୁରରେ ପହଞ୍ଚତ୍ଲେ ୬୨ ସୁରଟ ଫେରନ୍ତା

ପୁରୁଷୋତ୍ତମପୁର, ୨l୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ପଞ୍ଚାୟତର ଜଣେ ମହିଳାଙ୍କ ସମେତ ୬୨ ଜଣ ଶନିବାର ରାତି ପ୍ରାୟ ୧୧ଟାରେ ସୁରଟରୁ ବସ୍‌...

ପୋଲିସ ହସ୍ତକ୍ଷେପ ପରେ ସ୍କୁଲରୁ ଖୋଲିଲା ତାଲା

ଆରଡ଼ି,୨୮ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବାପୁଜୀ ନୋଡାଲ ହାଇସ୍କୁଲ କ୍ଲଷ୍ଟର ଅଧୀନ ବାଙ୍କସାହି ପ୍ରାଥମିକ ବିଦ୍ୟାଳୟରେ ବୁଧବାର କିଛି ଛାତ୍ରଙ୍କ ଅଭିଭାବକ ତାଲା ପକାଇ...

Leave a comment

Your email address will not be published. Required fields are marked *