Posted inଜାତୀୟ

ଯୁବକ ସମୟରେ କରିଥିଲେ ଅପରାଧ; ବୃଦ୍ଧାବସ୍ଥାରେ ପଡ଼ିଲେ ଧରା

ଝାବୁଆ,୧୭।୪: କୁହାଯାଏ ସତ କେବେ ଲୁଚି ରହେନା। ଏହାର ଏକ ଉଦାହରଣ ମଧ୍ୟପ୍ରଦେଶ ଝାବୁଆ ଜିଲାରେ ଦେଖିବାକୁ ମିଳିଛି। ଯୁବକ ସମୟରେ ଅପରାଧ କରି ଜଣେ ବ୍ୟକ୍ତି ବୃଦ୍ଧାବସ୍ଥାରେ ଧରାପଡ଼ିଛନ୍ତି। ୨୫ ବର୍ଷ ବୟସରେ  ତୋଲିଆ ବିନ୍ଦିଆ ଭୀଲ୍‌ ରାଜସ୍ଥାନର ଚିତୋରଗଡ଼ର ବେଙ୍ଗୁ ଅଞ୍ଚଳରେ ୧୯୮୦ରେ ଏକ ଚୋରି କରି ପୋଲିସ ଆଖିରେ ଧୁଳି ଦେଇ ମଧ୍ୟପ୍ରଦେଶ ଝାବୁଆ ପଳାଇ ଆସିଥିଲେ। ପିତମପୁରାରେଠାରେ ବାସ କରୁଥିଲେ। ଏବେ ଲୋକ ସଭା ନିର୍ବାଚନ ପାଇଁ ଅପରାଧୀଙ୍କ ତାଲିକା ଯାଞ୍ଚ୍‌ ସମୟରେ ୩୯ ବର୍ଷ ପରେ ପୋଲିସ ତୋଲିଆଙ୍କୁ ଗିରଫ କରିଛି। ଏନେଇ ଥାନା ଅଧିକାରୀ ନରେନ୍ଦ୍ର ରଘୁବଂଶୀ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଏବେ ତୋଲିଆଙ୍କୁ ୬୪ ବର୍ଷ ବୟସ।


All Right Reserved By Dharitri.Com

ଅଭିନନ୍ଦନଙ୍କୁ ମିଳିପାରେ ସେନାର ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ,୮।୮: ଭାରତୀୟ ବାୟୁସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କୁ ସରକାର ସେନାର ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିବାର ଯୋଜନା ରହିଥିବା ଜଣାପଡିଛି। ଗତ ଫେବୃୟାରୀ ୨୭ରେ...

କମଲନାଥଙ୍କ ଗୋଡ଼ ଟାଣିବାକୁ ଉଦ୍ୟମ

ଭୋପାଳ,୨୨ା୫(ପି.ଟି.): ସାଧାରଣ ନିର୍ବାଚନ ଶେଷହେବା ପରେ ମଧ୍ୟପ୍ରଦେଶର କଂଗ୍ରେସ ନେତୃତ୍ୱାଧୀନ କମଲନାଥ ସରକାର ଉପରେ ଅସ୍ଥିରତାର କଳାବାଦଲ ଘନେଇବାରେ ଲାଗିଛି। କଂଗ୍ରେସ ନେତୃତ୍ୱାଧୀନ ରାଜ୍ୟ ସରକାରଙ୍କ...

ଅକ୍ଷରଧାମ ମନ୍ଦିର ନିକଟରେ ପୋଲିସ ଉପରକୁ ଗୁଳିମାଡ଼

ନୂଆଦିଲ୍ଲୀ,୨୨।୯: ଅକ୍ଷରଧାମ ମନ୍ଦିର ନିକଟରେ ରବିବାର ପୂର୍ବାହ୍ନ ୧୧ଟା ସମୟରେ ୪ ଜଣ ସନ୍ଦିଗ୍ଧ ପୋଲିସ ଉପରକୁ ଗୁଳିମାଡ଼ କରି ଖସି ପଳାଇବାକୁ ସକ୍ଷମ ହୋଇଛନ୍ତି।...

ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ କଳାପତାକା ଦେଖାଇଲେ ଛାତ୍ର

କୋଲକାତା,୨୩।୧୨: ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖର ସୋମବାର ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଯାଦବପୁର ବିଶ୍ୱବିଦ୍ୟାଳୟକୁ ଯାଇଥିବା ବେଳେ ତାଙ୍କୁ ଛାତ୍ରଙ୍କ ବିରୋଧର ସାମ୍ନା...

ଓ୍ବାର୍ଲଡ କପ୍‌ ପ୍ରେମ: ସୁନାରେ ବ୍ୟାଟ, ବଲ ତିଆରି କଲେ ଯୁବକ

ଅହମ୍ମଦାବାଦ,୧୬।୬: ଗୁଜରାଟ ଅହମ୍ମଦାବଦର ମନିଷ ସୋନୀ ନାମକ ଜଣେ ଯୁବକ ଏବେ ଖୁବ୍‌ ଚର୍ଚ୍ଚାରେ। କ୍ରିକେଟ ଓ୍ବାର୍ଲଡ କପ୍‌ ଚାଲିଥିବା ସମୟରେ ସେ ସୁନାରେ କ୍ରିକେଟ...

ଘରକୁ ଫେରିଲେ ଟିଆର୍‌ଏସ୍‌ କର୍ମୀଙ୍କ ମାଡରେ ଆହତ ହୋଇଥିବା ବନ ଅଧିକାରୀ ଅନିଥା

ହାଇଦ୍ରାବାଦ,୨।୭: ତେଲେଙ୍ଗାନାର କୋମରାମ ଭିମ ଆସିଫାବାଦରେ ଗତ ଜୁନ୍‌ ୨୯ରେ ଟିଆର୍‌ଏସ୍‌ କର୍ମୀଙ୍କ ଦ୍ୱାରା ଆକ୍ରମଣର ଶିକାର ହୋଇ ଗୁରୁତର ଭାବେ ହାଇଦ୍ରାବାଦର କିମ୍ସ ହସ୍ପିଟାଲରେ...

ଏନ୍‌ଡିଏ ନେତାଙ୍କ ପାଇଁ ରାତ୍ରଭୋଜିର ଆୟୋଜନ କଲେ ଶାହ

ନୂଆଦିଲ୍ଲୀ,୨୦।୫: ଭାଜପା ଅଧ୍ୟକ୍ଷ ଅମିତ ଶାହ ମଙ୍ଗଳବାର ଏନ୍‌ଡିଏ ନେତାଙ୍କ ପାଇଁ ମଙ୍ଗଳବାର ଏକ ରାତ୍ରଭୋଜିର ଆୟୋଜନ କରିଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ,...

ଉତ୍ତରପ୍ରଦେଶରେ ହାଇଆଲର୍ଟ: ୧୫ ଜିଲାରେ ଇଣ୍ଟରନେଟ ବନ୍ଦ, ଲକ୍ଷ୍ନୌରେ ଏସଏମ୍‌ଏସ୍‌ ସେବା ଉପରେ ଲାଗିଲା କଟକଣା

ଲକ୍ଷ୍ନୌ,୨୭।୧୨: ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ନେଇ ଦେଶରେ ଉତ୍ତେଜନା ଥମିବାର ନାଁ ନେଉନି। ଶୁକ୍ରବାର ନମାଜ ପାଠକୁ ଶାନ୍ତିଶୃଙ୍ଖଳାର ସହ କରାଇବା ପାଇଁ ଉତ୍ତରପ୍ରଦେଶରେ ସୁରକ୍ଷା...

Leave a comment

Your email address will not be published. Required fields are marked *