କୋରାପୁଟ ଏସ୍‌ପିଙ୍କୁ ପୁରସ୍କୃତ କରିବ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

କୋରାପୁଟ,୧୩ା୮(ସ୍ବ.ପ୍ର.): କୋରାପୁଟ ଏସ୍‌ପି କନୱର ବିଶାଳ ସିଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀଙ୍କଠାରୁ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଅଗଷ୍ଟ ୧୫ରେ ଦିଲ୍ଲୀରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କଠାରୁ ସେ ଏହି ପୁରସ୍କାର ଗ୍ରହଣ କରିବେ। ଏକ୍ସିଲେନ୍ସ ଇନ ଇନଭେଷ୍ଟିଗେସନ ପାଇଁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ କୋରାପୁଟ ଏସ୍‌ପି ସିଂଙ୍କୁ ଏହି ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ କରିଛି। ଉଲ୍ଲେଖଯୋଗ୍ୟ ଯେ, ସିଂଙ୍କ ଉଦ୍ୟମ ଯୋଗୁ ଗତ ଏକ ବର୍ଷ ମଧ୍ୟରେ କୋରାପୁଟ ଜିଲାରେ ବ୍ୟାପକ ପରିମାଣର ଗଞ୍ଜେଇ ଚୋରା ଚାଲାଣକୁ ଧରପଗଡ଼ କରି ରୋକାଯାଇପାରିଛି। ସେହିପରି ଜିଲାରେ ଶାନ୍ତି ଶୃଙ୍ଖଳାରେ ନିର୍ବାଚନ ପରିଚାଳନା ଓ ମାଓବାଦୀ କାର୍ଯ୍ୟକଳାପ ଉପରେ ଅଙ୍କୁଶ ଲଗାଯାଇ ପାରିଛି।


All Right Reserved By

ବୀମାରାଶି ଫେରାଇବାକୁ ଖାଉଟି ଅଦାଲତଙ୍କ ନିର୍ଦ୍ଦେଶ

ସିମୁଳିଆ, ୭।୬(ଡି.ଏନ.ଏ.)-ବିଭିନ୍ନ ବୀମାଧାରୀ କମ୍ପାନୀ ନାନା ପ୍ରକାର ପ୍ରଲୋଭନ ଦେଖାଇ ଉପଭୋକ୍ତାମାନଙ୍କୁ ଆକର୍ଷିତ କରିଥାନ୍ତି। ଉପଭୋକ୍ତାମାନଙ୍କୁ ଟଙ୍କା ଫେରସ୍ତର ସମୟ ଆସିଲେ ନାନା ପ୍ରକାର ନୀତିନିୟମ...

ଆଇଆରଇ କର୍ମଚାରୀଙ୍କ ମୃତ୍ୟୁ, ଘରୋଇ ହସ୍ପିଟାଲ ମାଲିକ, ଡାକ୍ତରଙ୍କୁ ଜେରା

ବ୍ରହ୍ମପୁର ଅଫିସ,୧୭ା୫- ଗେଟବଜାର ଛକସ୍ଥିତ ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ରାତିରେ ମାଟିଖାଲ ଆଇଆରଇ ପ୍ଲାଣ୍ଟରେ କାମ କରୁଥିବା ଆର. ଗୋପୀ ରେଡ୍ଡୀ...

ଆର୍‌ବିଆଇକୁ ଚିଠି ଲେଖିବ ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୭।୬(ଡି.ଏନ.ଏ)-ଗଞ୍ଜାମ ଜିଲା ବ୍ୟାଙ୍କ ପରାମର୍ଶଦାତା କମିଟି ବୈଠକ ବୁଧବାର ଛତ୍ରପୁରସ୍ଥିତ ଡିଆରଡିଏ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା...

କାଦୁଅ ଗୋଡ଼ ଧୋଇବାକୁ ଚୁଆକୁଯାଇ ପାଣିରେ ବୁଡ଼ିଗଲେ, ୫ ବର୍ଷର ଶିଶୁ ମୃତ

ଦାରିଙ୍ଗବାଡ଼ି,୨୫।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲି ପଞ୍ଚାୟତ କାକାମାହା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। କାଦୁଅ ଗୋଡ଼ ଧୋଇବାକୁ ଚୁଆକୁଯାଇ ଜଣେ...

ଶିକ୍ଷା ହିଁ ସାମାଜିକ ବିପର୍ଯ୍ୟୟରୁ ମୁକ୍ତିର ବାଟ

ବଲାଙ୍ଗୀର ଅଫିସ, ୪ା୬ ଆମ ସମାଜରେ ଅନେକ ବିପର୍ଯ୍ୟୟ ଦେଖିବାକୁ ମିଳୁଛି ା ଏହା ଆମ ସାମାଜିକ ଜୀବନକୁ ପ୍ରଭାବିତ କରୁଛି ା ତେବେ ଏଥିରୁ...

ବିଶ୍ୱକପ୍‌ କ୍ରିକେଟ୍‌ ନେଇ ସହରରେ ଚାଲିଛି ସଟ୍ଟା ଖେଳ: ୩୧ ଲକ୍ଷ ଟଙ୍କା ଜବତ, ୨ ଗିରଫ

ରାଉରକେଲା ଅଫିସ,୨୫।୬: ବିଶ୍ୱକପ୍‌ କ୍ରିକେଟ୍‌ ନେଇ ସହରରେ ଚାଲିଥିବା ସଟ୍ଟା ଖେଳ ଓ ଏଥିରେ ଲାଗୁଥିବା ଲକ୍ଷାଧିକ ବାଜିର ପର୍ଦ୍ଦାଫାଶ ହୋଇଛି। ସୋମବାର ବିଳମ୍ବିତ ରାତିରେ...

ଆହାର କେନ୍ଦ୍ରରେ ଟିକେଟ କାଟି ମଧ୍ୟାହ୍ନଭୋଜନ କଲେ ମନ୍ତ୍ରୀ ସୁଶାନ୍ତ ସିଂହ

ବରଗଡ଼ ଅଫିସ,୨୨।୮- ବରଗଡ଼ ସହରସ୍ଥିତ ଆହାର କେନ୍ଦ୍ରରେ ଗୁରୁବାର ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ମଧ୍ୟାହ୍ନଭୋଜନ କରିବା ଏଠାରେ ଚର୍ଚ୍ଚାର ବିଷୟ...

ଜୁନିୟର, ପ୍ରାଥମିକ ଶିକ୍ଷକଙ୍କ ପ୍ରମାଣପତ୍ର ଯାଞ୍ଚ ଆରମ୍ଭ

ଛତ୍ରପୁର,୧୮ା୮(ଡି.ଏନ.ଏ)-ଛତ୍ରପୁର ବ୍ଲକର ସମସ୍ତ ସରକାରୀ ସ୍କୁଲରେ କାର୍ଯ୍ୟରତ ଜୁନିୟର, ପ୍ରାଥମିକ ଶିକ୍ଷକଙ୍କ ଜାତି ଓ ମାଇଗ୍ରେଶନ ପ୍ରମାଣପାତ୍ରର ଯାଞ୍ଚ ଶନିବାରଠାରୁ ଆରମ୍ଭ ହୋଇଛି। ବ୍ଲକ ଶିକ୍ଷା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *