ତ୍ରିରଙ୍ଗା ତଳେ ପକାଇବାକୁ ନେଇ ଉତ୍ତେଜନା: ପିଏନ୍‌ କଲେଜରେ ଏବିଭିପିର ଧାରଣା

ଖୋର୍ଦ୍ଧା ଅଫିସ,୧୩।୮: ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)ର ତ୍ରିରଙ୍ଗା ଯାତ୍ରାବେଳେ ତ୍ରିରଙ୍ଗାକୁ ତଳେ ପକାଇବାକୁ ନେଇ ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ଉତ୍ତେଜନା ଦେଖାଦେଇଛି। ତ୍ରିରଙ୍ଗାର ଅପମାନ ପ୍ରତିବାଦରେ ଏବିଭିପି ପକ୍ଷରୁ ଧାରଣା ଚାଲୁରହିଛି। ଏ ନେଇ ବିଜୁ ଛାତ୍ର ଜନତା ଦଳ (ବିସିଜେଡି) ଓ କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କରାଯାଉଛି । ନ୍ୟାୟ ନ ପାଇବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲୁ ରହିବ ବୋଲି ଏବିଭିପି ପକ୍ଷରୁ କୁହାଯାଇଛି । ଅନ୍ୟପଟେ ବିସିଜେଡି ପକ୍ଷରୁ ଧାରଣା ଦିଆଯାଇଥିଲେ ମଧ୍ୟ ସେମାନେ ତ୍ରିରଙ୍ଗାକୁ ଅବମାନନା କରି ନ ଥିବା ଦର୍ଶାଇଛନ୍ତି। ଫଳରେ କଲେଜରେ ଉତ୍ତେଜନା ପରିସ୍ଥିତି ଲାଗିରହିଛି।


All Right Reserved By

ପ୍ରଶାସନ ଖାମଖିଆଲରୁ ହାତୀନଦୀରେ କୃତ୍ରିମ ବନ୍ୟା: ରାଜରାସ୍ତାକୁ ଓହ୍ଲାଇବାକୁ ଚାଷୀଙ୍କ ଚେତାବନୀ

ଭବାନୀପାଟଣା,୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଚାଷୀଙ୍କ ପାଇଁ ଇନ୍ଦ୍ରାବତୀ ଜଳ ବିଦ୍ୟୁତ୍‌ ପ୍ରକଳ୍ପ ଯେତେ ସୁଖ ଦେଇଛି, ତାଠୁ ଦେଉଛି ଅଧିକ ଦୁଃଖ ା ସୂଚନା ନ...

କରତକଳ ଉପରେ ଚଢ଼ାଉ: ୩ ଲକ୍ଷ ଟଙ୍କାର ଯନ୍ତ୍ରାଂଶ, କାଠ ଜବତ

ବନ୍ତ,୩୦।୭(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ଥାନା ଅଧୀନ କୁଆଂଶମଢ଼ିଆଠାରେ ବେଆଇନ ଭାବେ ଚାଲୁଥିବା ଏକ କରତକଳ ଉପରେ ମଙ୍ଗଳବାର ସକାଳେ ବନବିଭାଗ ପକ୍ଷରୁ...

କାର୍ଯ୍ୟରେ ଯୋଗଦେଲେ ସୁବର୍ଣ୍ଣପୁରର ନୂଆ ଜିଲାପାଳ: ମୌଳିକ ସମସ୍ୟାର ସମାଧାନକୁ ଗୁରୁତ୍ୱ

ସୋନପୁର,୧୬।୭(ନି.ପ୍ର.): ସୁବର୍ଣ୍ଣପୁରର ନୂତନ ଜିଲାପାଳଭାବେ ମନୀଷା ବାନାର୍ଜୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ବାନାର୍ଜୀ ଗୃହ ବିଭାଗର ଉପସଚିବ ଭାବେ କାର୍ଯ୍ୟ କରୁଥିଲେ।...

ତିନି ବଖରା ଜଳିଗଲା

ପୁରୁଣାକଟକ, ୨୫ା୫(ଡି.ଏନ.ଏ.) : ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବୀରନସିଂହପୁର ପଞ୍ଚାୟତ ଅନ୍ତର୍ଗତ ଚମ୍ପାମାଲ ଗ୍ରାମର ଅଚ୍ୟୁତ ମହାନନ୍ଦିଆଙ୍କ ଘରେ ନିଆଁଲାଗି ତିନି ବଖରା ଘର...

ଜୁନାଗଡରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

ଜୁନାଗଡ,୨୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର କଳାହାଣ୍ଡି ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ଜିଲାପାଳ ଡ.ଗାଭାଲି ପରାଗ ହର୍ଷଦ...

ଭାନୁ ପ୍ରକାଶ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ; ବାରିକ ଚ୍ୟାଲେଞ୍ଜର୍ସ ଉଦ୍ୟାନ ବନ୍ଧ ଚାମ୍ପିୟନ

କୋମନା,୧୬।୯(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ଭେଲା ମିନି ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଭାନୁପ୍ରକାଶ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଉଦ୍ୟାନବନ୍ଧ...

ଡାକ୍ତର, କର୍ମଚାରୀଙ୍କ ନାଁରେ ମାମଲା

ବ୍ରହ୍ମପୁର ଅଫିସ,୨୭ା୪- ବ୍ରହ୍ମପୁର  ନୂଆ ବସଷ୍ଟାଣ୍ଡ ରୋଡରେ ଥିବା ଏକ ଘରୋଇ ନର୍ସିଂହୋମରେ ଜଣେ ରୋଗୀଙ୍କୁ ମାଡ଼ ମରାଯିବା ସହ ତାଙ୍କ ସୁନାଚେନ ଛଡ଼ାଇ ନିଆଯାଇଥିବା...

ନିଖିଳ ଉକତ୍ଳ ବିଚାର ବିଭାଗୀୟ କର୍ମଚାରୀ ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

ଭବାନୀପାଟଣା,୧୮।୫ (ଡି.ଏନ୍‌.ଏ.): ବାତ୍ୟ ପନୀରେ ଓଡ଼ିିଶାର ବିଭିନ୍ନ ଜିଲାରେ କ୍ଷୟକ୍ଷତି ହୋଇଛି। ବାତ୍ୟା ବିପନ୍ନଙ୍କୁ ସହାୟତା ପାଇଁ ଦେଶ ବିଦେଶରୁ ବିଭିନ୍ନ ବର୍ଗର ବ୍ୟକ୍ତି ଓ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *